ବିଦ୍ୟୁତ ଆଘାତରେ ବାଳକ ଗୁରୁତର, ମାନବିକତା ଦେଖାଇଲେ ଥାନାଧିକାରୀ

ନରାଜ,୫/୪(ଡି. ଏନ.ଏ) – କଟକ ଜିଲ୍ଲା ବାରଙ୍ଗ ଥାନା ଅନ୍ତର୍ଗତ ବ୍ରାହ୍ମଣୀଗାଁ ଗ୍ରାମରେ ବିଦ୍ୟୁତ ଆଘାତରେ ଜଣେ ୭ବର୍ଷର ବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ସହି ଗ୍ରାମର ଆଦିତ୍ୟ ଦାସ। ଖବରରୁ ପ୍ରକାଶ, ରବିବାର ଆଦିତ୍ୟ ଘରେ ଖେଳୁଥିବା ସମୟରେ ଅସାବଧାନତା ବଶତଃ ବିଦ୍ୟୁତ ତାରକୁ ଧରି ଦେଇଥିଲେ। ଫଳରେ ପିଲାଟିର ଦୁଇ ହାତର ପାପୁଲି ପୋଡିଯିବା ସହ ସେହିଠାରେ ଚେତାଶୂନ୍ୟ ହୋଇଯାଇଥିଲେ। ଖବରପାଇ ବାରଙ୍ଗ ଥାନା ଅଧିକାରୀ ଶଶିକାନ୍ତ ରାଉତ ଘଟଣା ସ୍ଥଳରେ ପହଞ୍ଚି ପ୍ରାଥମିକ ଚିକିତ୍ସା ଦ୍ୱାରା ତାଙ୍କର ଚେତା ଫେରାଇ ଆଣିବା ପରେ ପୋଲିସ ଗାଡିରେ କଟକ ଶିଶୁଭବନରେ ଚିକିତ୍ସା ପାଇଁ ଭର୍ତ୍ତି କରିିଛନ୍ତି। ସେହିଭଳି ଶନିବାର ସନ୍ଧ୍ୟାରେ ସାପ କାମୁଡ଼ି ଥିବା ବିଦ୍ୟାଧରପୁର ଗ୍ରାମର ଧୀରେନ ବେହେରାଙ୍କୁ ଥାନା ଅଧିକାରୀ କଟକ ବଡ଼ ଡାକ୍ତରଖାନାରେ ଭର୍ତିକରିଥିଲେ। ସେ ବର୍ତ୍ତମାନ ସୁସ୍ଥ ଅଛନ୍ତି। ବାରଙ୍ଗ ଅଞ୍ଚଳରେ ବର୍ତ୍ତମାନ ସଟଡାଉନ ଥିବାବେଳେ ଥାନା ଅଧିକାରୀ ଲୋକମାନଙ୍କ ପାଖରେ ପହଞ୍ଚି ସେମନଙ୍କୁ ସାହଯ୍ୟ କରି ମାନବିକତାର ପରିଚୟ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପ୍ରଶାସନିକ ଅଧିକାରୀଙ୍କ ମାଲ୍ୟାର୍ପଣ

ବଡ଼ବିଲ,୫।୩(ସ୍ବ.ପ୍ର.): ମାର୍ଚ୍ଚ ୫ ଅର୍ଥାତ୍‌ ଆଜି ରାଜ୍ୟ ବ୍ୟାପୀ ପାଳନ ହେଉଛି ପଞ୍ଚାୟତିରାଜ ଦିବସ। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଏହି ଦିବସ ପାଳନ...

ଅଯୋଧ୍ୟା ସୁରକ୍ଷା ଦାୟିତ୍ୱରେ ଓଡ଼ିଆ ଆଇପିଏସ୍‌ ଅଧିକାରୀ

ଜୟପୁର,୫।୮(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ କାଯର୍ର୍‌ୟକ୍ରମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଅନ୍ୟମାନଙ୍କ...

କେନାଲ, ରାସ୍ତା କାମ ନିମ୍ନମାନର ଅଭିଯୋଗ : କାର୍ଯ୍ୟ ବନ୍ଦ କଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ଖଇରା, ୨୦।୪(ଡି.ଏନ.ଏ.)-ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ଖଇରା ଉପଖଣ୍ଡ ଅଧୀନ ଗଡ଼ ଗ୍ରାମ ନିକଟରେ ଚାଲିଥିବା କେନାଲ ଓ ତତ୍‌ସଂଲଗ୍ନ ଆପ୍ରୋଚ ରୋଡ଼ କାର୍ଯ୍ୟ ନିମ୍ନମାନର...

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହ ହୋଲି ଖେଳିଲେ ବିଧାୟକ

ବାଲେଶ୍ବର ଅଫିସ ୭।୩: ସ୍ବେଚ୍ଛାସେବୀ ଅନୁଷ୍ଠାନ ଦେବଦୀବ ଫାଉଣ୍ଡେସନ ପକ୍ଷରୁ ବାଲେଶ୍ବର ରାଣୀପାଟଣାସ୍ଥିତ ଦୃଷ୍ଟିହୀନ ବିଦ୍ୟାଳୟରେ ହୋଲି ଉତ୍ସବ ବଡ଼ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଏହି...

୧୩ ରାଉଣ୍ଡ ସୁଦ୍ଧା ବିଜେଡିକୁ ୬୯,୨୫୦ ଖଣ୍ଡ ଭୋଟ୍‌, ଭାଜପାକୁ ୪୫,୧୯୨

ବରଗଡ଼ ଅଫିସ,୮ା୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନର ଭୋଟ୍‌ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୩ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା...

ହୋମ୍‌ କ୍ୱାରାଣ୍ଟାଇନରେ ୧୪ ପୋଲିସ କର୍ମଚାରୀ  

ବ୍ରହ୍ମଗିରି,୧୩ା୬(ଡି.ଏନ.ଏ): ବ୍ରହ୍ମଗିରି ଅଞ୍ଚଳରୁ ଶନିବାର ଜଣେ ଅଭିଯୁକ୍ତ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଫଳରେ ବ୍ରହ୍ମଗିରି ଥାନାଧିକାରୀଙ୍କ ସମେତ ୧୪ଜଣ କର୍ମଚାରୀ ହୋମ କ୍ୱାରାଣ୍ଟାଇନରେ ରହିଥିବା...

ପୋଖରୀରେ ବୁଡ଼ି ୪ ମାସର ହାତୀ ଛୁଆର ଜୀବନଗଲା

କୁଆଁରମୁଣ୍ଡା,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଶୁକ୍ରବାର ଅପରାହ୍ନରେ ଏକ ୪...

ପାଣି ପାଇଁ ଡହଳବିକଳ ବିଶୁଭଟ୍ଟାବାସୀ

କୁନ୍ଦୁରା,୨୪।୪(ଡି.ଏନ୍‌.ଏ.):କୁନ୍ଦୁରା ସଦରରୁ ୨୫ କିମି ଦୂର ଫୁଲଭଟ୍ଟା ପଞ୍ଚାୟତ ବିଶୁଭଟ୍ଟାରେ ୨ ମାସ ହେଲା ପିଇବା ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ। ଗତ ମାର୍ଚ୍ଚରୁ...

Advertisement
Archives

Model This Week