ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ: ସେବା ବାଧାପ୍ରାପ୍ତ

ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍‌ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଥିଲା। ଅନୁଗୋଳରୁ ସମ୍ବଲପୁର ଅଭିମୁଖେ ଏକ ଟ୍ରକ (ନଂ.ଏନଏଲ୦୧ଏନ୦୦୭୫)ଯାଉଥିବାବେଳେ ଚାଳକ ଭାରସାମ୍ୟ ହରାଇ ପଡ଼ିବାରୁ ଟ୍ରକଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପରେ ସେଠାରେ ବିଦ୍ୟୁତ କର୍ମଚାରୀମାନେ ପହଞ୍ଚି କ୍ଷତିପୂରଣ ଦେବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନୁଗୋଳରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଲା

ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ତାଳଚେର ସବୁଠୁ ବଡ଼ କ୍ଷେତ୍ର ହୋଇପାରିବ

ତାଳଚେର,୧୦ା୨(ନି.ପ୍ର.) – ଅନୁଗୋଳ ଜିଲା ତାଳଚେରଠାରେ ଥିବା ମହାନଦୀ କୋଲ୍‌ ଫିଲଡ୍‌ସ ଲିମିଟେଡ (ଏମ୍‌ସିଏଲ୍‌) ବର୍ତ୍ତମାନ ସୁଦ୍ଧା ୧୨୦ ମିଲିୟନ ଟନ୍‌ କୋଇଲା ଉତ୍ତୋଳନ କରିସାରିଛି।...

କୋଇଲା ଡିପୋକୁ ବିରୋଧ, ରାସ୍ତା ଅବରୋଧ

ବଇଣ୍ଡା,୧୩ା୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ପଞ୍ଚାୟତ ଗୁଣ୍ଡୁରୀମୁଣ୍ଡା ନିକଟରେ ନିର୍ମାଣ ହୋଇଥିବା କୋଇଲା ଡିପୋକୁ ଗୁଣ୍ଡୁରୀମୁଣ୍ଡା ସମେତ ୫ଟି ଗ୍ରାମବାସୀ ବିରୋଧ କରିଛନ୍ତି।...

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି...

ବିଷାକ୍ତ ହୋଇନି ବାୟୁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୪ା୧୧ – ଅନୁଗୋଳ ଜିଲାରେ ବାୟୁ ପ୍ରଦୂଷଣ ସ୍ଥିତି ସୁଧୁରିଛି। ବିଶେଷକରି କରୋନା ପରଠାରୁ ଲଗାଯାଇଥିବା ଲକ୍‌ଡାଉନ୍‌ ଓ...

ଜୁଆ ଆଡ୍ଡାରେ ଚଢ଼ାଉ, ୩ ଗିରଫ

ପାଲଲହଡା,୧୭।୧୨(ଡି.ଏନ.ଏ.)- ପାଲଲହଡା ଥାନା ବଡ଼ଝାର ଗ୍ରାମ ନିକଟ କୁକୁଡ଼ା ଲଢେଇପଡାରେ ଜୁଆ ଆଡ୍ଡା ଚାଲିଥିବାବେଳେ ପାଲଲହଡା ପୋଲିସ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି।...

ସାପ କାମୁଡ଼ାରେ ୬ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାପ କାମୁଡ଼ାରେ ମୋଟ ୬ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନୁଗୋଳରେ...

ସ୍ଥିତି ନିୟନ୍ତ୍ରଣ ପାଇଁ ସଜବାଜ

ଅନୁଗୋଳ ଅଫିସ, ୧୨।୪: ଅନୁଗୋଳ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯେପରି ବୃଦ୍ଧି ପାଇବାରେ ଲାଗିଛି ଆଗାମୀ ଦିନରେ ସ୍ଥିତି ହାତରୁ ଖସିଯାଇପାରେ। ତେଣୁ ଏପରି ସମ୍ଭାବନାକୁ...

Advertisement
Archives

Model This Week