Posted inଜାତୀୟ

ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ଝଟ୍‌କା: ୨ ଶହ କର୍ମକର୍ତ୍ତା ଦେଲେ ଇସ୍ତଫା

ମୁମ୍ବାଇ,୧।୧୦: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନାକୁ ବଡ଼ ଝଟ୍‌କା ଲାଗିଛି। ଦଳର ନଭୀ ମୁମ୍ବାଇ ଅଞ୍ଚଳର ୨ ଶହ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେଇଥିବା କର୍ମକର୍ତ୍ତାଙ୍କ ମଧ୍ୟରେ ଜିଲା ପ୍ରମୁଖ ଏବଂ ଉପ ପ୍ରମୁଖ ଅଛନ୍ତି। ଶିବସେନା ଅରାବଳୀ ଏବଂ ବେଳାପୁର ବିଧାନସଭା ଆସନ ଭାଜପାକୁ ଦେବାର ସମ୍ଭାବନା ରହିଛି। ଏହାକୁ ବିରୋଧ କରି ଅସନ୍ତୁଷ୍ଟ କର୍ମକର୍ତ୍ତା ଦଳ ଛାଡ଼ିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦ-କ୍ଷମତା ଲୋଭ ନାହିଁ, କିନ୍ତୁ ଜିଦ୍‌ରେ ମୁଁ ଅଟଳ, କହିଲେ ଉଦ୍ଧବ…

ମୁମ୍ବାଇ, ୨୪।୬ : ମହାରାଷ୍ଟ୍ରର ଦ୍ରୁତ ପରିବର୍ତ୍ତନଶୀଳ ଘଟଣାକ୍ରମ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ପଦବୀରେ ତାଙ୍କର କୌଣସି ମୋହ ନାହିଁ।...

ମୋଦି ସରକାର ଆରବ ଦେଶ ସମ୍ମୁଖରେ ଠିଆ ହୋଇପାରିବେ ନାହିଁ, କେନ୍ଦ୍ର ସରକାରଙ୍କୁ ପୁଣି ଘେରିଲେ ସ୍ବାମୀ…

ନୂଆଦିଲ୍ଲୀ, ୮।୬ : ବରିଷ୍ଠ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସୁବ୍ରମଣ୍ୟମ ସ୍ବାମୀ ପୁଣିଥରେ ନୁପୁର ଶର୍ମା ମାମଲାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ...

କୃଷ୍ଣସାର ମାମଲା: କୋର୍ଟରେ ହାଜର ହେଲେନି ସଲମାନ ଖାନ୍‌

ଜୟପୁର, ୨୭।୯: କୃଷ୍ଣସାର ହରିଣ ଶିକାର ମାମଲାରେ ଶୁକ୍ରବାର ରାଜସ୍ଥାନର ଯୋଧପୁର କୋର୍ଟରେ ହାଜର ହୋଇନାହାନ୍ତି ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌। ତାଙ୍କ ଓକିଲ ହସ୍ତିମଲ...

‘ଜାପାନର ରେଙ୍କୋଜୀ ମନ୍ଦିରରେ ଥିବା ପାଉଁଶର ଡିଏନ୍‌ଏ ଟେଷ୍ଟ କରାଯାଉ’

ନୂଆଦିଲ୍ଲୀ,୨୩।୧ : ନେତାଜୀ ସୁବାଷ ଚନ୍ଦ୍ର ବୋସ ୧୯୪୫ ଅଗଷ୍ଟ ୧୮ ତାରିଖରେ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ଶବଦାହ ପରେ ତାଙ୍କ ପାଉଁଶକୁ ଜାପାନର...

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟରେ ଲାଗିଲା ନିଆଁ: ନୌସେନା ଅଧିକାରୀ ଶହୀଦ

କରଓ୍ବର,୨୬।୪: କର୍ନାଟକର କରଓ୍ବର ବିମାନ ବନ୍ଦରରେ ଶୁକ୍ରବାର ଯୁଦ୍ଧ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ପ୍ରବେଶ କରିବା ସମୟରେ ଏଥିରେ ନିଆଁ ଲାଗି ଯାଇଥିଲା। ଏହି ନିଆଁ...

୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ

ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍‌ କ୍ଲିନିକ୍‌ରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି।...

ଦିଲ୍ଲୀରେ କରୋନା ଗୋଷ୍ଠୀ ସଂକ୍ରମଣ ସଙ୍କେତ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୯।୬: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବାର ସଙ୍କେତ ମିଳିଥିବା ରାଜ୍ୟ ସ୍ବାସ୍ଥ୍ୟ...

ଭାରତୀୟ ସେନାରେ ନାରୀଶକ୍ତି: ଶହେ ଯବାନ ପଦବୀ ପାଇଁ ଆବେଦନ କଲେ ୨ ଲକ୍ଷ ମହିଳା

ନୂଆଦିଲ୍ଲୀ,୪।୭: ଭାରତୀୟ ସେନାରେ ମହିଳାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି। ଏବେ ସେନାର ଶହେଟି ଯବାନ ପଦବୀ ପାଇଁ ଅନ୍‌ଲାଇନ୍‌ରେ ୨ ଲକ୍ଷରୁ ଅଧିକ ମହିଳା ଆବେଦନ...

Advertisement
Archives

Model This Week