ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର

ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ ଶୋଇଥିବା ବେଳେ ରାତି ପ୍ରାୟ ୩ଟାରେ ବିଦ୍ୟୁତ୍‌ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯାଇଥିଲା। ଏଥିରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କ୍ରୀଷ୍ଣା ବେହେରା(୧୩)। ଗୁରୁତରଙ୍କୁ ପ୍ରଥମେ ଫୁଲବାଣୀ ଓ ପରେ ବ୍ରହ୍ମପୁର ମେଡ଼ିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ୍‌ରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ କେନ୍ଦ୍ରୀୟ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି। ଚଳିତ ବର୍ଷ...

ପାନୀୟ ଜଳଯୋଗାଣ ନିଶ୍ଚିତ କର

ଢେଙ୍କାନାଳ ଅଫିସ, ୩।୪ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ଜିଲାସ୍ତରୀୟ ଜଳ ଓ ପରିମଳ କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମପ୍ରବାହକୁ...

‘ଖୁସି’ରେ ଖୁସି

ଭୁବନେଶ୍ୱର, ୧୯ା୪:ଟିକସଦାତାଙ୍କ ପଇସା ଲୁଟିବା ଘରୋଇ ସଂସ୍ଥାଙ୍କ ପାଇଁ ଓଡ଼ିଶା ଏକ ସହଜ ଲକ୍ଷ୍ୟସ୍ଥଳ ହୋଇଛି। କେତେଜଣ ସରକାରୀ ବାବୁଙ୍କୁ ହାତକରି ଘରୋଇ କମ୍ପାନୀ ରାଜକୋଷକୁ...

ରାଜ୍ୟ ସଭା ନିର୍ବାଚନ: ଚତୁର୍ଥ ଆସନ ପାଇଁ ବାଟ ଫିଟୁଛି

ଭୁବନେଶ୍ୱର,୯।୩(ବ୍ୟୁରୋ): ଓଡିଶାରେ ଖାଲି ହେବାକୁ ଥିବା ୪ ରାଜ୍ୟ ସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇସାରିଥିବା ବେଳେ ଆସନ୍ତା ୨୬ରେ ନିର୍ବାଚନ ହେବ।...

ଧାନକିଣା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼, ୫।୧୨(ଡ଼ି.ଏନ୍‌.ଏ.)- ଗତ ନଭେମ୍ବର ୧୦ ତାରିଖରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକର ନିଷ୍ପତିମତେ ଶୁକ୍ରବାରଠାରୁ ଦେବଗଡ ଜିଲାରେ ଚାଷୀଙ୍କଠାରୁ ୨୦୨୦-୨୧ ଖରିଫ୍‌...

ବାହାର ଲୋକଙ୍କ ପୁରୀ ପ୍ରବେଶରେ କଟକଣା: ଆଜିଠୁ ପିପିଲିରେ ଯାଞ୍ଚ

ପୁରୀ ଅଫିସ,୧୬।୩: ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ବହୁ ଭକ୍ତ ଓ ପର୍ଯ୍ୟଟକ ଆସିଥାନ୍ତି। କିନ୍ତୁ ବର୍ତ୍ତମାନ କରୋନା ଯେଉଁଭଳି ମାଡ଼ି ଚାଲିଛି ସେଥିପାଇଁ ସତର୍କ...

ଚିଠି ଲେଖି ହତ୍ୟା ଧମକ ଦେଉଥିଲେ ନକଲି ମାଓବାଦୀ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡ଼ା ଜିଲା ବଡମାଲ ଥାନା ପୋଲିସ ଜଣେ ନକଲି ମାଓବାଦୀଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବରଗଡ...

ବର୍ଜ୍ୟବସ୍ତୁରୁ ବଗିଚା

କାମାକ୍ଷାନଗର, ୧୭।୧(ଡି.ଏନ୍‌.ଏ.) ଅଗଣାରେ ହସୁଛି ରଙ୍ଗବେରଙ୍ଗ ଫୁଲ। କେଉଁଠି ସେବତୀ, ଗେଣ୍ଡୁ, ସଦାବିହାରୀ ତ ଆଉ କେଉଁଠି ଡାଲିଆ, ବରବିନା, ଦାଇଁଥସ୍‌, ପେଟୁନିଆ, ଇମ୍ପ୍ରେସନ, ଜେର୍‌ବେରା,...

Advertisement
Archives

Model This Week