ବିଦ୍ୟୁତ୍‌ ବିଲ୍‌ ଲକ୍ଷେ ଟଙ୍କା ଟପିଲେ ରିଟର୍ନ ଫାଇଲିଂ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧।୬: ଆର୍ଥତ୍କ ବର୍ଷ ୨୦୧୯-୨୦ ଲାଗି ସରକାର ଆୟକର ରିଟର୍ନ (ଆଇଟିଆର୍‌) ଫର୍ମ ବିଜ୍ଞପ୍ତି ଜାରି କରିଛନ୍ତି। କରେଣ୍ଟ ଆକାଉଣ୍ଟ ଜମା ୧ କୋଟି କିମ୍ବା ଇଲେକ୍ଟ୍ରିସିଟି ବିଲ୍‌ ନିର୍ଦ୍ଦିଷ୍ଟ ଆର୍ଥତ୍କ ବର୍ଷରେ ୧ଲକ୍ଷ କିମ୍ବା ତଦୂର୍ଦ୍ଧ୍ୱ ହେଲେ ଲୋକମାନେ ଆଇଟିଆର୍‌ ଫାଇଲ କରିବାକୁ ବାଧ୍ୟ ବୋଲି ଏଥିରେ କୁହାଯାଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ମେ୩୦ରେ ଏହି ଫର୍ମ ଜାରି କରିଥିବା ଜଣାପଡିଛି। ସହଜ( ଆଇଟିଆର୍‌-୧), ସୁଗମ(ଆଇଟିଆର୍‌-୨) , ଫର୍ମ ଆଇଟିଆର୍‌-୨, ଫର୍ମ ଆଇଟିଆର୍‌-୩, ଫର୍ମ ସୁଗମ (ଆଇଟିଆର୍‌-୪), ଫର୍ମ ଆଇଟିଆର୍‌-୫, ଫର୍ମ ଆଇଟି ଆର୍‌-୬, ଫର୍ମ ଆଇଟିଆର୍‌-୭ ଏବଂ ଫର୍ମ ଆଇଟିଆର୍‌-ଭି ଏହା ମଧ୍ୟରେ ସାମିଲ ହୋଇଛି। ଆସେସମେଣ୍ଟ ବର୍ଷ ୨୦୨୦-୨୧ ଲାଗି ଏହାକୁ ଜାରି କରାଯାଇଥିବା ଆୟକର ବିଭାଗ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?