Posted inଜାତୀୟ

ବିଧାୟକଙ୍କୁ ଭେଟିବା ପାଇଁ ଅଡି ବସିଲେ ଶିବକୁମାର: ମୁମ୍ବାଇ ହୋଟେଲ ଆଗରେ ଲାଗିଲା ୧୪୪ ଧାରା

ମୁମ୍ବାଇ, ୧୦।୭: କର୍ନାଟକ ରାଜନୈତିକ ସଙ୍କଟ ଏବେ ବେଙ୍ଗାଲୁରୁ ଛାଡି ମୁମ୍ବାଇରେ ପହଞ୍ଚିଛି। ମେଣ୍ଟ ସରକାରରୁ ଇସ୍ତଫା ଦେବାପରେ କଂଗ୍ରେସ ଓ ଜେଡିଏସ ୧୦ ବିଧାୟକ ମୁମ୍ବାଇର ଏକ ୫ ଷ୍ଟାର ହୋଟେଲରେ ରହୁଛନ୍ତି। ବୁଧବାର ତାଙ୍କୁ ମନାଇବାକୁ କଂଗ୍ରେସ ନେତା ଡି.କେ. ଶିବକୁମାର ପହଞ୍ଚିଥିଲେ। ମାତ୍ର ତାଙ୍କୁ ପୋଲିସ ଭେଟିବାକୁ ଦେଇନାହିଁ। କିନ୍ତୁ ସେ ବିଧାୟକମାନଙ୍କୁ ଭେଟିବାକୁ ହୋଟେଲ ଆଗରେ ଅଡି ବସିଛନ୍ତି। ଫଳରେ ହୋଟେଲ ବାହାରେ ପୋଲିସ ୧୪୪ ଧାରା ଲଗାଯାଇଛି। ସୂଚନାଯୋଗ୍ୟ, ଅସନ୍ତୁଷ୍ଟ ବିଧାୟକମାନେ ପୋଲିସକୁ ଚିଠି ଲେଖି ସେମାନଙ୍କ ପ୍ରତି କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ଶିବକୁମାରଙ୍କଠାରୁ ବିପଦ ରହିଛି ବୋଲି ଜଣାଇଥିବାରୁ ପୋଲିସ ଏଭଳି ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ୨ ପାକିସ୍ତାନୀ ସେନା ନିହତ

ସୁନ୍ଦରବନି,୩୦।୭: ଜମ୍ମୁ-କଶ୍ମୀରର ସୁନ୍ଦରବନି ସେକ୍ଟରରେ ମଙ୍ଗଳବାର ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଭାରତୀୟ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି।...

ସିଏ ଛାତ୍ରଙ୍କ ପାଇଁ ବଡ଼ ଘୋଷଣା: ପରୀକ୍ଷା ଦେଇପାରି ନ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ସୁଯୋଗ

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନିକଟରେ ଛାତ୍ରମାନେ ‘ଅପ୍ଟ ଆଉଟ୍‌’ ସମ୍ବନ୍ଧରେ...

ଆଲିଆ-ରଣବୀରଙ୍କୁ ବିରୋଧ, ନରୋତ୍ତମ କହିଲେ ଲୋକଙ୍କ ଭାବନାକୁ ଆଘାତ ଦେବା ଭଳି ମନ୍ତବ୍ୟ ଦେବା ଠିକ୍‌ ନୁହେଁ …

ଭୋପାଳ, ୭।୯ : ମଧ୍ୟପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ବୁଧବାର ଗଣମାଧ୍ୟମର ପ୍ରଶ୍ନର ଉତ୍ତର ଦେଇଛନ୍ତି। ଏହି ସମୟରେ, ଉଜ୍ଜୟନୀରେ ବଜରଙ୍ଗ ଦଳ କର୍ମୀଙ୍କ ଦ୍ୱାରା...

ଅରୁଣାଚଳ ପ୍ରଦେଶ ଭାରତର ଅଂଶ: କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗ ଠାରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ପୁଣି ଝଗଡା ଲାଗିଛି। ଏନେଇ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି,...

କରୋନା ଭ୍ୟାକ୍ସିନକୁ ନେଇ ସମୀକ୍ଷା କଲେ ମୋଦି

ଅହମଦାବାଦ,୨୮ ।୧୧: କରୋନା ଭାଇରସ ପାଇଁ ଦେଶରେ ପ୍ରସ୍ତୁତ ହେଉଥିବା ଭ୍ୟାକ୍ସିନ ବା ଟିକା ସମ୍ପର୍କରେ ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର...

ଦୁଇ ଗାଁ ମଧ୍ୟରେ ୮ ଦିନ ଧରି ପାଳିତ ହେଉଛି ଅଗ୍ନିଯୁଦ୍ଧ

ମାଙ୍ଗାଲୋର୍‌,୨୨।୪: କର୍ନାଟକରେ ଏବେ ପାଳିତ ହେଉଛି ଏକ ନିଆରା ଉତ୍ସବ। ଏଠାରେ ମାତା ଦୁର୍ଗା ପଶ୍ଚିମେଶ୍ୱରୀଙ୍କ ମନ୍ଦିରରେ ଆରମ୍ଭ ହୋଇଛି ୮ ଦିନିଆ ଅଗ୍ନିଯୁଦ୍ଧ ଉତ୍ସବ।...

ଜ୍ଞାନବ୍ୟାପୀ-ଶୃଙ୍ଗାର ଗୌରୀ ମାମଲା: ହିନ୍ଦୁଙ୍କ ସପକ୍ଷରେ ଆସିଲା ରାୟ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶର ବାରାଣସୀରେ ଜ୍ଞାନବ୍ୟାପୀ ଏବଂ ଶୃଙ୍ଗାର ଗୌରୀ ମାମଲାରେ ସୋମବାର ଜିଲା କୋର୍ଟ ରାୟ ଦେଇଛନ୍ତି। ଶୃଙ୍ଗାର ଗୌରୀରେ ପୂଜାପାଠ କରିବାର ଅଧିକାର ପାଇଁ...

କରୋନା ସଂକ୍ରମଣ: ୧୫ ମାର୍ଚ୍ଚ ପରେ ବିବାହ ମନା

ନାସିକ,୯ ।୩: କରୋନାର ଲେଉଟାଣି ପୁଣି ଥରେ ଦେଶବାସୀଙ୍କୁ ଚିନ୍ତାରେ ପକାଇଥିବା ବେଳେ ବିଶେଷ ଭାବେ ପ୍ରଥମଥର ଭଳି ଏଥର ବି ମହାରାଷ୍ଟ୍ର ଉପରେ ଯେମିତି...

Advertisement
Archives

Model This Week