Posted inଜାତୀୟ

 ବିନା ଭେଦଭାବରେ ଦେଶର ସାମୁହିକ ବିକାଶ ପାଇଁ କାର୍ଯ୍ୟ କରୁଛନ୍ତି ଏନ୍‌ଡ଼ିଏ ସରକାର: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ପାର୍ଲାମେଣ୍ଟର ସେଣ୍ଟ୍ରାଲ୍‌ ହଲରେ ଗୁରୁବାର ସମବେତ ରାଜ୍ୟ ସଭା ଏବଂ ଲୋକ ସଭା ଏମ୍‌ପିଙ୍କୁ ସମ୍ବୋଧିତ କରିଛନ୍ତି। ଏନ୍‌ଡ଼ିଏ ସରକାର ବିନା ଭେଦଭାବରେ ଦେଶର ସାମୁହିକ ବିକାଶ ପାଇଁ କାର୍ଯ୍ୟ କରୁଥିବା ସେ ପ୍ରକାଶ କରିଛନ୍ତି। ଦେଶବାସୀଙ୍କ ଜୀବନରେ ସୁଧାର ଲାଗି ସରକାର ପ୍ରତିଶ୍ରୁତିବଦ୍ଧ। ଏନେଇ ବିଭିନ୍ନ ଯୋଜନାର ସଫଳ ରୂପାୟନ କରିବାରେ ସରକାର ଉଦ୍ୟମ ଅବ୍ୟାହତ ରଖିଥିବା ରାଷ୍ଟ୍ରପତି କହିଛନ୍ତି। ସରକାର ସବ୍‌କା ସାଥ୍‌- ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ଲକ୍ଷ୍ୟ ନେଇ କାର୍ଯ୍ୟ କରୁଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୨ ପର୍ଯ୍ୟନ୍ତ ନୂଆ ଭାରତର ରୂପରେଖ ନେଇ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ କୃଷି, ରୋଜାଗାର, ସୁରକ୍ଷା ଏବଂ ବିଦେଶନୀତିକୁ ଗୁରୁତ୍ୱ ଦିଆଯାଉଥିବା ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri