ମୁମ୍ବାଇ,୧୫।୫(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଓ ଅନ୍ୟ ୮ ଜଣ ରାଜ୍ୟ ବିଧାନ ପରିଷଦକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହୋଇଥିବା ଅନ୍ୟମାନେ ହେଲେ ପରିଷଦର ଉପାଧ୍ୟକ୍ଷ ନୀଲମ ଗୋରେ (ଶିବସେନା), ୪ ଭାଜପା ପ୍ରାର୍ଥୀ ରଞ୍ଜିତସିଂ ମୋହିତେ ପାଟିଲ, ଗୋପୀଚାନ୍ଦ ପଡଲକର, ପ୍ରବୀଣ ଡାଟ୍କେ ଏବଂ ରମେଶ କରାଡ଼, ଏନ୍ସିପିର ଶଶିକାନ୍ତ ସିନ୍ଧେ ଓ ଅମୋଲ ମିତ୍କାରୀ ଏବଂ କଂଗ୍ରେସର ରାଜେଶ ରାଠୋଡ୍। ନାମାଙ୍କନପତ୍ର ପ୍ରତ୍ୟାହାର ସମୟସୀମା ଗୁରୁବାର ଅପରାହ୍ନ ୩ଟାରେ ଶେଷ ହେବା ପରେ ଫଳାଫଳ ଘୋଷଣା କରାଯାଇଛି। ଗତ ନଭେମ୍ବର ୨୮ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବଙ୍କୁ ପଦ ବଜାୟ ରଖିବା ଲାଗି ମେ’ ୨୭ ପୂର୍ବରୁ ନିର୍ବାଚିତ ହେବା ଜରୁରୀ ଥିଲା।
ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ
ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…
‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍ ଦୀପ୍କେଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…
ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍ଙ୍କ ଦବ୍ଦବା: ଟପ୍-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ
ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍ ନମ୍ବର-୧…
ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା
ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…
କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା
ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…
ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ
ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…
ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍
ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…
ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ
ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…
Archives

