ବିଦ୍ୟୁତ୍‌ ଖୁଣ୍ଟ ଚୋରି ଉଦ୍ୟମ

ଓଡ଼ଗାଁ,୨୦।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ସେସୁ କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ ସିନେମା ହଲ ଛକ ତଥା ରଙ୍ଗଣିପାଟଣା ଅଞ୍ଚଳରୁ କେତେକ ଅଦରକାରୀ ଲୁହା ବିଦ୍ୟୁତ୍‌ ଖୁଣ୍ଟ ଚୋରି ଉଦ୍ୟମ ହୋଇଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ରବିବାର କେତେଜଣ ଦୁର୍ବୃତ୍ତ ଲୁହା ବିଦ୍ୟୁତ୍‌ ଖୁଣ୍ଟକୁ କଟର ସାହାଯ୍ୟରେ କାଟିବା ସହିତ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଉଦ୍ୟମ କରୁଥିବା ବେଳେ ବିଭାଗୀୟ କର୍ମଚାରୀ ଏ ନେଇ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ । ହେଲେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। କଟା ଯାଇଥିବା ୫ ଲୁହା ଖୁଣ୍ଟକୁ ବିଭାଗୀୟ କାର୍ଯ୍ୟାଳୟକୁ ଅଣାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri