ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ହାତୀ ମୃତ୍ୟୁ ଘଟଣା: ଫରେଷ୍ଟର, ଗାର୍ଡ ନିଲମ୍ବିତ

କେନ୍ଦୁଝର,୧୭।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡା ବ୍ଲକ ବୈତରଣୀ ସଂରକ୍ଷିତ ଜଙ୍ଗଲରେ ଗତ ଶନିବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ମାଈ, ଓ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ବୁଧବାର କେନ୍ଦୁଝର ଡିଏଫଓ ସନ୍ତୋଷ ଯୋଶୀ ଯୋଡ଼ା ଫରେଷ୍ଟର ଓ ଗାର୍ଡଙ୍କୁ ନିଲମ୍ବନ କରିଛନ୍ତି। କାର୍ଯ୍ୟରେ ଅବହେଳା ଯୋଗୁ ଫରେଷ୍ଟର ପିଅନ ନାୟକ ଗାର୍ଡ ଦୋଳ ଗୋବିନ୍ଦ ଦେଓଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ...

କ୍ବାରାଣ୍ଟାଇନ ସେଣ୍ଟରରେ ଅନଶନରେ ବସିଲେ ପ୍ରବାସୀ

କୋଳିମାଟି,୨୭ା୬:(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ଗ୍ରାମ ପଞ୍ଚାୟତରେ ରହିଥିବା କ୍ବାରାଣ୍ଟାଇନ ସେଣ୍ଟରରେ ଶନିବାର ସକାଳୁ ୪୦ ଜଣ ପ୍ରବାସୀ ଅନଶନରେ ବସିଛନ୍ତି। ସକାଳ...

ଓଢ଼ଣୀ ଲଗାଇ ଜୀବନ ହାରିଲେ ଯୁବତୀ: କାରଣ ଖୋଜୁଛି ପୋଲିସ

ରାଇରଙ୍ଗପୁର,୩୦।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ବହଳଦା ବଜାର ଅଞ୍ଚଳରେ ରବିବାର ରାତିରେ ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।...

ସ୍ତ୍ରୀଙ୍କୁ ସବୁଦିନ ପାଇଁ ଛାଡ଼ିି ଆରପାରିକୁ ଚାଲିଗଲେ ନବବିବାହିତ ସ୍ବାମୀ

ବଲାଙ୍ଗୀର ଅଫିସ,୩୦।୩: କାଳ ହେଲା ହୋଲି। ନବ ବିବାହିତା ସ୍ତ୍ରୀଙ୍କୁ ସବୁଦିନ ପାଇଁ ଏକାକରି ଆରପାରି ଚାଲିଗଲେ ସ୍ବାମୀ। ଏଭଳି ଏକ ଅଭବାନୀୟ ଘଟଣା ଘଟିଛି...

ଆଂଗ୍‌ଠି ନାଇଁ ଲେଖାପଢ଼ା କରମି କେନ୍‌ତା: ମୋର ଜୀବନ୍‌ଟା ମାଏଟ୍‌ କରିଦେଲା

ମନମୁଣ୍ଡା, ୧୬।୫ (ଡି.ଏନ.ଏ)-  ସବୁ ଛୁଆ ଛୋଟବେଲେ ଖାଇପିଇ ଖେଲକୁଦ କରସନ୍‌। ସ୍କୁଲରେ ପାଠ୍‌ପଢ଼ା ବାହାରେ ସାଂଗସରସାକର  ସଂଗେ ମିଶି ହସି ମଜାକ୍‌ରେ ସମିଆ ବିତାସନ୍‌।...

ଦୁର୍ବ୍ୟବହାର ଅଭିଯୋଗ; ଏସ୍‌ପିଙ୍କ ଅଫିସ ଆଗରେ ପୋଲିସ ସଂଘର ଧାରଣା

ଛତ୍ରପୁର,୧୭ା୧୦(ଡି.ଏନ.ଏ.)- ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ବୁଧବାର ଶପଥପାଠ କରିଛନ୍ତିି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ପତିତପାବନ...

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାସଭବନ ସମେତ ୭ ସ୍ଥାନରେ ଚଢାଉ ଜାରି

ଖୋର୍ଦ୍ଧା ଅଫିସ,୬।୧୨: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ମନୋଜ ଦାସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ସରକାରୀ ବାସଭବନ...

ବଦଳିଲେ ୪ ଆଇଆଇସି

ରାୟଗଡ଼ା,୨୧।୨(ସ୍ବ.ପ୍ର.): ରାୟଗଡ଼ା ଏସପି ବିବେକାନନ୍ଦ ଶର୍ମାଙ୍କ ଅଧ୍ୟକ୍ଷତାରେ ଜିଲା ପୋଲିସ ବୋର୍ଡ ପକ୍ଷରୁ ୪ ଆଇଆଇସିଙ୍କୁ ବଦଳି କରାଯାଇଛି। ରାୟଗଡ଼ା ଆଇଆଇସି ରଶ୍ମିରଞ୍ଜନ ପ୍ରଧାନଙ୍କୁ ବିଷମକଟକ...

Advertisement
Archives

Model This Week