ବିଦ୍ୟୁତ୍‌ ସଂଯୋଗ ନ ଥାଇ ଆସିଲା ବିଲ୍‌

କେନ୍ଦ୍ରାପଡା ଅଫିସ, ୯ା୯- କେନ୍ଦ୍ରାପଡା ବ୍ଲକ ଘିଘିଡିଆ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ହିତାଧିକାରୀ ସୌଭାଗ୍ୟ ଯୋଜନାରେ ସାମିଲ ହୋଇଛନ୍ତି ।ଅଦ୍ୟାବଧି ଏହି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ ଦିଆ ଯାଇ ନ ଥିବା ବେଳେ ସେମାନଙ୍କ ନିକଟକୁ ଜୁଲାଇ ମାସରେ ୧୫୧ ଟଙ୍କା ଲେଖାଏଁ ବିଲ୍‌ ଆସିଛି। ଏନେଇ ହିତାଧିକାରୀମାନେ ଅସନ୍ତୋଷବ୍ୟକ୍ତ କରିଛନ୍ତି। ଏ ସମ୍ପର୍କରେ ଘିଘିଡିଆ ଗ୍ରାମର ହିତାଧିକାରୀ ମଧୁସୂଦନ ଦାସ କୁହନ୍ତି, ଗତ ୨ ମାସ ପୂର୍ବେ ହିତାଧିକାରୀଙ୍କ ଘରେ ସୌଭାଗ୍ୟ ଯୋଜନାରେ ମିଟର ଓ ଅନ୍ୟାନ୍ୟ ବିଦ୍ୟୁତ ଉପକରଣ ଲଗାଯାଇଛି। ତେବେ ଅଦ୍ୟାବଧି କୌଣସି ହିତାଧିକାରୀଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇନାହିଁ। ଏସମ୍ପର୍କରେ ଏନ୍‌ଜେନ ପରିଚାଳକ ଶ୍ରୀକାନ୍ତ ପଣ୍ଡା କୁହନ୍ତି, ମିଟର ଲାଗିଥିବାରୁ ଏହି ନମ୍ବରରେ ବିଲ ଆସିଛି। ତେବେ ବିଦ୍ୟୁତ ସଂଯୋଗ ଦିଆ ଯାଇ ନ ଥିବାରୁ ଦେୟ ଅର୍ଥ ଆଦାୟ ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ଚୋରି କରୁଥିଲେ ପଡ଼ିଲେ ଧରା

ମୋରଡା,୧୦।୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ବର୍ତ୍ତନା ଗ୍ରାମରେ ଥିବା ବିଦ୍ୟାଳୟରୁ ଚୋରି କରୁଥିବା ସମୟରେ ଜଣେ ଯୁବକ ଗ୍ରାମବାସୀଙ୍କ ହାତରେ ପଡ଼ିଛନ୍ତି। ସେମାନେ...

ଜୁଆଆଡ୍ଡାରେ ଚଢ଼ାଉ, ୭ ଗିରଫ

ହିଞ୍ଜିଳିକାଟୁ,୨୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଗ୍ରାମରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଶନିବାର ହିଞ୍ଜିଳି ପୋଲିସ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ...

୧୮ ସାଇକେଲ ଜବତ, ଧରାପଡ଼ିଲେ ୨ ଚୋର

ହିଞ୍ଜିଳିକାଟୁ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଆଖପାଖ ଅଞ୍ଚଳରୁ ପରିବା ବଜାର, ବସ୍‌ଷ୍ଟାଣ୍ଡ, କୋଚିଂ ସେଣ୍ଟର ଆଦି ଜନଗହଳିପୂର୍ଣ୍ଣ ସ୍ଥାନରୁ ସାଇକେଲ ଚୋରି କରୁଥିବା ୨ଜଣ ଲୁଟେରାଙ୍କୁ...

ଜନ୍ମମାଟିରେ ବିଶ୍ୱସ୍ତରୀୟ ସ୍କୁଲ୍‌ କରିଛନ୍ତି ଡାକ୍ତର

କେନ୍ଦୁଝର,୧ା୫(ସ୍ବ.ପ୍ର.):କେନ୍ଦୁଝର ଜିଲାର ଜଣେ ଡାକ୍ତର ନିଜ ଗାଁରେ ଗରିବ ପିଲାଙ୍କ ପାଠ ପଢ଼ିବା ପାଇଁ ଏକ ବିଶ୍ବସ୍ତରୀୟ ସ୍କୁଲ ଖୋଲିଛନ୍ତି। ସେ ପିଲା ଦିନେ ପଢ଼ିବା...

ଟଳିଲା ଜମ୍ଭୀରା ବିପଦ -ବନ୍ୟାଞ୍ଚଳ ବୁଲିଲେ ବିଜେଡି ରାଜ୍ୟ ସମ୍ପାଦକ

ବାରିପଦା ଅଫିସ,୨୪ା୯- ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ଜମ୍ଭୀରା ନଦୀ ଓ ମହାନ୍ତି ନାଳରେ ସୃଷ୍ଟି ହୋଇଥିବା ବନ୍ୟା ବିପଦ ଟଳିଛି। ଉପରମୁଣ୍ଡରେ...

ସରକାରୀ ଧାନ କିଣା ପ୍ରହସନ

ରାଇସୁଅଁ।,୧୮।୧(ଡି.ଏନ.ଏ)-ଚାଷୀଙ୍କଠାରୁ ଧାନ କୁଇଣ୍ଟାଲ ପ୍ରତି ୧୮୦୦ଟଙ୍କାରେ କିଣିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ ହୋଇଛି। ଯେପରି କୃଷକମାନେ ସେମାନଙ୍କ ପ୍ରକୃତ ମୂଲ୍ୟ ପାଇପାରିବେ। ଏଥିପାଇଁ ସରକାରୀ ଧାନ...

ଅଧାରେ ରହିଲା ବଣଭୋଜି: ଦୁର୍ଘଟଣାରେ ଜଣଙ୍କ ଜୀବନଗଲା

ମାଧପୁର,୨୫।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ମାଧପୁର -ବାମୁର ରାସ୍ତା ନୂଆଗାଁ ନୂଆସାହି ନିକଟରେ ବୁଧବାର ଏକ ଟାଟା ଏସିଇ ସହ ବାଇକ୍‌ ଧକ୍କା ହୋଇଛି। ଏଥିରେ ବାଇକ୍‌...

କାମରେ ଆସୁନି ସହାୟକ ପ୍ରାଣୀ ଚିକିତ୍ସା କେନ୍ଦ୍ର

ଦେଓଗାଁ,୧୫ା୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁରରେ ୨୦୧୫-୧୬ ଆର୍ଥିକ ବର୍ଷରୁ ନିର୍ମିତ ସହାୟକ ପ୍ରାଣୀ ଚିକିତ୍ସା କେନ୍ଦ୍ର ଏବେ ଜନୈକ ବ୍ୟକ୍ତିଙ୍କ କବ୍‌ଜାରେ ରହିଥିବା...

Advertisement
Archives

Model This Week