ବିନା ମାସ୍କରେ ଧରାପଡ଼ିଲେ ୨୬୯

ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ସୋମବାରଠାରୁ କେନ୍ଦ୍ର ଓ ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ ଲକ୍‌ଡାଉନ୍‌ ନିୟମରେ କୋହଳ କରାଯାଇଛି। ସେମାନେ ଆଇକାର୍ଡ ଦେଖାଇ ଅଫିସ୍‌ ଯାଉଛନ୍ତି। ପୂର୍ବଦିନ ଭଳି ପୋଲିସ ଏତେଟା କଡ଼ାକଡ଼ି ଚେକିଂ କରିନଥିଲା। ଏହାର ସୁଯୋଗ ନେଇ କେତେକ ଅମାନିଆ ସହର ଭିତରେ ବୁଲୁଥିଲେ। ଅନେକ ସ୍ଥାନରେ ପୋଲିସ ଚେକିଂ ସମୟରେ ଏହି ଅମାନିଆମାନେ ପୋଲିସ ହାତରେ ଧରାପଡ଼ି ଫାଇନ୍‌ ଦେଇଛନ୍ତି। ଟ୍ବିନ୍‌ସିଟିରେ ସୋମବାର ୮୯୯ ଜଣ ଅମାନିଆଙ୍କ ବାଇକ ଜବତ କରାଯାଇ ୫ଶହ ଟଙ୍କା ଲେଖାଏଁ ଜରିମାନା ଆଦାୟ କରାଯାଇଛି। ମାସ୍କ ନ ପିନ୍ଧି ବାଇକରେ ଯାଉଥିବା ୨୬୯ ଜଣ ପୋଲିସ ହାତରେ ଧରାପଡି ଫାଇନ୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଫୁଟ୍‌ରୁ ଅଧିକ ଦୂରକୁ ବ୍ୟାପିପାରେ କରୋନା ଭୂତାଣୁ

ନୂଆଦିଲ୍ଲୀ, ୧୦।୫: କରୋନା ଭୂତାଣୁ ବାୟୁବାହିତ। ଏହା ବାୟୁରେ ୬ ଫୁଟ୍‌ରୁ ଅଧିକ ଦୂରକୁ ବ୍ୟାପିପାରେ ବୋଲି ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ...

ଜବରଦଖଲ ଉଚ୍ଛେଦକୁ ନେଇ ଅଡୁଆ ପରିସ୍ଥିତି

ଭଦ୍ରକ ଅଫିସ/ବନ୍ତ,୬।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ କାର୍ଯ୍ୟାଳୟରେ ପଶି ଜଣେ ବ୍ୟକ୍ତି ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ସହ ହତ୍ୟା ଧମକ ଦେଇଥିବା ନେଇ ଅଭିଯୋଗ...

ନାବାଳିକାଙ୍କୁ ଅପହରଣ ଉଦ୍ୟମ, ଯୁବକ ଗିରଫ

ଭୁବନେଶ୍ୱର,୭ା୧୦:(ବ୍ୟୁରୋ): ନୟାପଲ୍ଲୀ ଥାନାଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଉଦ୍ୟମ କରାଯାଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ଶ୍ରୀରାମନଗରରେ ରହୁଥିବା କନ୍ଧମାଳ ଜିଲାର ସିଦ୍ଧାର୍ଥ କୁମାର ପ୍ରଧାନ(୨୫)ଙ୍କୁ...

ଗ୍ରାମଦେବୀଙ୍କ ପାଇଁ ବାଦୁଡ଼ି ସୁରକ୍ଷା

କେନ୍ଦୁଝର, ୨୫ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଣପାହାଡରେ ଏକଦା ବହୁ ଜାତିପ୍ରଜାତିର ପକ୍ଷୀ ଦେଖିବାକୁ ମିଳୁଥିଲେ ା ଜଙ୍ଗଲ କ୍ଷୟ, ପ୍ରଦୂଷଣ ଓ ଶିକାର ଯୋଗୁ ବହୁ ପକ୍ଷୀଙ୍କୁ...

ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି

ପୁରୀ ଅଫିସ, ୨୩।୭ : ପୁରୀ ଜିଲାର ପ୍ରସିଦ୍ଧ ସିଦ୍ଧ ମହାବୀର ମନ୍ଦିର ହୁଣ୍ଡିରୁ ସୋମବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କା ଚୋରି ହୋଇଛି। ଏ...

ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର

ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା...

ବର୍ଷକୁ କୋଟିଏ ବଞ୍ଚାନ୍ତା ଗୋଟିଏ କେନ୍ଦ୍ର

ବଇଣ୍ଡା,୧୫ା୪: ଗାଁ ଗିଳିଦେଉଛି ନିଆଁ। ପ୍ରତିବର୍ଷ ପୋଡ଼ି ଛାରଖାର କରିଦେଉଛି କୋଟି କୋଟି ଟଙ୍କାର ସମ୍ପତ୍ତି। ଏହି ବଡ଼ ବିପତ୍ତିରୁ ୨୦ ପଞ୍ଚାୟତବାସୀଙ୍କୁ ବଞ୍ଚାଇବା ପାଇଁ...

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ...

Advertisement


Archives

Model This Week