ବିଦ୍ୟୁତ୍‌ ଖୁଣ୍ଟ ଚୋରି ଉଦ୍ୟମ

ଓଡ଼ଗାଁ,୨୦।୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ସେସୁ କାର୍ଯ୍ୟାଳୟ ଅନ୍ତର୍ଗତ ସ୍ଥାନୀୟ ସିନେମା ହଲ ଛକ ତଥା ରଙ୍ଗଣିପାଟଣା ଅଞ୍ଚଳରୁ କେତେକ ଅଦରକାରୀ ଲୁହା ବିଦ୍ୟୁତ୍‌ ଖୁଣ୍ଟ ଚୋରି ଉଦ୍ୟମ ହୋଇଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ରବିବାର କେତେଜଣ ଦୁର୍ବୃତ୍ତ ଲୁହା ବିଦ୍ୟୁତ୍‌ ଖୁଣ୍ଟକୁ କଟର ସାହାଯ୍ୟରେ କାଟିବା ସହିତ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଉଦ୍ୟମ କରୁଥିବା ବେଳେ ବିଭାଗୀୟ କର୍ମଚାରୀ ଏ ନେଇ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ । ହେଲେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। କଟା ଯାଇଥିବା ୫ ଲୁହା ଖୁଣ୍ଟକୁ ବିଭାଗୀୟ କାର୍ଯ୍ୟାଳୟକୁ ଅଣାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ବନ୍ଦସାହି ପ୍ରାଥମିକ ବିଦ୍ୟାଳୟ : ଗୋଟିଏ ଗୃହରେ ପଢ଼ୁଛନ୍ତି ୫ ଶ୍ରେଣୀର ଛାତ୍ରୀଛାତ୍ର

ଦଶରଥପୁର,୨ା୯(ଡିଏନ୍‌ଏ) : ଦଶରଥପୁର ବ୍ଲକ ଥାଲକୁଡି ପଞ୍ଚାୟତ ବନ୍ଧସାହି ପ୍ରାଥମିକ ବିଦ୍ୟାଳୟ ୧୯୬୯ ମସିହାରୁ ପ୍ରତିଷ୍ଠା ହୋଇଛି। ଏହି ବିଦ୍ୟାଳୟଟି ଦଳିତ ସାହିରେ ପ୍ରତିଷ୍ଠା କରାଯାଇଥିବାବେଳେ...

ଘାତକ ସାଜିଛି କିଡ୍‌ନୀ ରୋଗ: ୫ ବର୍ଷରେ ୧୦ ମୃତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ ଏବଂ ଓଷାମସ୍କା ଗାଁ ଦଳିତସାହିରେ କିଡ୍‌ନୀ ଜନିତ ରୋଗ ଘାତକ ସାଜିଛି। ୫...

ହାତୀ ଉପଦ୍ରବ: ଅଭିଯୋଗ ଶୁଣୁନି ବନ ବିଭାଗ

ପଡ଼ିଆବାହାଲ,୧୮।୩(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଦେଦାରନୂଆପାଲି ଅଞ୍ଚଳରେ ସାତଘରିଆ ହାତୀପଲ ୪ ଦିନ ହେଲା ଘୁରିବୁଲି ବ୍ୟାପକ ଧାନ ଚାଷ ନଷ୍ଟ କରୁଛନ୍ତି। ଗୁରୁବାର ସାତଘର ଥିଲାବେଳେ...

୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ...

ଆଖି ଆଗରେ ଚାଲିଗଲା ୩୦ରୁ ଅଧିକ ମେଣ୍ଢାଙ୍କ ଜୀବନ

ପାତ୍ରପୁର,୨୮ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଚୁଡିଆଲାଞ୍ଜିଠାରେ ମଙ୍ଗଳବାର ଧାନ ଫସଲ ଖାଇ ପ୍ରାୟ ୩୦ରୁ ଊର୍ଦ୍ଧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। କେଶରୀପଡା ପଞ୍ଚାୟତ ଭେଜିପଦର...

ନିଯୁକ୍ତି ପ୍ରତିଶ୍ରୁତି ଦେଇ ନକଲି ତାଲିମ

ଯାଜପୁର ଅଫିସ,୧୧ା୮: ଦକ୍ଷତା ବିକାଶ କିମ୍ବା ମାର୍କେଟିଂ ପ୍ରଶିକ୍ଷଣ କଥା କହି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଡିଣ୍ଡିମ ପିଟୁଛନ୍ତି, ହେଲେ କାହାକୁ କେଉଁ...

ସଲଙ୍ଗାବାହାଲ ବଜାର ରାସ୍ତା ମରାମତି: ବିଭାଗ କଲାନି, ପୋଲିସ କର୍ମଚାରୀ କରାଇଲେ

କୁଆଁରମୁଣ୍ଡା,୨୨।୮(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର-ସଲଙ୍ଗାବାହାଲ ପୂର୍ତ୍ତ ବିଭାଗ ରାସ୍ତାର ସଲଙ୍ଗାବାହାଲ ବଜାର ନିକଟରେ ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଗତ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ହେଲା...

ହେମଦସ୍ତାରେ ପିଟି ଆଈଙ୍କୁ ହତ୍ୟାକଲେ ନାତୁଣୀ

ଭଣ୍ଡାରିପୋଖରୀ,୨୭।୧୨(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ଗ୍ରାମରେ ଶୁକ୍ରବାର ରାତିରେ ନାତୁଣୀର ହେମଦସ୍ତା ମାଡ଼ରେ ଆଈଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶଶୀ ଦାସ ନାମ୍ନୀ ବୃଦ୍ଧାଙ୍କ...

Advertisement
Archives

Model This Week