ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ ପରିଷଦର ଉପାଧ୍ୟକ୍ଷ ନୀଲମ ଗୋରେ (ଶିବସେନା), ୪ ଭାଜପା ପ୍ରାର୍ଥୀ ରଞ୍ଜିତସିଂ ମୋହିତେ ପାଟିଲ, ଗୋପୀଚାନ୍ଦ ପଡଲକର, ପ୍ରବୀଣ ଡାଟ୍କେ ଏବଂ ରମେଶ କରାଡ଼, ଏନ୍ସିପିର ଶଶିକାନ୍ତ ସିନ୍ଧେ ଓ ଅମୋଲ ମିତ୍କାରୀ ଏବଂ କଂଗ୍ରେସର ରାଜେଶ ରାଠୋଡ୍। ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଗୁରୁବାର ଅପରାହ୍ନ ୩ଟାରେ ଶେଷ ହେବା ପରେ ଫଳାଫଳ ଘୋଷଣା କରାଯାଇଛି। ଗତ ନଭେମ୍ବର ୨୮ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବଙ୍କୁ ପଦ ବଜାୟ ରଖିବା ଲାଗି ମେ’ ୨୭ ପୂର୍ବରୁ ନିର୍ବାଚିତ ହେବା ଜରୁରୀ ଥିଲା।
କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ
ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…
ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…
ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ
କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍, ଟ୍ରକ୍ ଏବଂ ପିକ୍ଅପ୍ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…
ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି
ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…
ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ
ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…
ବାହାରେ ବୁଲିବା ପଡ଼ିଲା ମହଙ୍ଗା
ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…
ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ
ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍ସିବି) ବିପକ୍ଷ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (ଆର୍ଆର୍) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…
କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ
ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…
Archives

