ବରୀ,୪ା୭(ସ୍ବ.ପ୍ର.)- ବରୀ ବିଧାୟିକା ସୁନନ୍ଦା ଦାସଙ୍କୁ ବୁଧବାର ବିଧାନସଭା ଷ୍ଟାଣ୍ଡିଂ କମିଟି ଦାୟିତ୍ୱ ମିଳିଛି। ଏ ନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବରୀରେ ଉତ୍ସାହ ଦେଖାଦେଇଛି। ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା କ୍ରୀଡ଼ା ଯୁବ ବ୍ୟାପାର ତଥା ପ୍ରଯୁକ୍ତି ବିଦ୍ୟା ଷ୍ଟାଣ୍ଡିଂ କମିଟିର ସଦସ୍ୟ ଭାବେ ଦାୟିତ୍ୱ ଦିଆଯାଇଥିବା ଜଣାପଡ଼ିଛି। ସଚିବଦାଳୟ ପତ୍ର ସଂଖ୍ୟା ୪୩୪୩ (୧୨), ୦୨ା୭ରେ ଏହି ନିଯୁକ୍ତି ମିଳିଥିବା ଜଣାପଡ଼ିଛି। ବରିଷ୍ଠ ନେତା ଭୂପିନ୍ଦର ସିଂ ଏହି କମିଟିର ଅଧ୍ୟକ୍ଷ ରହିଛନ୍ତି। ବିଧାୟିକା ସୁନନ୍ଦା ଏହି କମିଟିର ସଦସ୍ୟ ହୋଇଥିବାରୁ ବରୀ ଅଞ୍ଚଳର ବୁଦ୍ଧିଜୀବୀ, ମହିଳା, ଶିକ୍ଷାବିତ୍, ଶିକ୍ଷକ ସଙ୍ଗଠନ, ସ୍ବେଚ୍ଛା ସେବୀ ସଙ୍ଗଠନ, ବରୀ ପ୍ରେସ୍ କ୍ଲବ ତାଙ୍କୁ ଶୁଭେଚ୍ଛା ଜଣାଯାଇଛି। ଆଗାମୀ ଦିନରେ ବରୀରେ ଶିକ୍ଷା ଓ ଶୈକ୍ଷିକ ବାତାବରଣ ଉପରେ ବିଧାୟିକା ଦାସ ଗୁରୁତ୍ୱ ଦେବେ ବୋଲି ପ୍ରେସ୍ ବିବୃତିରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…
ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…
ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…
ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…
ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….
କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…
ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…
ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…
୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…
ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…
ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…
ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ
କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…
ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…
ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…
Archives

