ବିଧାୟକଙ୍କ ଗାଡ଼ି ପୋଡ଼ି ଘଟଣା: ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର

ତାଳଚେର,୧୫।୧୨(ନି.ପ୍ର.): ତାଳଚେର ବିଧାୟକଙ୍କ ଗାଡ଼ି ପୋଡି ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରବିବାର ସକାଳେ ତାଳଚେର ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ସେଠାରେ ୨ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର ହୋଇଛି।
ସୂଚନାଯୋଗ୍ୟ, ଗତ ୮ ତାରିଖ ବିଳମ୍ବିତ ରାତିରେ ବିଧାୟକଙ୍କ ଭରତପୁରସ୍ଥିତ କ୍ୟାମ୍ପ ଅଫିସରେ ଅଭିଯୁକ୍ତଦ୍ୱୟ ନିଆଁ ଲଗାଇ ଦେଇଥିଲେ। ଏଥିରେ ବିଧାୟକଙ୍କ ଗାଡ଼ି ସହ ବିଜୁ ଯୁବ ବାହିନୀର ଆମ୍ବୁଲାନ୍ସରେ ମଧ୍ୟ ନିଆଁ ଲାଗି ଯାଇଥିଲା। ବିଧାୟକଙ୍କ ଗାଡ଼ିଟି ସମ୍ପୂର୍ଣ୍ଣ ଓ ଆମ୍ବୁଲାନ୍ସଟି ଆଂଶିକ ପୋଡ଼ି ଯାଇଥିଲା। ଏ ନେଇ ବିକ୍ରମପୁର ଥାନାରେ ୧୪୨/୧୯ରେ ମକଦ୍ଦମା ରୁଜୁ କରାଯାଇ ଏକ ସ୍ବତନ୍ତ୍ର ଟିମ୍‌ ଏହାର ତଦନ୍ତ ଓ ଅନୁସନ୍ଧାନ ଜାରି ରଖିଥିଲା। ତେବେ ଶନିବାର ରାତିରେ ପୋଲିସ ତାଳଚେର ଅଞ୍ଚଳରୁ ଉଭୟଙ୍କୁ ଗିରଫ କରିଥିବା ବେଳେ ରବିବାର କୋର୍ଟ ଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ, ୧୩।୧୨: ଗଞ୍ଜାମ ଜିଲା ସଦର ଥାନା ପୋଲିସ ମଙ୍ଗଳବାର ସକାଳେ ବାଇଗଣବାଡି ନିକଟ ଏକ ରାସ୍ତାକଡରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।...

ସାମାଜିକ ଦୂରତା ଉଲ୍ଲଂଘନ: ୩ ଦୋକାନ ସିଲ୍‌ କଲା ପ୍ରଶାସନ

କେନ୍ଦୁଝର, ୧୪ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର ଆଗାମୀ ମେ’ ୩ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ...

ଜୁଆର ମାଡ଼ରେ ପୁଣି ୧୧ ଘର ଭାଙ୍ଗିଲା

ଗୋପାଳପୁର,୨୪।୭(ଡି.ଏନ.ଏ.): ସମୁଦ୍ର ଜୁଆର ମାଡ଼ରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମର ପୁଣି ୧୧ ଘର ଗୁରୁବାର ଓ ଶୁକ୍ରବାର ଭାଙ୍ଗିଯାଇଛି। ଦିନକୁ ଦିନ...

୧୮ ବର୍ଷ ହେଲା ଅପେକ୍ଷା

ଢେଙ୍କାନାଳ ଅଫିସ, ୨୭।୪: ଜିଲା ସଦର ସହ ରାଜ୍ୟର ବିଭିନ୍ନ ସ୍ଥାନକୁ ଯାତ୍ରୀବାହୀ ବସ୍‌ ଚଳାଚଳ ସୁଗମ କରାଇବା ସ୍ବପ୍ନ ଦେଖାଇଛନ୍ତି ସରକାର। ଓଡ଼ିଶାର ୨୨...

ଜାଲ ଟଣାକୁ କେନ୍ଦ୍ର କରି ୨ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ: ୧୪ରୁ ଊର୍ଦ୍ଧ୍ୱ ଆହତ, ଉଭୟ ପକ୍ଷରୁ ଥାନାରେ ଏତଲା

ନିରାକାରପୁର,୮।୩(ଡି.ଏନ୍‌.ଏ.): ସାରା ଦେଶରେ ବୁଧବାର ବହୁ ଧୁମ୍‌ଧାମ୍‌ରେ ହୋଲି ପର୍ବ ପାଳନ କରାଯାଇଥିବା ବେଳେ ଖୋର୍ଦ୍ଧା ଜିଲାରେ ଏକ ଅଘଟଣ ଘଟିଛି। ମାଛ ଧରା ଜାଲକୁ...

୨୮ କୁଇଣ୍ଟାଲ ପଲିଥିନ ଜବତ, ହଜାରେ ଟଙ୍କା ଜରିମାନା

ଅନୁଗୋଳ ଅଫିସ, ୨୨।୮ – ଅନୁଗୋଳ ସହର ହରିମହୁରୀ ଛକରୁ ବୁଧବାର ପୌର କର୍ମଚାରୀମାନେ ୨୮ କୁଇଣ୍ଟାଲ ପଲିଥିନ ଜବତ କରିବା ସହ ୧ ହଜାର...

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ।...

ବାଇକ୍‌ ଧକ୍କାରେ କାଉଡିଆ ଗୁରୁତର: ଘଟଣାକୁ କେନ୍ଦ୍ରକରି ବଚସା, ରାସ୍ତାରୋକୋ

ଓଡ଼ଗାଁ,୧୧ା୮(ସ୍ବ.ପ୍ର.): ଶନିବାର ଓଡଗାଁ ଥାନା ଅଞ୍ଚଳରେ ବାଇକ୍‌ ଧକ୍କାରେ ଜଣେ କାଉଡିଆ ଗୁରୁତର ହୋଇଛନ୍ତି। ଏହାକୁ କେନ୍ଦ୍ରକରି ବଚସା ଓ ରାସ୍ତାରୋକୋ ହୋଇଥିଲା। ଅପରାହ୍ନରେ ଓଡ଼ଗାଁ...

Advertisement
Archives

Model This Week