ଖୋର୍ଦ୍ଧା ଅଫିସ,୭।୮: ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ପ୍ରଥମେ ଭୁବନେଶ୍ୱର କେଆର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସାର ଆବଶ୍ୟକତା ପଡ଼ିବାରୁ ବୁଧବାର ମୁମ୍ବାଇସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ଖୋର୍ଦ୍ଧା ଅଫିସ,୭।୮: ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର ଅସୁସ୍ଥ ହୋଇ ପଡ଼ିଛନ୍ତି। ତାଙ୍କୁ ପ୍ରଥମେ ଭୁବନେଶ୍ୱର କେଆର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅଧିକ ଚିକିତ୍ସାର ଆବଶ୍ୟକତା ପଡ଼ିବାରୁ ବୁଧବାର ମୁମ୍ବାଇସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ନୂଆଦିଲ୍ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…
ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍ରେ ଶ୍ରୀଲଙ୍କାକୁ ୧୪୭ ରନ୍ର ବଡ଼ ବ୍ୟବଧାନରେ ହରାଇ…
ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…
ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…
ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…
ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…
ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍ କନ୍ଦ ବାବୁ ।…
ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…