Posted inଜାତୀୟ

ବିଧାନସଭା ନିର୍ବାଚନରେ ଏକାକି ଲଢିବ ଜେଡିୟୁ

ପାଟନା,୯।୬: ଆସନ୍ତା ବିଧାନସଭା ନିର୍ବାଚନରେ ଜନତାଦଳ ୟୁନାଇଟେଡ(ଜେଡିୟୁ) ଏକାକି ଲଢିବ ବୋଲି ଜଣାପଡିଛି। ଭାଜପା ସହ ଜେଡିୟୁ ମେଣ୍ଟ କରିବ ନାହିଁ ବୋଲି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଅଧ୍ୟକ୍ଷତାରେ ରବିବାର ପାଟନାରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆଗାମୀ ଦିନରେ ଦଳ ଜମ୍ମୁ-କଶ୍ମୀର, ଝାଡଖଣ୍ଡ, ହରିୟାନା ଓ ଦିଲ୍ଲୀରେ ପ୍ରାର୍ଥୀ ଦେବ ବୋଲି ଜଣାପଡିଛି। ସେଠାରେ ମଧ୍ୟ ଦଳ ଏକାକି ଲଢିବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଜେଡିକୁ ଆଇନର ପାଠ ପଢାଇଲେ ନଡ୍ଡା

ପାଟନା,୫ ।୧୧: ବିହାର ବିଧାନସଭା ନିର୍ବାଚନର ଶେଷ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୭ରେ ଅନୁଷ୍ଠିତ ହେବ । ଗୁରୁବାର ୧୫ ଜିଲାର ୭୮ ଆସନ ପାଇଁ...

ଭାରତ ବାୟୋଟେକ୍‌ରେ ସେନା ଛାଉଣୀ…

ହାଇଦ୍ରାବାଦ୍‌,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍‌ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍‌ର ହାଇଦ୍ରାବାଦ୍‌ ସ୍ଥିତ କ୍ୟାମ୍ପସ୍‌ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି।...

ମାତ୍ର ୧୫୦୦ ଟଙ୍କାରେ କମ୍ପାନୀ ଛିଡା କରିଥିଲେ, ଆଜି କୋଟି କୋଟି ଟଙ୍କାର ମାଲିକ

ନୂଆଦିଲ୍ଲୀ,୮।୧୨: ‘ମସାଲା କିଙ୍ଗ୍‌’ ନାମରେ ପରିଚିତ ଏମ୍‌ଡିଏଚ୍‌ ଗ୍ରୁପର ମାଲିକ ମହାଶୟ ଧର୍ମପାଲ ଗୁଲାଟିଙ୍କର ପରଲୋକ ଘଟିଛି। ୯୮ ବର୍ଷ ବୟସ୍କ ମହାଶୟ ଅସୁସ୍ଥତା କାରଣରୁ...

ଜଗନ ମୋହନଙ୍କୁ ତେଲଗୁରେ ନବୀନଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ସଂଖ୍ୟା ଗରିଷ୍ଠତା ଆଡକୁ ବଢୁଥିବା ବେଳେ ଦୁଇଟି ବିଧାନ ସଭା ନିର୍ବାଚନରେ କିନ୍ତୁ ପରାଜୟକୁ ସ୍ବୀକାର କରିବାକୁ ବାଧ୍ୟ...

କଂଗ୍ରେସକୁ ଝଟକା: ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷ ଦେଲେ ଇସ୍ତଫା

ଅଗରତାଲା,୨୪।୯: କଂଗ୍ରେସକୁ ତ୍ରିପୁରାରେ ଏକ ଶକ୍ତ ଝଟକା ଲାଗିଛି। ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପ୍ରଦ୍ୟୋତ ଦେବ ବର୍ମନ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଟୁଇଟର...

ଗ୍ୟାସ୍‌ ଲିକ୍‌: ୨ ଅଫିସର ମୃତ, ୨୦ରୁ ଅଧିକ କର୍ମଚାରୀ ଅସୁସ୍ଥ

ପ୍ରୟାଗରାଜ,୨୩।୧୨: ଉତ୍ତରପ୍ରଦେଶର ପ୍ରୟାଗରାଜସ୍ଥିତ ଫୁଲପୁର ଇଫ୍‌କୋ କାରଖାନାରୁ ଗ୍ୟାସ୍‌ ଲିକ୍‌ ଘଟଣାରେ ୨ ଜଣ ଅଫିସରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ରୁ ଅଧିକ କର୍ମଚାରୀ...

ଯାନ୍ତ୍ରିକ ତ୍ରୁଟି ଯୋଗୁ ସନ୍ଧ୍ୟା ୬ଟାରେ ବି ହୋଇପାରିଲାନି ଟ୍ରେନ୍‌ ଟିକେଟ ବୁକିଂ

ନୂଆଦିଲ୍ଲୀ,୧୧।୫: ପ୍ରାୟ ୪୮ ଦିନ ପରେ ସାଧାରଣ ଯାତ୍ରୀଙ୍କ ପାଇଁ ଟ୍ରେନ୍‌ ସେବା ମେ ୧୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ମେ ୧୧ରେ ଅପରାହ୍ନ...

ଅବିଶ୍ୱାସୀ ଚାଇନା, ଭାଇରାଲ ହେଉଛି ୧୯୬୨ର ହେଡ୍‌ ଲାଇନ୍ସ: ପଛକୁ ଘୁଞ୍ଚିବା ପରେ ବି ସାବଧାନ ସେନା

ନୂଆଦିଲ୍ଲୀ,୭।୭: ଗତ ମେ’ ମାସରୁ ଭାରତ-ଚାଇନା ସୀମା ବିବାଦକୁ ନେଇ ଉଭୟ ଦେଶ ମଧ୍ୟରେ ତୁତୁମେମେ ଚାଲିଥିବା ବେଳେ ନିକଟରେ ଚାଇନା ସେନା ଗଲଓ୍ବାନ ଘାଟିରୁ...

Advertisement
Archives

Model This Week