ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ପଦ୍ମପୁର,୧୩।୧୧(ଡି.ଏନ୍‌.ଏ.): ବାସୁଦେବପୁର ବ୍ଲକ ଅଧୀନ ରାଧାବଲ୍ଲଭପୁର ଗ୍ରାମର ଜଣେ ଯୁବକଙ୍କ ବିଦ୍ୟୁତ୍‌ ଆଘାତରେ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ପ୍ରହଲ୍ଲାଦ ଜେନା।

ସୂଚନାନୁଯାୟୀ, ପ୍ରହଲ୍ଲାଦ ନିଜ ଚାଷ ଜମିକୁ ଯାଇଥିବା ବେଳେ ଧାନବିଲ ଦେଇ ଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଯାଇଥିଲେ। ପରିବାରଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ରାଜପଥରେ ହାତୀପଲ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୪(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ ଜାତୀୟ ରାଜପଥ କଡ଼ରେ ହାତୀପଲ ଦେଖିବାକୁ ମିଳିଛି ା ଏହାକୁ ନେଇ ରାଜପଥରେ ଯାତାୟାତ କରୁଥିବା ଯାତ୍ରୀମାନେ...

ଟାଏକୋଣ୍ଡୋ ବେଲ୍ଟ ପରୀକ୍ଷା; ୧୨୦ ପ୍ରତିଯୋଗୀ ଭାଗ ନେଲେ

ଜୁନାଗଡ,୨୬।୮ (ସ୍ବ.ପ୍ର.) କଳାହାଣ୍ଡି ଜିଲା ଟାଏକୋଣ୍ଡୋ ସଂଘ ପକ୍ଷରୁ ବେଲ୍ଟ ପରୀକ୍ଷା ଜିଲା ଟାଏକୋଣ୍ଡୋ ତାଲିମ କେନ୍ଦ୍ର ଜୁନାଗଡଠାରେ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ଜେ.କେ. ଡ୍ୟାନ୍ସ...

ଦ୍ରୁତ ଗତିରେ ଚାଲିଛି ମୋହନା ସ୍ମାର୍ଟ ଶ୍ରେଣୀଗୃହ କାର୍ଯ୍ୟ

ଆର.ଉଦୟଗିରି,୨୪।୩(ଡି.ଏନ.ଏ.): ମୋହନା ବ୍ଲକରେ ଦ୍ୱିତୀୟ ଥରରେ ଆସିଥିବା ୧୭ ସ୍ମାର୍ଟ ଶ୍ରେଣୀ ଗୃହ ମଧ୍ୟରୁ ଗ୍ରାମର ବିମଳା ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ...

କେନାଲରେ ବୁଡି ଯୁବକଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଥିବା ହିରାଧରବାଟି କେନାଲରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି...

ପୁଣି ମରାମତି ହେଲା ପଥରପଦା ପୋଲ

ପାଣିକୋଇଲି,୨୬।୩(ଡି.ଏନ.ଏ.): ପାଣିକୋଇଲି ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ପଥରପଦା ପୋଲ ମରଣଯନ୍ତା ପାଲଟିବା ସହ ବାରମ୍ବାର ଦୁର୍ଘଟଣା ଘଟୁଥିଲା। ଏନେଇ ଖବର ପ୍ରକାଶ...

ହରିହର କ୍ୟାନସର ହସ୍ପିଟାଲରେ ଚିତ୍ରଶିଳ୍ପୀ ନାରୁ ମହାରଣା: ରାଜ୍ୟ ସରକାର ଦେଲେ ୫୦ ହଜାର ସହାୟତା

ପୁରୀ ଅଫିସ, ୧୩।୧୨:ଓଡ଼ିଶାର ସୁନାମଧନ୍ୟ ଚିତ୍ରଶିଳ୍ପୀ ନାରାୟଣ ମହାରଣା ଓରଫ ନାରୁ କର୍କଟ ରୋଗରେ ପୀଡ଼ିିତ ହୋଇ କଟକସ୍ଥିତ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନାରୁ...

ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର

କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ...

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧ, ଗଛରୁ ଡେଇଁଲା ଭାଲୁ

ପାଟଣା,୩୧।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ରାଜନଗର ବିଟ୍‌ କୋଡ଼ଖମଣ ଗାଁରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ସେ ହେଲେ ସଦାନନ୍ଦ...

Advertisement
Archives

Model This Week