Posted inଜାତୀୟ

ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ:ୟେଦୁରପ୍ପା

ବେଙ୍ଗାଲୁରୁ, ୧୪।୭: କର୍ନାଟକରେ ରାଜନୈତିକ ପାଣିପାଗ ବେଶ୍‌ ସରଗରମ ହୋଇପଡିଛି। ଗୋଟିଏ ପଟେ ମେଣ୍ଟରୁ ଇସ୍ତଫା ଦେଖିବା ବିଧାୟକ ମନାଇବାକୁ କଂଗ୍ରେସ-ଜେଡିଏସ ଲାଗିପଡିଥିଲାବେଳେ ଅନ୍ୟପଟେ ଭାଜପା ନେତା ବି.ଏସ.ୟେଦୁରପ୍ପା ସରକାରଙ୍କ ପାଖରେ ବହୁମତ ନାହିଁ ଏବଂ ତୁରନ୍ତ କୁମାରସ୍ବାମୀ ଇସ୍ତଫା ଦିଅନ୍ତୁ ବୋଲି କହିଛନ୍ତି। କଂଗ୍ରେସ ନେତା ଡି କେ ଶିବକୁମାର କହିଛନ୍ତି, ଯଦି ଇସ୍ତାଫା ଦେଇଥିବା ବିଧାୟକମାନେ ସରକାରଙ୍କ ବିରୋଧରେ ଭୋଟ ଦିଅନ୍ତି ତେବେ ବାଚସ୍ପତିଙ୍କ ଦ୍ୱାରା ସେମାନେ ଅଯୋଗ୍ୟ ଘୋଷିତ ହେବେ। ଏହାର ଜବାବରେ ୟେଦୁରପ୍ପା କହିଛନ୍ତି, ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରିବାର ଅଧିକାର ବାଚସ୍ପତିଙ୍କ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୧୧ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୬।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ...

‘ଡାକ୍ତରଙ୍କୁ ଫୁଟ୍‌ବଲ ଭଳି ବ୍ୟବହାର କରନାହିଁ’

ନୂଆଦିଲ୍ଲୀ, ୨୮।୯: ଚଳିତ ବର୍ଷ ହେବାକୁ ଥିବା ନ୍ୟାଶନାଲ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକ ପରୀକ୍ଷା ପୋଷ୍ଟଗ୍ରାଜୁଏଟ୍‌ ସୁପର ସ୍ପେଶିଆଲିଟି (ଏନ୍‌ଇଇଟି ଏସ୍‌ଏସ୍‌)ରେ ଶେଷ ମୁହୂର୍ତ୍ତରେ...

ଆମେ ନିର୍ବାଚନ ପାଇଁ ପ୍ରସ୍ତୁତ: ଉଦ୍ଧବ…

ମୁମ୍ବାଇ,୨୪।୪ : ମହାରାଷ୍ଟ୍ରରେ ପୁଣି ଥରେ ରାଜନୈତିକ ପରିବେଶ ଉଷ୍ଣ ହୋଇଛି। ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ...

ଜାନୁୟାରୀ ୨୬ରୁ ନାଜାଲ ଟିକା ଇନକୋଭାକ…

ନୂଆଦିଲ୍ଲୀ,୨୨।୧ : ସମଗ୍ର ବିଶ୍ୱରେ କରୋନା ଦ୍ୱାରା ଘଟିଥିବା ବିନାଶ ବିଷୟରେ ସମସ୍ତେ ଅବଗତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନା ବିରୋଧରେ ଟିକାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ...

ଅରବିନ୍ଦ ବୀର୍‌ମାନି ନୀତି ଆୟୋଗର ପୂର୍ଣ୍ଣକାଳୀନ ସଦସ୍ୟ

ନୂଆଦିଲ୍ଲୀ,୧୭।୧୧(ପି.ଟି.): ପୂର୍ବତନ ମୁଖ୍ୟ ଅର୍ଥନୈତିକ ଉପଦେଷ୍ଟା ଅରବିନ୍ଦ ବୀର୍‌ମାନିଙ୍କୁ ନୀତି ଆୟୋଗର ପୂର୍ଣ୍ଣକାଳୀନ ସଦସ୍ୟ ନିଯୁକ୍ତ କରାଯାଇଛି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବୀର୍‌ମାନି ୨୦୦୭ରୁ...

ନାମାଙ୍କନପତ୍ର ଦାଖଲ କଲେ ମାର୍ଗାରେଟ୍‌ ଆଲ୍‌ଭା

ନୂଆଦିଲ୍ଲୀ,୧୯।୭: ବିରୋଧୀ ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ମାର୍ଗାରେଟ୍‌ ଆଲ୍‌ଭା ମଙ୍ଗଳବାର ଉପରାଷ୍ଟ୍ରପତି ନିର୍ବାଚନ ଲାଗି ସଂସଦରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ କଂଗ୍ରେସ ନେତା...

ତିକ୍ତତା ସତ୍ତ୍ୱେ ନେପାଳକୁ ସହାୟତାର ହାତ ବଢ଼ାଇଲା ଭାରତ, ପଠାଇଲା ଏଭଳି ଜରୁରୀ ସାମଗ୍ରୀ

ନୂଆଦିଲ୍ଲୀ,୯।୮: ଭାରତ-ନେପାଳ ସମ୍ପର୍କ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଛି। ହେଲେ କରୋନା ମହାମାରୀ ସହ ଲଢ଼ୁଥିବା ନେପାଳକୁ ସହାୟତାର ହାତ ବଢ଼ାଇବାକୁ ଭୁଲିନାହିଁ ଭାରତ। ପଡ଼ୋଶୀ...

ଡ୍ୟୁଟିରେ ବିରକ୍ତ ହୋଇ ୪ ସହକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚଳାଇ ନିଜକୁ ଗୁଳି କଲେ ବିଏସ୍‌ଏଫ୍‌ ଯବାନ…

ଅମୃତସର, ୬।୩ : ରବିବାର ସକାଳେ ଅମୃତସରର ବିଏସ୍‌ଏଫ୍‌ର ଖାସା ମୁଖ୍ୟାଳୟରେ ଜଣେ ଯବାନ  ୪ ସହକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ତାଙ୍କ ସାଥୀମାନଙ୍କ ଉପରକୁ...

Advertisement
Archives

Model This Week