ବିଧାୟିକା ମୀନାକ୍ଷୀଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ଚମ୍ପୁଆ, ୩୦।୮(ଡି.ଏନ.ଏ.)-ନିର୍ବାଚନ ପରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ ଗୁରୁବାର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରିବା ସହିତ ଉପୁଜୁଥିବା ସମସ୍ୟା ଓ ଅବ୍ୟବସ୍ଥାକୁ ନେଇ ବିରକ୍ତି ପ୍ରକାଶ କରିଛନ୍ତି। ବିଧାୟିକା ମହାନ୍ତ ଚିକିତ୍ସାଳୟରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇବା ସହିତ ତୁରନ୍ତ ଏହାର ସମାଧାନ ପାଇଁ ତାଗିଦ କରିଛନ୍ତି। ସୂଚନା ଅନୁସାରେ ବିଧାୟିକା ଗୁରୁବାର ଅପରାହ୍ନ ୫ଟା ବେଳେ ଅଚାନକ ଡାକ୍ତରଖାନାରେ ପହଞ୍ଚି ବିଭିନ୍ନ ୱାର୍ଡ ବୁଲିବା ସହିତ ଡାକ୍ତରଖାନାର ସ୍ବଚ୍ଛତା ତଦାରଖ କରିଥିଲେ। ରୋଗୀମାନଙ୍କୁ ସ୍ବାସ୍ଥ୍ୟ ସମ୍ବନ୍ଧରେ ପଚାରି ବୁଝିବା ସହିତ ରୋଗୀଙ୍କ ବିଛଣା ପାଇଁ ଆବଶ୍ୟକ ବେଡସିଟ ପଡି ନ ଥିବା ଦେଖିବାକୁ ପାଇଥିଲେ। ଡାକ୍ତରଖାନାରେ ଆବଶ୍ୟକ ଡାକ୍ତର ନ ଥିବା ନେଇ ସାଧାରଣରେ ଦାବି ହେବା ପରେ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ସୂଚନା ଦେଇଥିଲେ। ଜିଲାପରିଷଦ ସଭ୍ୟା ଲିଳାବତୀ ଖିଲାର, କାଉନସିଲର ଗିରିଜା ଶଙ୍କର ସାହୁ, ଉଜ୍ଜ୍ୱଳ ପଣ୍ଡା ପ୍ରମୁଖ ଏହି ସମୟରେ ଉପସ୍ଥିତ ଥିଲେ। ଆଗାମୀ ଦିନରେ ଚିକିତ୍ସାଳୟ ପ୍ରତି ଗୁରୁତ୍ୱ ଦିଆଯିବ ବୋଲି ବିଧାୟିକା ମହାନ୍ତ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଭବାନୀପାଟଣା,୧୦।୧୧(ଡି.ଏନ୍‌.ଏ.): ପୁଣି ଜଣେ ମନ୍ତ୍ରୀଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ହୋଇଛି। ଭବାନୀପାଟଣାର ଥୁଆମୂଳ ରାମପୁର ଡୁମେରପଦର ଗାଁରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କ ଗାଡ଼ି ଉପରକୁ...

ଲଗାଣ ବର୍ଷା ଯୋଗୁ ବାହ୍ୟଜଗତରୁ ୨ ପଞ୍ଚାୟତ ବିଚ୍ଛିନ୍ନ

ମାଲକାନଗିରି,୨୩ା୬ (ସ୍ବ.ପ୍ର.)- ମାଲକାନଗିରି ଜିଲାରେ ୨ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ମାଥିଲି ବ୍ଲକର ୨ଟି ପଞ୍ଚାୟତ ବାହ୍ୟଜଗତରୁ ବିଚ୍ଛିନ୍ନ...

ଡ୍ରେନ୍‌, ପାନୀୟ ଜଳ ସମସ୍ୟାରେ ସାହି ବାସିନ୍ଦା ଉବୁଟୁବୁ

ବ୍ରହ୍ମପୁର ଅଫିସ୍‌,୧୭।୨: ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ୱାର୍ଡ ସଫେଇ ନିମନ୍ତେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ଏପରିକି ବିଭିନ୍ନ ୱାର୍ଡରେ ବୈଠକ ଡକାଯାଇ...

ମାଛ ଧରିବାକୁ ଯାଇ ଧୀବର ନିଖୋଜ: ଆଉ ଫେରିଲେନି ତାମ୍ପରା ହଦ୍ରରୁ

ଛତ୍ରପୁର,୩।୧୧(ଡି.ଏନ୍‌.ଏ. ): ମାଛ ଧରିବା ପାଇଁ ଯାଇଥିବା ବେଳେ ଜଣେ ଧୀବର ନିଖୋଜ ହୋଇଯାଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ...

୧୧ମାସର ଶିଶୁଙ୍କୁ କଚାଡ଼ିଦେଲେ ପଡ଼ୋଶୀ

ନିମାପଡ଼ା,୨0।୧(ଡି.ଏନ୍‌.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ଭଗବାନସୁଳରା ଗ୍ରାମର ଏକ ବିଲରେ ଗାଈ ଚରାଇ ଫସଲ ନଷ୍ଟ କରିବା ଘଟଣାକୁ ନେଇ ଜଣେ ପଡ଼ୋଶୀ ଗ୍ରାମର ଜଣେ...

କଙ୍ଗାରୁ କୋର୍ଟରେ ସାକ୍ଷୀ ଦେବାରୁ ଯୁବକଙ୍କୁ ହତ୍ୟା

ଜୟପୁର,୧୧ା୬: ଜୟପୁର ସଦର ଥାନା ଅଧୀନ କଣ୍ଡାପୁଟ ଜଙ୍ଗଲରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରହସ୍ୟ ଉନ୍ମୋଚନ କରିଛି ଜୟପୁର ସଦର ପୋଲିସ।...

୩ଟି ପର୍ଯ୍ୟାୟରେ ହେବ ବିଦ୍ୟୁତ୍‌ କାଟ: ୪୪ ହଜାର ଉପଭୋକ୍ତାଙ୍କ ୫୨ କୋଟି ଟଙ୍କା ବକେୟା

ନୟାଗଡ଼ ଅଫିସ,୧୬।୧: ନୟାଗଡ଼ ଜିଲା ସେସୁ ପକ୍ଷରୁ ଗୁରୁବାରଠାରୁ ବକେୟା ବିଲ୍‌ ଥିବା ବିଦ୍ୟୁତ୍‌ ଉପଭୋକ୍ତାଙ୍କର ବିଦ୍ୟୁତ୍‌ କାଟ କରାଯିବ। ୩ଟି ପର୍ଯ୍ୟାୟରେ ବିଦ୍ୟୁତ୍‌ କାଟ...

ଅନ୍ତେବାସୀଙ୍କୁ ଗାଳିଦେଇ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୧୦ା୫(ଡି.ଏନ.ଏ.)- ସଙ୍ଗରୋଧ ଗୃହରେ ଅନ୍ତେବାସୀଙ୍କୁ ଗାଳିଗୁଲଜ କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଏନେଇ ଭିଡିଓ ଭାଇରାଲ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ବିଇଓ ନିଲମ୍ବନ କରିଛନ୍ତି।...

Advertisement
Archives

Model This Week