Advertisement

ବିନା ଭକ୍ତରେ ରଥଯାତ୍ରା ହେଉ: ରଘୁନାଥ ମହାପାତ୍ର

ପୁରୀ ଅଫିସ, ୧୩।୬: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥଯାତ୍ରା ଆୟୋଜନକୁ ନେଇ ଆଶା ଆଶଙ୍କା ଲାଗିରହିଛି। ରଥଯାତ୍ରାକୁ ଆଉ ମାତ୍ର ୯ ଦିନ ରହିଥିବା ବେଳେ ଏ ପର୍ଯ୍ୟନ୍ତ ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ। ତେବେ ଏଥର ବିନା ଭକ୍ତରେ ରଥଯାତ୍ରା କରାଯାଉ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ରଘୁନାଥ ମହାପାତ୍ର କହିଛନ୍ତି। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ଓ ରଥଯାତ୍ରା ହେବା ଆବଶ୍ୟକ। ପୁରୀ ସହରକୁ ଚାରିପଟୁ ସିଲ୍‌ କରି ବିନା ଭକ୍ତରେ ରଥଯାତ୍ରା ହେଉ। ପୋଲିସ ଏବଂ ସେବାୟତ ରଥ ଟାଣନ୍ତୁ। ପୁରୀବାସୀଙ୍କ ସମେତ ସମସ୍ତ ଶ୍ରଦ୍ଧାଳୁ ଘରେ ବସି ଟିଭିରେ ରଥଯାତ୍ରା ଦେଖନ୍ତୁ। ଯଦି କରୋନାକୁ ନେଇ ପରିସ୍ଥିତି ଅଧିକ ଖରାପ ହୁଏ ତେବେ ରଥଯାତ୍ରା ନ ହେଲେ କିଛି ଅସୁବିଧା ନାହିଁ। ମହାପ୍ରଭୁଙ୍କ ପାତାଳି ସମୟରେ ମଧ୍ୟ ରଥଯାତ୍ରା ହୋଇ ନ ଥିଲା ବୋଲି ରଘୁନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌କୁ ଓଭରଟେକ୍‌ କଲା ହାଇଓ୍ବା : ଧକ୍କା ଦେଇ ଷ୍ଟେରିଂ ଚାପିହେଲେ ଡ୍ରାଇଭର

ଫୁଲନଖରା,୨୬।୭:(ଡି.ଏନ୍‌.ଏ.): କଟକ ଭୁବନେଶ୍ବର ୧୬ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଟ୍ରକ୍‌ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।...

ବସ୍‌ରେ ବଳାତ୍କାର କରିବା ଘଟଣା : ବସିଲା ମନ୍ତ୍ରୀସ୍ତରୀୟ ବୈଠକ, ବସ୍‌ ଧର୍ମଘଟ ବନ୍ଦ କରିବାକୁ ଅନୁରୋଧ

ଭୁବନେଶ୍ୱର,୯।୮(ବ୍ୟୁରୋ) : ଆସନ୍ତା ୧୨ତାରିଖରେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ଧର୍ମଘଟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ଏନେଇ ଶୁକ୍ରବାର ବସ୍‌ ମାଲିକ...

ଟ୍ରକ ଧକ୍କାରେ ଗଲା ଜୀବନ

ବଅଁରପାଳ, ୧୭ା୪(ଡି.ଏନ.ଏ.)- ବଅଁରପାଳ ଥାନା ୧୪୯ ନଂ. ଜାତୀୟ ରାଜପଥର ବଅଁରପାଳ ଓଭରବ୍ରିଜ ନିକଟରେ ଏକ ଟ୍ରକ ଧକ୍କାରେ ଶୁକ୍ରବାର ଜଣଙ୍କ ମୃତ୍ୟୁ ଘଟିଛି ।...

ହାତୀ ଉପଦ୍ରବ ଥମୁନି, ବନବିଭାଗ ଅସହାୟ

ଭଞ୍ଜନଗର,୨୯ା୧୦(ଡି.ଏନ.ଏ.): ଭଞ୍ଜନଗର ଉତ୍ତା ଓ ଦକ୍ଷିଣ ବନଖଣ୍ଡର ହାତୀ କରିଡ଼ରଗୁଡ଼ିକ ବିଭିନ୍ନ କାରଣ ଯୋଗୁ ନଷ୍ଟ ହେବାକୁ ବସିଛି। ଏହି କାରଣରୁ ହତୀପଲ ଜଙ୍ଗଲରୁ ବାହାରି...

ପାହାଡ଼ରୁ ଖସି ପଡ଼ିଲେ ୨ ଭାଇ

ରାୟଗଡ଼(ଗଜପତି),୫ା୯(ଡି.ଏନ.ଏ.): ଗଜପତି ଜିଲା ମାର୍ଲବା ଘାଟିରେ ରବିବାର ବାଇକ୍‌ ସହ ପାହାଡ଼ ତଳକୁ ଖସିପଡ଼ି ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ ବ୍ଲକ...

କାର୍ଯ୍ୟାନୁଷ୍ଠାନ ଦାବିରେ ଅସ୍ଥାୟୀ ବନ କର୍ମଚାରୀଙ୍କ ଧାରଣା

ଦିଗପହଣ୍ଡି,୫।୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ଜଣେ ଅସ୍ଥାୟୀ ପାରା ବନ କର୍ମଚାରୀ କୃଷ୍ଣଚନ୍ଦ୍ର ଜେନାଙ୍କୁ ଜଣେ ଫରେଷ୍ଟ ଗାର୍ଡଙ୍କ ସ୍ବାମୀ ମୀନକେତନ...

ପାଣି ପାଇଁ ୨୦୦ ପରିବାର ହଇରାଣ

ଆରଡ଼ି, ୮।୨(ଡି.ଏନ.ଏ.) ଦୁଇମାସ ହେଲା ସରକାରୀ ନଳକୂପ ଭାଙ୍ଗିଯାଇଛି। ଆଉ ଦୁଇଦିନ ହେବ ମୋଟର ପୋଡ଼ିଯିବା ଯୋଗୁ ପ୍ରକଳ୍ପ ପାଣି ମଧ୍ୟ ମିଳିପାରୁନି। ଫଳରେ ନାହିଁ...

ମିନି ବସ ଦୁର୍ଘଟଣା: ବୃଦ୍ଧି ପାଇଲା ମୃତକଙ୍କ ସଂଖ୍ୟା

ରାଉରକେଲା ଅଫିସ,୨୭।୧୨: ୧୪୩ ନଂ. ଜାତୀୟ ରାଜପଥ ରାଉରକେଲା ବାଲୁଘାଟ ଡାକବଙ୍ଗଳା ନିକଟରେ ରବିବାର ହୋଇଥିବା ମିନି ବସ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି...

Advertisement
Archives

Model This Week