ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନ ଆହତ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଚରମ୍ପାରେ ଶନିବାର ସକାଳେ ଜଣେ ଠିକା କର୍ମଚାରୀ ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିବା ଜଣାପଡ଼ିଛି। ଚରମ୍ପା ନିକଟରେ ଥିବା ଏକ ବିଦ୍ୟତ ଖୁଣ୍ଟରେ ଠିକା କର୍ମଚାରୀ ପ୍ରଦୀପ କୁମାର ମହାପାତ୍ର କାମ କରୁଥିବା ସମୟରେ ହଠାତ ବିଦ୍ୟୁତ ଆସିଯାଇଥିଲା। ଫଳରେ ପ୍ରଦୀପ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ଚିକିତ୍ସାଳୟରେ ଭର୍ତି କରାଯାଇ ଚିକିତ୍ସା କରାଯାଉଛି। ତାଙ୍କ ଶରୀରର କିଛି ଅଂଶ ପୋଡି ଯାଇଥିବା ଜଣାପଡ଼ିଛି। ଅନ୍ୟପଟେ କର୍ମଚାରୀ ଜଣକ ସଟ୍‌ଡାଉନ କରି କାମ କରୁଥିବା ବେଳେ କିଭଳି ବିଦ୍ୟୁତ ଆସିଲା ତାହା ସମସ୍ତଙ୍କୁ ଚକିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଅଗ୍ନିକାଣ୍ଡ, ପାଖରେ ଥିବା ଫର୍ଣ୍ଣିଚର୍‌ ଦୋକାନକୁ ବ୍ୟାପିଲା ନିଆଁ

ଭୁବନେଶ୍ୱର,୧୨।୧୨: ସତ୍ୟବିହାର ସ୍ଥିତ ଏକ ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ। ପାଖରେ...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । 91 ବର୍ଷ ବୟସରେ ସେ ଶେଷ ନିଶ୍ବାସ...

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ଶୋଚନୀୟ ପରାଜୟ, ଏଥିପାଇଁ ଦୋଷୀ କିଏ? ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟି-୨୦ ଜିତି ନେତୃତ୍ୱ ନେଇଥିବା ଟିମ ଇଣ୍ଡିଆ ଦ୍ୱିତୀୟ ମ୍ୟାଚରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲା। ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରରେ...

ଖଡ଼ିଆଳରେ ବୃଦ୍ଧି ପାଉଛି ଚୋରି: କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଖଡ଼ିଆଳ,୧୨।୧୨(ସୁଜିତ କୁମାର ପ୍ରଧାନ ): ନୂଆପଡା ଜିଲା ଖଡ଼ିଆଳ ସହରରେ ଦିନକୁ ଦିନ ଚୋରି ଘଟଣା ବୃଦ୍ଧି ପାଉଛି । କିନ୍ତୁ ଏ ପର୍ଯ୍ୟନ୍ତ କୌଣସି...

AIIMS ଭୁବନେଶ୍ୱରର ସଫଳତା: ୨୦ ବର୍ଷ ପରେ ସିଧା ହେଲେ ଯୁବକ

ଭୁବନେଶ୍ୱର,୧୨।୧୨: ଆଙ୍କାଇଲୋଜିଂ ସ୍ପଣ୍ଡିଲାଇଟିସ୍ ରୋଗରେ ପ୍ରାୟ ଦୁଇ ଦଶନ୍ଧି ଧରି ପୀଡ଼ିତ ଥିବା କେନ୍ଦ୍ରାପଡ଼ାର ଜଣେ ୩୭ ବର୍ଷୀୟ ଯୁବକଙ୍କ ଜୀବନରେ AIIMS ଭୁବନେଶ୍ୱର ଅର୍ଥୋପେଡିକ୍...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା...

ନିଯୁକ୍ତି ନିୟମିତ ପାଇଁ OTET ବାଧ୍ୟତାମୂଳକ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୧୨।୧୨: ଚାକିରିକୁ ନିୟମିତ ମାନ୍ୟତା ଦେବା ପାଇଁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଯୋଗ୍ୟତା ବାଧ୍ୟତାମୂଳକ ନୁହେଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ...

ମା’ବାପା ଦୋକାନକୁ ଯାଇଥିବାବେଳେ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କଲେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି

ଭୁବନେଶ୍ୱର,୧୧।୧୨(ତ୍ରିନାଥ ମହାନ୍ତି): ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ପରିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri