ବିଧାନସଭା ନୂଆ ଉପବାଚସ୍ପତି ହେଲେ ରଜନୀକାନ୍ତ ସିଂ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶା ବିଧାନସଭାରେ ଗୁରୁବାର ଉପବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ନୂଆ ଉପବାଚସ୍ପତି ଭାବେ ରଜନୀକାନ୍ତ ସିଂ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପବାଚସ୍ପତି ପଦ ପାଇଁ ରଜନୀକାନ୍ତଙ୍କ ନାମକୁ ପ୍ରସ୍ତାବ ଦେଇଥିଲେ। ଏହାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସମର୍ଥନ କରିଥିଲେ। ଶେଷରେ ସଂଖ୍ୟାଗରିଷ୍ଠତା ଓ ଅନ୍ୟ କୌଣସି ଦଳ ପ୍ରାର୍ଥୀ ଦେଇ ନ ଥିବା ଯୋଗୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରଜନୀକାନ୍ତଙ୍କ ନାମକୁ ଉପବାଚସ୍ପତି ଭାବେ ଘୋଷଣା କରିଥିଲେ।

ବାଚସ୍ପତି ବୁଧବାର ଉପବାଚସ୍ପତି ନିର୍ବାଚନ ନେଇ ଗୃହରେ ସୂଚନା ଦେଇଥିଲେ। ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରାଯାଇଥିଲା। ତେବେ ବିଜେଡି ରଜନୀକାନ୍ତଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିରୋଧୀ ଦଳ ପକ୍ଷରୁ କୌଣସି ପ୍ରାର୍ଥୀ ଦିଆଯାଇ ନ ଥିଲା। ଏଣୁ ସଂଖ୍ୟାଗରିଷ୍ଠତା ଯୋଗୁ ରଜନକାନ୍ତ ନିର୍ବାଚିତ ହେବା ନିଶ୍ଚିତ ହୋଇଯାଇଥିଲା।

ସୂଚନାଯୋଗ୍ୟ, ରଜନୀକାନ୍ତ ଅନୁଗୋଳରୁ ଚତୁର୍ଥଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ସେ ପୂର୍ବରୁ ନବୀନଙ୍କ ମନ୍ତ୍ରୀ ପରିଷଦରେ ଖଣି ଓ ଇସ୍ପାତ ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲା ଆକାଶ ତଳେ ପିଲାଛୁଆ ଧରି ବସ୍ତିବାସିନ୍ଦା

ଭୁବନେଶ୍ୱର, ୨୨।୧୦ (ବ୍ୟୁରୋ): ନୋଟିସ୍‌ ନାହିଁ କି କିଛି ସୂଚନା ବି ନାହିଁ। ହଠାତ୍‌ ଆସିଲେ, ଆଉ ଆମ ଘର ଭାଙ୍ଗିଦେଲେ। ପିଲାଛୁଆ ଧରି ଗୁରୁବାର...

୩ ସ୍କୁଲରେ ଶୂନ ରେଜଲ୍ଟ,୧୧୭୦ରେ ସବୁ ପାସ୍‌

କଟକ ଅଫିସ,୬।୭: ବୁଧବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିବା ବେଳେ କୃତକାର୍ଯ୍ୟ...

୨୭ରୁ ବ୍ରହ୍ମପୁର ୪ଦିନିଆ ଶଟ୍‌ଡାଉନ୍‌

ଛତ୍ରପୁର,୨୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର...

ମେଳଖାଉନି ତଥ୍ୟ, ଅଡୁଆରେ ପୋଲିସ

ଭୁବନେଶ୍ୱର, ୨୪ା୩(ବ୍ୟୁରୋ): ରାଜଧାନୀରେ ମହିଳାଙ୍କୁ ଗଣବଳାତ୍କାର ଘଟଣାରେ ମଙ୍ଗଳବାର କୋର୍ଟରେ ସିଆର୍‌ପିସିର ୧୬୪ ଧାରା ଅନୁଯାୟୀ ପୀଡ଼ିିତାଙ୍କ ଭାଇ, ଭଉଣୀ ଓ ଭିଣୋଇଙ୍କ ବୟାନ ରେକର୍ଡ...

ଦାୟିତ୍ୱ ନେଲେ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବେ ସଞ୍ଜୟ ଦାସବର୍ମା ସୋମବାର ଲୋକ ସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ)ର ଅନୁମୋଦନକ୍ରମେ...

ବିଶ୍ୱଜିତ ପୂର୍ବତଟ ରେଳପଥର ନୂତନ ସିପିଆର୍‌ଓ

ଭୁବନେଶ୍ୱର,୧୨।୧୧: ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍‌ (ଆଇଆର୍‌ଏସ୍‌ଏସ୍‌)ର ୨୦୧୩ ବ୍ୟାଚ୍‌ର ଅଧିକାରୀ ବିଶ୍ୱଜିତ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆର୍‌ଓ) ଭାବେ...

ଫାଣ୍ଡି ପରିସର କାର୍‌ରେ ଥିଲା ମହିଳାଙ୍କ କଙ୍କାଳ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୪।୩(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରୁ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା।...

ଜାତୀୟସ୍ତରରେ ପ୍ରଦର୍ଶିତ ହେବ ଓଡ଼ିଶା ଆଦିବାସୀଙ୍କ ବୀରତ୍ୱ

ଭୁବନେଶ୍ୱର,୪।୨(ବ୍ୟୁରୋ): ଦେଶର ସ୍ବାଧୀନତା ସଂଗ୍ରାମ ପାଇଁ ଲଢ଼େଇ କରି ନିଜ ସାହସିକତାର ପରିଚୟ ଦେଇଥିବା ଓଡ଼ିଆ ଆଦିବାସୀଙ୍କ ବୀରତ୍ୱ ସମ୍ପର୍କରେ ଜାତୀୟସ୍ତରରେ ପ୍ରଦର୍ଶିତ କରାଯିବ। ଗୁଜରାଟର...

Advertisement
Archives

Model This Week