ଖଲ୍ଲିକୋଟ,୨୧ା୨(ଡି.ଏନ୍.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ ନାୟକ, ଜୟସେନ ଗୌଡ଼, ବି. କେଶବ ପ୍ରଧାନ ପ୍ରମୁଖ ବକେୟା ବିଦ୍ୟୁତ ବିଲ୍ ଆଦାୟ କରୁଥିଲେ। ଯେଉଁମାନେ ବକେୟା ବିଲ୍ ଦେଉ ନ ଥିଲେ ସେମାନଙ୍କ ସଂଯୋଗ ବିଚ୍ଛିନ୍ନ କରାଯାଉଥିଲା। ଏହି ସମୟରେ ଉକ୍ତ ଗ୍ରାମର ୨ଜଣ ବ୍ୟକ୍ତି କାଠ ଫାଳିଆରେ ଉକ୍ତ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। କର୍ମଚାରୀମାନେ ଆହତ ହୋଇ ରମ୍ଭା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଆକ୍ରମଣ କରିଥିବା ଅଭିଯୁକ୍ତ ଦ୍ୱୟ ବେଆଇନ ଭାବେ ହୁକ୍ ପକାଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ରମ୍ଭା ସାଉଥ୍କୋ ଏସ୍ଡିଓ ଗୋପାଳ କୃଷ୍ଣ ପ୍ରଧାନ ଗୁରୁବାର ଖଲ୍ଲିକୋଟ ଥାନାରେ ଏତଲା ଦେଇଛନ୍ତି। ନଂ.୮୧/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ
କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…
ଜାଲ୍ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ
ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍ କରିଥିବା ସିନାପାଲି…
ରାତି ହେଲେ ଅବକାରୀ ଥାନା ବନ୍ଦ: ଡିସ୍ପ୍ଲେ ବୋର୍ଡ ଜଳୁଛି, କାର୍ଯ୍ୟାଳୟରେ ତାଲା ଝୁଲୁଛି
ଲୋଇସିଂହା,୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଅବକାରୀ ଥାନାରେ ରାତି ସମୟରେ କେହି ଷ୍ଟାଫ ରହୁ ନ ଥିବା ଅଭିଯୋଗ ହେଉଛି ା ବୁଧବାର ସନ୍ଧ୍ୟାରେ କାର୍ଯ୍ୟାଳୟର ଡିସପ୍ଲେ…
ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ
ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…
ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି
ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…
ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ
କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…
Archives

