ବିଧବା ମା’ଙ୍କ ପାଇଁ ଯୋଗ୍ୟ ବର ଖୋଜୁଛନ୍ତି ପୁଅ

କୋଲକାତା,୧୪।୧୧: ପଶ୍ଚିମବଙ୍ଗରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ହୁଗୁଳି ଜିଲାର ଫ୍ରେଞ୍ଚ୍‌ କଲୋନୀରେ ରହୁଥିବା ଗୌରବ ଅଧିକାରୀ ନାମକ ଜଣେ ଯୁବକ ନିଜ ବିଧବା ମା’ଙ୍କ ପାଇଁ ଯୋଗ୍ୟ ବର ଖୋଜିବା ଆରମ୍ଭ କରିଛନ୍ତି। ଏଥିପାଇଁ ସେ ନିଜ ଫେସ୍‌ବୁକ୍‌ରେ ଏକ ପୋଷ୍ଟ ଲେଖିଛନ୍ତି। ସେ କହିଛନ୍ତି, ପିତାଙ୍କ ୨୦୧୪ରେ ମୃତ୍ୟୁ ହେବା ପରେ ମା’ ଏକୁଟିଆ ପଡିଯାଇଛନ୍ତି। ମୁଁ ଗୋଟିଏ ପୁଅ। ସକାଳ ୭ଟାରୁ ଡ୍ୟୁଟିକୁ ପଳାଏ। ଫେରିଲାବେଳକୁ ରାତି ହୋଇଯାଉଛି। ଘରେ ମୋ ମା’ ଡୋଲା ଅଧିକାରୀ ଏକୁଟିଆ ରହୁଥିବାରୁ ତାଙ୍କୁ ସାଥୀଟିଏ ଆବଶ୍ୟକ। ତେଣୁ ତାଙ୍କ ପାଇଁ ଏକ ଯୋଗ୍ୟ ସାଥୀ ଚାହୁଁଛି ବୋଲି ଗୌରବ କହିଛନ୍ତି। ନିକଟରେ ଆସ୍ଥା ନାମକ ଜଣେ ଯୁବତୀ ନିଜ ମା’ଙ୍କ ପାଇଁ ବର ଖୋଜିବା ପାଇଁ ଟୁଇଟରର ସାହାରା ନେଇ ଚର୍ଚ୍ଚାକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭକ୍ତଙ୍କୁ ମନ୍ତ୍ରମୁଗ୍ଧ କରୁଛି କାଳିଚରଣଙ୍କ ଶିବତାଣ୍ଡବ ସ୍ତୋତ୍ର ପାଠ: ଶୁଣିଲେ ଟାଙ୍କୁରି ଉଠିବ ଲୋମ…

ଚାଲିଛି ଶ୍ରାବଣ ମାସ। ପ୍ରଭୁ ଶିବଙ୍କ ପ୍ରୀୟ ମାସ। ଏହି ମାସରେ ଭକ୍ତମାନେ ଶିବଙ୍କୁ ଆରାଧନା କରିବା ପାଇଁ ପ୍ରତ୍ୟେକ ସୋମବାର ପବିତ୍ର ପୁଷ୍କରିଣୀର ଜଳ...

ହ୍ବାଟ୍ସଆପ୍‌ ଚାଟ୍‌ରୁ ମିଳିଲା ସୁରାକ

ମୁମ୍ବାଇ, ୨୦।୧୦: ଆର୍ୟନ ନିୟମିତ ଭାବେ ଡ୍ରଗ୍ସ କାରବାରରେ ସମ୍ପୃକ୍ତ ଥିବା ତାଙ୍କ ହ୍ବାଟ୍ସଆପ୍‌ ଚାଟ୍‌ରୁ ଜଣାପଡ଼ିଛି। ତେଣୁ ସେ ଜାମିନରେ ଗଲେ ଏଭଳି ଅପରାଧ...

ଏସ୍‌ସି,ଏସ୍‌ଟି ଆଇନ ନେଇ ରାୟ ଆଜି

ନୂଆଦିଲ୍ଲୀ,୧୩-୯:ଅନୁସୂଚିତ ଜାତି/ଜନଜାତି (ଏସ୍‌ସି/ଏସ୍‌ଟି) ଆଇନ ସମ୍ପର୍କିତ କେନ୍ଦ୍ର ସରକାରଙ୍କ ରିଭ୍ୟୁ ପିଟିଶନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରାୟ ପ୍ରଦାନ କରିପାରନ୍ତି। ୨୦୧୮ ମାର୍ଚ୍ଚ ୨୦ରେ ସୁପ୍ରିମକୋର୍ଟ...

ଯୁବବର୍ଗ ପଢ଼ନ୍ତୁ ଗୀତା: ମୋଦି

ନୂଆଦିଲ୍ଲୀ,୧୧।୩: ଗୀତା ମନୁଷ୍ୟଙ୍କୁ ପରୋପକାର କରିବାର ମାର୍ଗ ପ୍ରଦର୍ଶିତ କରାଇଥାଏ। ମାନବତାର କଲ୍ୟାଣ ପାଇଁ କିଛି ନୂଆ କରିବା ଲାଗି ଗୀତା ପ୍ରେରଣା ଦେଇଥାଏ। ଭିଡ଼ିଓ...

ଏନକାଉଣ୍ଟରରେ ଗଲା ୨ ବ୍ୟବସାୟୀଙ୍କ ଜୀବନ

ଶ୍ରୀନଗର,୧୬।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗରଠାରେ ଆତଙ୍କବାଦୀ ବିରୋଧୀ ଅପରେଶନ ବେଳେ ୪ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଜଣ ବ୍ୟବସାୟୀ ଥିବା ଜଣାପଡ଼ିଛି। ପୋଲିସ...

ରାଶି ଅନୁଯାୟୀ ପେଟ୍‌

ଘରେ ଗୃହପାଳିତ ଜୀବ ଥିଲେ ସେମାନଙ୍କ ସହ ସମୟ ବିତେଇବା ଦ୍ୱାରା ଅବସାଦ ଦୂର ହୋଇଥାଏ ବୋଲି ବୈଜ୍ଞାନିକମାନେ ମତ ଦିଅନ୍ତି । ତେବେ ରାଶି...

ନୁହେଁ ମୁଁ ପରମାତ୍ମା ଅବା ଧର୍ମରାଜ; ମାର୍ଚ୍ଚ ୩ରେ ବି ହେବନି ଫାଶୀ: ନିର୍ଭୟା ଦୋଷୀଙ୍କ ଆଇନଜୀବୀ ଏ.ପି. ସିଂ

ନୂଆଦିଲ୍ଲୀ,୧୮।୨: ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ଲାଗି ସୋମବାର ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଛି। ଗତ ୪୧ ଦିନ ମଧ୍ୟରେ ତୃତୀୟ ଥର ପାଇଁ ଏଭଳି...

ଭାରତରେ ୪ ଲକ୍ଷରୁ ଅଧିକ ଭିକାରି

ନୂଆଦିଲ୍ଲୀ,୧୧।୩: ଦେଶରେ ଭିକାରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମ୍ପ୍ରତି ଦେଶରେ ୪ ଲକ୍ଷରୁ ଅଧିକ ଭିକାରି ରହିଛନ୍ତି। ସେମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗରେ ସର୍ବାଧିକ ୮୧ ହଜାର...

Advertisement
Archives

Model This Week