ବିଦ୍ୟୁତ୍‌ ଆଘାତରେ ଶିଶୁକନ୍ୟାର ଜୀବନ ଗଲା

ଭଦ୍ରକ ଅଫିସ, ୧୭।୫: ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ହାଟଡିହ ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ ହେଲେ ଗାଁର ଚକ୍ରଧର ମଲିକଙ୍କ ୫ ବର୍ଷର ଝିଅ ଦୀପାଞ୍ଜଳି। ସୂଚନା ଥାଉକି, ମଙ୍ଗଳବାର ଚକ୍ରଧରଙ୍କ ଘର ବାରିପଟେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ବିଭାଗୀୟଙ୍କ ଦ୍ୱାରା ମରାମତି କାର୍ଯ୍ୟ ହୋଇଥିଲା। ଉକ୍ତ ସ୍ଥାନରେ ଏକ ତାର ତଳେ ଛିଣ୍ଡି ପଡିଥିଲା। ଦୀପାଞ୍ଜଳି ବୁଧବାର ସକାଳୁ ଖେଳିବାକୁ ଯାଇଥିବା ବେଳେ ଉକ୍ତ ତା’ର ସଂସ୍ପର୍ଶରେ ଆସିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏ ନେଇ ପରିବାର ପକ୍ଷରୁ ବିଦ୍ୟୁତ୍‌ କର୍ମଚାରୀଙ୍କୁ ଦାୟୀ କରାଯାଇ ଧାମନଗର ଥାନାରେ ଏତଲା ପରେ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୪।୫(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri