ବିଦ୍ୟୁତ୍‌ ଫାଶରେ ଦନ୍ତାହାତୀର ପ୍ରାଣଗଲା, ଶିକାରୀ ଗିରଫ

ବଇଣ୍ଡା,୨୫।୧୧(ଡି.ଏନ୍‌.ଏ.): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜ ଲକ୍ଷ୍ମୀପୁର-ଟେଣ୍ଡୁଲି ରାସ୍ତାରେ ବିଦ୍ୟୁତ ଫାଶରେ ରବିବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀର ବୟସ ପ୍ରାୟ ୨୫ ବର୍ଷ ହେବ। ବାର୍‌ହା ଶିକାର ପାଇଁ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟରୁ ଫାଶ ବସାଯାଇଥିବା ବେଳେ ଧାନ ଖାଇବାକୁ ଜଙ୍ଗଲକୁ ଆସୁଥିବା ଜୀବଜନ୍ତୁଙ୍କର ମୃତ୍ୟୁ ଘଟୁଛି। ତେବେ ଏହି କାରଣରୁ ହାତୀର ମୃତ୍ୟୁ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ

ବ୍ରହ୍ମପୁର ଅଫିସ,୩୦।୪: ବ୍ରହ୍ମପୁର ବଡ଼ ମେଡିକାଲରେ ଜଣେ ଡାକ୍ତରୀ ଛାତ୍ରଙ୍କୁ ଆକ୍ରମଣ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରୀ ଛାତ୍ରଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଛି।...

ବଢ଼ୁଛି ତାଳଚେରବାସୀଙ୍କ ଅସନ୍ତୋଷ: ରାଜପଥରେ ଆଣ୍ଠୁଏ ଖାଲ

ତାଳଚେର୨୯ା୯(ନି.ପ୍ର) – ତାଳଚେର ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ବାଙ୍କଧରା ଛକ ଠାରୁ ତାଳଚେର ବାଇପାସ ଅଞ୍ଚଳ ପର୍ଯ୍ୟନ୍ତ ଜାତୀୟ ରାଜପଥ...

ଭୋଜି ଖାଇ ଫେରୁଥିଲେ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ; ଚାଲିଗଲା ୪ ଜୀବନ

ଫୁଲବାଣୀ ଅଫିସ,୧୩।୨: ଭୋଜି ଖାଇବା ହେଲା କାଳ । ଭୋଜିଖାଇ ଫେରୁ ଥିବା ବେଳେ ଦୁର୍ଘଟଣା ଘଟି ୪ ଜଣଙ୍କର ମୃତ୍ୟୁ ଘଟି ଥିବା ବେଳେ...

ଡାହାଣୀ ସନ୍ଦେହରେ ମହିଳାଙ୍କୁ ହତ୍ୟା: କଟାମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବାରିପଦା ଅଫିସ, ୧୫।୬: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା କରକଚିଆ ଗ୍ରାମରେ ସୋମବାର ଡହାଣୀ ସନ୍ଦେହରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ହତ୍ୟା...

୧୦ ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା ଅଫିସ,୨୮।୧୨: ଜାନୁୟାରୀ ୨ ରୁ ୧୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରହିବ। ପ୍ରତି ବର୍ଷ ଭଳି ଏ ବର୍ଷ ମଧ୍ୟ ଭିତରକନିକାରେ କୁମ୍ଭୀର...

ଟେଣ୍ଡରରେ ଅନୁକମ୍ପା ନେଇ ପ୍ରତିବାଦ

ନୟାଗଡ଼ ଅଫିସ,୩୧।୧: ପୂର୍ତ୍ତ ବିଭାଗ ପକ୍ଷରୁ କରାଯାଉଥିବା ଟେଣ୍ଡରରେ କିଛି ନିର୍ଦ୍ଦିଷ୍ଟ ଠିକାଦାରଙ୍କୁ ଅନୁକମ୍ପା ପ୍ରଦର୍ଶନ କରାଯାଉଥିବା ପ୍ରତିବାଦରେ ଠିକାଦାରମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଏପରି...

ଫୋକସ୍‌ରେ ସମ୍ବେଦନଶୀଳ ବୁଥ୍‌

ଢେଙ୍କାନାଳ ଅଫିସ୍‌/ଭୁବନ, ୨୨।୨(ଡି.ଏନ.ଏ) ଢେଙ୍କାନାଳ ଜିଲାରେ ୪ର୍ଥ ତଥା ଅନ୍ତିମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ମଙ୍ଗଳବାର ଭୋଟଗ୍ରହଣ ଅନୁଷ୍ଠିତ ହେବ। କଙ୍କଡ଼ାହାଡ଼ ଏବଂ ଭୁବନ...

ଅନୁଗୋଳରେ ଗଡ଼ିଲା ପ୍ରଥମ ଦୁଗ୍ଧ ଏଟିଏମ୍‌

ଛେଣ୍ଡିପଦା, ୩୦ା୧(ସ୍ବ.ପ୍ର.) ସାହି ସାହି ବୁଲୁଛି ମିଲ୍କ ଭ୍ୟାନ୍‌। ଏଟିଏମ୍‌ରୁ ଟଙ୍କା ବାହାରିବା ଭଳି ସେଥିରୁ ବାହାରୁଛି ଉନ୍ନତମାନର କ୍ଷୀର। ଅନୁଗୋଳ ଜିଲାରେ ପ୍ରଥମ ଥର...

Advertisement
Archives

Model This Week