ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ଅତାବିରା ବନ୍ଦ, ରାସ୍ତାକୁ ଓହ୍ଲାଇଲେ ଲୋକେ

ଅତାବିରା/ସରଣ୍ଡା,୭।୯(ଡି.ଏନ୍‌.ଏ.)- ବରଗଡ଼ ଜିଲା ଅତାବିରାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଉପୁଜୁଥିବା ଅଭିଯୋଗ ହୋଇଛି। ଏଥିପାଇଁ ସ୍ଥାନୀୟ ଲୋକଙ୍କୁ ବହୁବିଧ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଏପରିକି ଆବଶ୍ୟକ ସଂଖ୍ୟକ ବିଦ୍ୟୁତ୍‌ କର୍ମଚାରୀ ମଧ୍ୟ ନାହାନ୍ତି। ଫଳରେ ବିଦ୍ୟୁତ୍‌ ବିଭ୍ରାଟ ହେଲେ ତାର ମରାମତି ମଧ୍ୟ ବିଳମ୍ବିତ ହେଉଛି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ କିଛି ସୁଫଳ ମିଳୁ ନ ଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ପୁର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ଅଞ୍ଚଳବାସୀ ଅତାବିରା ବନ୍ଦ କରିଥିବାବେଳେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଫଳରେ ବରଗଡ଼-ସମ୍ବଲପୁର ରାସ୍ତାରେ ଯାତାୟତ ଠପ୍‌ ପଡ଼ି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଧୁ ଆପ୍‌କୁ ପ୍ରଶଂସା କଲେ ସଚିବ

ଛତ୍ରପୁର,୨୫ା୧୨(ଡି.ଏନ୍‌.ଏ.)- ଭୁବନେଶ୍ୱରଠାରେ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଭିଡିଓ କନଫରେନ୍ସିଂ ଜରିଆରେ ଶିକ୍ଷା ସମ୍ବନ୍ଧୀୟ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ସମଗ୍ର...

୧୫ରୁ କମିବ ଶୀତ: ୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୪-୧(ବ୍ୟୁରୋ)-ଆସନ୍ତା ୧୫ ତାରିଖରୁ ଶୀତ ହ୍ରାସ ପାଇବ। ସର୍ବନିମ୍ନ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ଅନୁଗୋଳ,...

ବ୍ରହ୍ମପୁରରେ ଜୁଡିସିଆଲ ଏକାଡେମୀର ୨୬ ଜଣିଆ ସଦସ୍ୟ

ବ୍ରହ୍ମପୁର ଅଫିସ,୧୪ା୨- ନ୍ୟାୟ ପରିଷଦ (ଜୁଡିସିଆଲ ଏକାଡେମୀ) ସଦସ୍ୟା ଓ ସଦସ୍ୟମାନେ ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଥିଲେ। ୧୫ ଜିଲାର ୨୬ ଜଣିଆ ଟିମ୍‌ ପ୍ରଥମେ ସୁଧାର...

୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪...

ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ରୋଗୀଙ୍କୁ ଭାରରେ ବୋହିଲେ ପରିବାର ଲୋକେ

ରାୟଗଡା ଅଫିସ, ୨୬।୨: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ଶାଲି ପଞ୍ଚାୟତ ଟାମକଶିଳା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ହେବାରୁ...

ଏନ୍‌ଏଚ୍‌ ଉପରେ ବର୍ଷାପାଣି ସୁଅ: ୨ ଘଣ୍ଟା ଯାତାୟାତ ବ୍ୟାହତ

କାମାକ୍ଷାନଗର, ୨୬ା୭(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ହୋଇଥିବା ଲଗାଣବର୍ଷାରେ କାମାକ୍ଷାନଗର ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥର ବାଇସିଙ୍ଗାଗଡ଼ାରେ ୨ଫୁଟ ପାଣି ଜମି ରହିଥିଲା। ଫଳରେ ୨ ଘଣ୍ଟା...

ଗୋଷ୍ଠୀ ଶୌଚାଳୟରୁ ଫିଟୁନି ତାଲା

କୋରୁକୋଣ୍ଡା, ୫।୫(ଡି.ଏନ୍‌.ଏ.) : ନିର୍ମାଣ ପରଠାରୁ ମାତ୍ର ୧୫ ଦିନ ଲୋକଙ୍କ ସେବାରେ ଲାଗିଛି। ତା’ପରଠାରୁ ତାଲା ପଡ଼ି ରହିଛି ଗୋଷ୍ଠୀ ଶୌଚାଳୟ। ଜନକଲ୍ୟାଣ ଉଦ୍ଦେଶ୍ୟରେ ବିଭିନ୍ନ...

ଚନ୍ଦକା ଗଲେ ୭ ଚିତ୍ରାହରିଣ: ଶାଗୁଣା ଅଣ୍ଡା, କଟାସ ଆସିଲା ଡାକ୍ତରଖାନା

ବାରଙ୍ଗ,୫।୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିତ୍ରାହରିଣମାନଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଚିତ୍ରାହରିଣଙ୍କୁ ଚନ୍ଦକା ଜଙ୍ଗଲରେ...

Advertisement
Archives

Model This Week