ବିଧାନସଭାରେ ଉଠିଲା କଟକ ସିଟି ହସ୍ପିଟାଲ ସମସ୍ୟା

କଟକ ଅଫିସ, ୨।୭: ସୋମବାର ବିଧାନସଭା ଅଧିବେଶନ କାଳରେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ କଟକ ସିଟି ହସ୍ପିଟାଲରେ ଡାକ୍ତର ଓ କର୍ମଚାରୀ ଅଭାବ ସମସ୍ୟା ଉଠାଇଥିଲେ। ଖାଲି ପଡିଥିବା ପଦବୀ କେବେ ପୂରଣ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଠାରୁ ସ୍ପଷ୍ଟିକରଣ ଚାହିଁଥିଲେ। ଏହାର ଉତ୍ତରରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଥିଲେ, କଟକ ସିଟି ହସ୍ପିଟାଲରେ ଡାକ୍ତର କର୍ମଚାରୀ ଅଭାବରୁ ସ୍ବାସ୍ଥ୍ୟସେବା ଠପ୍‌ ହୋଇ ପଡିଥିବା ବିଷୟ ଆଦ ତଥ୍ୟ ଉପରେ ପର୍ଯ୍ୟବସିତ ନୁହେଁ। ଖାଲି ପଡିଥିବା ପଦବୀଗୁଡିକୁ ଓଡ଼ିଶା ରାଜ୍ୟ ଲୋକସେବା ଆୟୋଗ ଦ୍ୱାରା ଚୟନ କରାଯାଇ ନିଯୁକ୍ତି, ବିଭାଗୀୟ ପଦୋନ୍ନତି ଏବଂ ଆଡହକ ନିଯୁକ୍ତି ତଥା ଚୁକ୍ତି ଭିତ୍ତିକ ନିଯୁକ୍ତି ଦ୍ୱାରା ସିଟି ହସ୍ପିଟାଲରେ ଯଥାସମ୍ଭବ ଡାକ୍ତର କର୍ମଚାରୀ ପଦବୀ ପୂରଣ କରାଯିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନିଆଙ୍କୁ ଭେଟିଲେ ମହିଳା କଂଗ୍ରେସ ଟିମ୍‌

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଅଭିଯୋଗ କରିବାକୁ ଯାଇଥିବା ମହିଳା କଂଗ୍ରେସ ଟିମ୍‌ ସୋମବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା...

ଜେଲ୍‌ ଗଲେ ଆଇଏଏସ୍‌ ବିଜୟ କେତନ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟ ରବିବାର ଜେଲ ଯାଇଛନ୍ତି। ରିମାଣ୍ଡ ଅବଧି ସରିବା ପରେ ତାଙ୍କୁ ଭୁବନେଶ୍ୱର ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି।...

ଭୟଙ୍କର ହେଉଛି ‘କରୋନା’: ଓଡ଼ିଶାର ୪ ନମୁନା ନେଗେଟିଭ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ...

କ୍ଷେତ୍ର ପରିଦର୍ଶନ କଲା ଏକ୍ସପର୍ଟ କମିଟି

ବଲାଙ୍ଗୀର ଅଫିସ,୨୨ା୧୦ ଓଡିଶା ସରକାରଙ୍କ ଏକ ଏକ୍ସପର୍ଟ ଟିମ୍‌ ସୋମବାର ବଲାଙ୍ଗୀର ଜିଲା ଗସ୍ତ କରି ଜିଲାର ବିଭିନ୍ନ ଗଁା ବୁଲି ରାଜ୍ୟ ସରକାରଙ୍କ ବିଭିନ୍ନ...

ମହାପ୍ରଭୁଙ୍କୁ ଭଜିଲେ ଶାସକ, ବିରୋଧୀ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ମହାପ୍ରଭୁ କେନ୍ଦ୍ର ସରକାରଙ୍କୁ ସଦ୍‌ବୁଦ୍ଧି ଦିଅନ୍ତୁ, କୁମ୍ଭକର୍ଣ୍ଣ ନିଦ୍ରା ଭାଙ୍ଗୁ। ହେ ମହାପ୍ରଭୁ ମୁଖ୍ୟମନ୍ତ୍ରୀଙ୍କୁ ଶକ୍ତି ଦିଅନ୍ତୁ, ମମିତାଙ୍କୁ ନ୍ୟାୟ ଦେବା ପାଇଁ ଗୃହ...

ବାହ୍ୟଜଗତରୁ ବିଚ୍ଛିନ୍ନ ୧୩ ଗାଁ

ଖୋର୍ଦ୍ଧା ଅଫିସ,୧୦।୯: ରାଜୁଆ ନଦୀର ଜଳ ମହାନଦୀ ଓ ଚିଲିକାକୁ ନିଷ୍କାସନ ହୋଇ ପାରୁ ନ ଥିବାରୁ ଖୋର୍ଦ୍ଧା ଜିଲାର ଓରବରସିଂହ ଓ ନରଣଗଡ ପଞ୍ଚାୟତର...

ପଦ୍ମପୁର ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ

ବରଗଡ଼ ଅଫିସ,୧୦ା୧୧: ବରଗଡ଼ ଜିଲା ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ପଦ୍ମପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।...

ସହରାଞ୍ଚଳ ଗରିବଙ୍କୁ ମିଳିବ ଉନ୍ନତ ସ୍ବାସ୍ଥ୍ୟସେବା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସହରାଞ୍ଚଳ ସ୍ବାସ୍ଥ୍ୟ ବ୍ୟବସ୍ଥା ସଂକ୍ରାନ୍ତରେ ଶୁକ୍ରବାର ସ୍ଥାନୀୟ ଏକ ହୋଟେଲରେ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ...

Advertisement
Archives

Model This Week