ବିନା ପୋଷାକରେ ବିମାନ ଯାତ୍ରା କଲେ ଏହି ଯୁବକ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମସ୍କୋ,୫ା୧୧: ବିମାନଯାତ୍ରା ସମୟରେ ଅନେକ ଅଜବ କଥା ସବୁ ଦେଖିଥିବେ ବା ଶୁଣିଥିବେ। ମାତ୍ର ଆଜି ଏମିିତି ଏକ ଘଟଣା ଜଣାଇବୁ ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ଜଣେ ବିମାନଯାତ୍ରୀ ଉଲଗ୍ନ ହୋଇ ଯାତ୍ରା କରିଥିଲେ।
ଏହି ଘଟଣା ମସ୍କୋରେ ଦେଖିବାକୁ ମିଳିଛି। ରୁଷିଆର ଡୋମୋଡେଡୋବୋ ବିମାନ ବନ୍ଦରରୁ ଏକ ଯାତ୍ରୀବାହୀ ବିମାନ ଉଡ଼ାଣ କରିଥିଲା। ଏହି ବିମାନରେ ଜଣେ ୩୮ ବର୍ଷୀୟ ଯୁବକ ଯାତ୍ରା କରିଥଲେ। ତାହା ପୁଣି ବିନା ପୋଷାକରେ। ପୋଲିସ ଏହି ଯୁବକଙ୍କୁ ଗିରଫ କରିଛି। ଯୁବକ ଜଣକ ପୋଲିସକୁ କହିଛନ୍ତି, ଅଶ୍ଳୀଳତା ଯୋଗୁ ସେ ଉଲଗ୍ନ ହୋଇନାହାନ୍ତି। ତାଙ୍କ କହିବା କଥା, ବିମାନଯାତ୍ରା କରିବା ସମୟରେ ତାଙ୍କୁ ପୋଷାକ ପିନ୍ଧିବାକୁ ଭଲ ଲାଗେ ନାହିଁ। ସେ ନିଜକୁ ଅସହଜ ମନେ କରନ୍ତି। ତେଣୁ ସେ ପୋଷାକ ପିନ୍ଧି ନ ଥିଲେ। ଏହି ପୂରା ଘଟଣା ଜାଣିବା ପରେ ଯୁବକ ଜଣଙ୍କୁ ଏୟାରଲାଇନର ମେଡିକାଲ ରୁମ୍‌ ସୁବିଧା ଦିଆଯାଇଛି। ସେ ଅରାମରେ ଯାତ୍ରା କରିପାରିବେ। ଏହି ଯୁବକଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri