ବିନା ମାସ୍କରେ ଧରାପଡ଼ିଲେ ୨୬୯

ଭୁବନେଶ୍ୱର,୨୧ା୪ (ବ୍ୟୁରୋ): ସୋମବାରଠାରୁ କେନ୍ଦ୍ର ଓ ରାଜ୍ୟ ସରକାର କର୍ମଚାରୀଙ୍କ ପାଇଁ ଲକ୍‌ଡାଉନ୍‌ ନିୟମରେ କୋହଳ କରାଯାଇଛି। ସେମାନେ ଆଇକାର୍ଡ ଦେଖାଇ ଅଫିସ୍‌ ଯାଉଛନ୍ତି। ପୂର୍ବଦିନ ଭଳି ପୋଲିସ ଏତେଟା କଡ଼ାକଡ଼ି ଚେକିଂ କରିନଥିଲା। ଏହାର ସୁଯୋଗ ନେଇ କେତେକ ଅମାନିଆ ସହର ଭିତରେ ବୁଲୁଥିଲେ। ଅନେକ ସ୍ଥାନରେ ପୋଲିସ ଚେକିଂ ସମୟରେ ଏହି ଅମାନିଆମାନେ ପୋଲିସ ହାତରେ ଧରାପଡ଼ି ଫାଇନ୍‌ ଦେଇଛନ୍ତି। ଟ୍ବିନ୍‌ସିଟିରେ ସୋମବାର ୮୯୯ ଜଣ ଅମାନିଆଙ୍କ ବାଇକ ଜବତ କରାଯାଇ ୫ଶହ ଟଙ୍କା ଲେଖାଏଁ ଜରିମାନା ଆଦାୟ କରାଯାଇଛି। ମାସ୍କ ନ ପିନ୍ଧି ବାଇକରେ ଯାଉଥିବା ୨୬୯ ଜଣ ପୋଲିସ ହାତରେ ଧରାପଡି ଫାଇନ୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୧୯ା୯(ଭୁବନେଶ୍ୱର): ପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ ବର୍ଦ୍ଧିତ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ...

ଭୁବନେଶ୍ୱରରୁ ଆଜି ପୁଣି ୪୩ ପଜିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨ ଜଣ ରହିଥିବା ବେଳେ ଲୋକାଲ କେସ୍‌...

ମଣିସ ହସିଲେ ହସୁଛି ମାସ୍କ

ମହାମାରୀ କରୋନା ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହା ଦ୍ୱାରା ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି।...

ଓଡ଼ିଶାରେ କରୋନାର ୪ ଗ୍ରୁପ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ): ଦେଶରେ କରୋନା ଭାଇରସର ଯେଉଁ ୪ଟି ଗ୍ରୁପ୍‌ ଅଛି ତାହା ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି। ୪ଟି ମଧ୍ୟରୁ ଗୋଟିଏ ଗ୍ରୁପ୍‌ ଅଧିକ ଦେଖାଯାଇଛି।...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୯୧୦...

ଆଜି ମହାଷ୍ଟମୀ ପୂଜା: ପୂଜାମଣ୍ଡପରେ ସ୍ବତନ୍ତ୍ର ଆୟୋଜନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଆଜି ମହାଷ୍ଟମୀ। ଏଥିପାଇଁ ପୂଜାମଣ୍ଡପଗୁଡ଼ିକରେ ସ୍ବତନ୍ତ୍ର ଆୟୋଜନ କରାଯାଇଛି। ସେହିଭଳି ପୂଜା ବୁଲା ପାଇଁ ଛୋଟଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଉତ୍କଣ୍ଠାର ସହ...

୧୦୦ କୋଟି ତ ପଛ କଥା, ୧୦୦ ଟଙ୍କାର ପ୍ରମାଣ ଦେଲେ ରାଜନୀତି ଛାଡ଼ିଦେବି: ମହାରଥୀ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ଅଭିଯୋଗ...

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା...

Advertisement
Archives

Model This Week