କଣାସ, ୧୮।୭(ସ୍ବ.ପ୍ର.)-ଫନୀ ପରେ ଦୁଇମାସ ଧରି କଣାସ ଅଞ୍ଚଳ ଅନ୍ଧାରେ ରହିବାପରେ କେତେକ ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଥିଲା। ମାତ୍ର ସାମାନ୍ୟ ପବନ ହୋଇ ଗଛରୁ ପତ୍ର ହଲିଲେ ସଙ୍ଗେ ସଙ୍ଗେ ବିଦ୍ୟୁତ୍ କାଟ୍ କରାଯାଉଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଗତ ୧୭ ତାରିଖ ଦିନ ଅପରାହ୍ନ ୩ଟା ସମୟରେ ବର୍ଷା ପବନ ଆସିବାରୁ କଣାସ ଅଞ୍ଚଳରୁ ବିଦ୍ୟୁତ୍ କାଟ ହୋଇଥିଲା। ତେବେ ୨୫ଘଣ୍ଟା ଧରି ବିଚ୍ଛିନ୍ନ ହେବାପରେ ୧୮ତାରିଖ ଅପରାହ୍ନ ୪ଟା ସମୟରେ ବିଦ୍ୟୁତ୍ ସଂଯୋଗ ଦିଆଯାଇଥିଲା। ଏହି ସମ୍ପର୍କରେ କଣାସ ସେସୁ କନିଷ୍ଠଯନ୍ତ୍ରୀ ସରୋଜ କୁମାର ବୋହେରାଙ୍କ ସହିତ ଟେଲିଫୋନ ଯୋଗେ ବାରମ୍ବାର ଯୋଗାଯୋଗ କରାଯାଇଥିଲେ ମଧ୍ୟ ଯୋଗାଯୋଗ ସମ୍ଭବ ହୋଇପାରି ନ ଥିଲା। ବିଦ୍ୟୁତ୍ କାର୍ଯ୍ୟାଳୟରେ କାର୍ଯ୍ୟକରୁଥିବା କର୍ମଚାରୀଙ୍କୁ ଏ ସମ୍ପର୍କରେ ପଚାରିବାରୁ ଖୋର୍ଦ୍ଧାରୁ ବିଦ୍ୟୁତ୍ କାଟ ହେଉଥିବା କହିଥିଲେ।
ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….
କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...
ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..
ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...
ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ
ଭୁବନେଶ୍ବର,୨୧।୧୨: ଭୁବନେଶ୍ୱର ନାଲ୍କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...
ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…
ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...
ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...
ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୧ା୧୨(ସୁନିତ୍ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...
ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି
ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...
ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…
ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...
Archives


