ବିଦ୍ୟୁତ କାଟ୍‌କୁ ନେଇ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ବଅଁରପାଳ,୨୫।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବନ୍ଦା, ଝଯିରୀବାହଳ ଓ ଚଉରୀଡ଼ିହ ଗ୍ରାମରେ ଶନିବାରଠାରୁ ବିଦ୍ୟୁତ ନ ଥିବାରୁ ଏ ନେଇ ରବିବାର ଗ୍ରାମବାସୀଙ୍କ ପକ୍ଷରୁ ବଅଁରପାଳ ବିଦ୍ୟୁତ କାର୍ଯ୍ୟାଳୟ ଘେରାଉ କରାଯିବା ସହ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ଗ୍ରାମକୁ ଯାଇଥିବା ୧୧ କେଭି ବିଦ୍ୟୁତ ତ।ର ବାରମ୍ବାର ଛିଣ୍ଡୁଥିବାରୁ ଏଭଳି ସମସ୍ୟା ଦେଖା ଦେଉଥିବା ଗ୍ରାମବାସୀ କହିଛନ୍ତି। ବିଦ୍ୟୁତ ସମସ୍ୟା ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସହର ସାନିଟାଇଜ୍‌ରେ ପଶିଲା ପଲିଟିକ୍ସ

ଅନୁଗୋଳ ଅଫିସ, ୨୩।୪: କରୋନା ଭୂତାଣୁ ରୋକିବାକୁ ଅନୁଗୋଳ ପୌରାଞ୍ଚଳରେ ଚାଲିଥିବା ସାନିଟାଇଜ୍‌ ପ୍ରକ୍ରିୟାରେ ଏବେ ପଲିଟିକ୍ସ ପଶିଯାଇଛି। ବୁଧବାର ଏହି କାର୍ଯ୍ୟକୁ ପୌର ନିର୍ବାହୀ ଅଧିକାରୀ...

ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ

ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ...

ଭୂମିହୀନ ପରିବାରକେ ଭେଟ୍‌ଲେ ଜିଲାପାଳ

ଘଣ୍ଟାପଡା, ୬ା୧୨ (ଡି.ଏନ.ଏ.)- ବୌଦ୍ଧ ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୋମବାର କଣ୍ଟାମାଲ ବ୍ଲକ ପରିଦରଶନରେ ଆସି ଆମ୍ବଗଁା ପଁଚେତ୍‌ ଦେଢ଼େଣମାଲ ଗଁାର ନିହାତି ଗରିବ୍‌ ଭୂମିହୀନ...

ମହାପ୍ରଭୁ ପରୀକ୍ଷା ନେଲେ: ଗଜପତି

ପୁରୀ ଅଫିସ, ୨୪ା୬: ଲକ୍‌ଡାଉନ କଟକଣା ଯୋଗୁ ସ୍ନାନବେଦିକୁ ଛେରା ପହଁରା କରିବାକୁ ଯାଇ ନ ଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଗଜପତି ମହାରାଜାଙ୍କ...

ଲଗାଣ ବର୍ଷାରେ ଭାସିଲା ସହର

ଭଦ୍ରକ ଅଫିସ, ୨।୭ – ମୌସୁମୀର ୨ୟ ବର୍ଷାରେ ଭଦ୍ରକ ସହରର ସ୍ଥିତି ସଙ୍ଗୀନ ହୋଇପଡ଼ିଛି। ସହରର ଖାଲୁଆ ଅଞ୍ଚଳରେ ବର୍ଷାପାଣି ଜମି ରହିଛି। ରବିବାର...

ଟଙ୍କାଏ ନ କମାଇବାରୁ ପିଟି ମାରିଦେଲେ

ରୂପ୍‌ସା/ବସ୍ତା,୧୪।୨(ଡି.ଏନ.ଏ./ସ୍ବ.ପ୍ର.):ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ସାର୍ଥା ଅଞ୍ଚଳରେ ସାମାନ୍ୟ ସିଗାରେଟ କିଣାକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ନିଶାଗ୍ରସ୍ତ ଯୁବକମାନେ ପିଟି ପିଟି...

କେନ୍ଦୁଝରରେ ଔଷଧ ଅଭାବ

କେନ୍ଦୁଝର,୫।୪ (ସ୍ବ.ପ୍ର.) : କରୋନା ପାଇଁ ଲକ ଡାଉନ ଘୋଷଣା ଯୋଗୁଁ କେନ୍ଦୁଝରରେ ଔଷଧର ଅଭାବ ଦେଖା ଦେଇଛି। ଗାଡ଼ି ଚଳାଚଳ ବନ୍ଦ ରହିଥିବା ଯୋଗୁ...

ଦିନକ ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୮।୧୨: ଆସନ୍ତା ୨୯ ତାରିଖ (ଗୁରୁବାର)ରେ ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିବାବେଳେ ଏହି ଅବସରରେ...

Advertisement
Archives

Model This Week