Posted inରାଜ୍ୟ

ବିଧାନସଭା ବିବରଣୀ କମ୍ପ୍ୟୁଟରୀକୃତ ହେବ

ଭୁବନେଶ୍ୱର, ୧୬ା୨ (ବ୍ୟୁରୋ):ପୂର୍ବରୁ ଓଡ଼ିଶା ବିଧାନସଭାର ବିବରଣୀ ହାତରେ ଲେଖା ଯାଉଥିଲା ା କିନ୍ତୁ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଏଣିକି ହାତଲେଖା ପରିବର୍ତ୍ତେ ବିଧାନସଭା ବିବରଣୀ କମ୍ପ୍ୟୁଟର ଦ୍ୱାରା ପ୍ରସ୍ତୁତ କରାଯାଇ ଗୃହର ମାନ୍ୟବର ବିଧାୟକ,ବିଧାୟିକାମାନଙ୍କ ନିକଟକୁ ସଦୟ ସ୍ବୀକୃତି /ସଂଶୋଧନ ନିମନ୍ତେ ପଠାଯିବ ା ଷୋଡ଼ଶ ବିଧାନସଭାର ତୃତୀୟ ଅଧିବେଶନଠାରୁ ଏହା କାର୍ଯ୍ୟକାରୀ କରାଯିବ ବୋଲି ବାଚସ୍ପତି ଡ. ପାତ୍ର ପ୍ରକାଶ କରିଛନ୍ତି ା ଶନିବାର ବାଚସ୍ପତି ଡ. ପାତ୍ର ଏହି କାର୍ଯ୍ୟର ତଦାରଖ କରିବା ପାଇଁ ରିପୋର୍ଟର୍‌ସ ଶାଖା ପରିଦର୍ଶନ କରି ସଂପୃକ୍ତ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ ା ଏହି ଆଲୋଚନା ସମୟରେ ଉପସଚିବ (ରିପୋର୍ଟିଂ) ଦେବାନନ୍ଦ ଦୋରା ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri