ବିଧାନସଭା ପରିଚାଳନା ପାଇଁ ଗଠନ ହେଲା ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିଧାନସଭା ପରିଚାଳନା ପାଇଁ ୭ ଜଣିଆ ଅଧିଷ୍ଠାତା ମଣ୍ଡଳୀ ଗଠନ କରାଯାଇଛି। ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧିଷ୍ଠାତା ମଣ୍ଡଳୀଙ୍କ ନାମ ଘୋଷଣା କରିଛନ୍ତି। ସେମାନେ ହେଲେ ଦେବୀପ୍ରସାଦ ମିଶ୍ର, ପ୍ରଫୁଲ କୁମାର ସାମଲ, ଅଶ୍ୱିନୀ ପାତ୍ର, ସ୍ନେହାଙ୍ଗିନୀ ଛୁରିଆ, ପ୍ରଶାନ୍ତ ମୁଦୁଲି, ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ସନ୍ତୋଷ ସିଂ ସାଲୁଜା। ବାଚସ୍ପତିଙ୍କ ଅନୁପସ୍ଥିତିରେ ଏହି ଅଧିଷ୍ଠାତାମଣ୍ଡଳୀ ଗୃହକାର୍ଯ୍ୟ ପରିଚାଳନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri