ବିନା ମାସ୍କରେ ମିଳିବନି ପେଟ୍ରୋଲ,ଡିଜେଲ

ନୂଆଦିଲ୍ଲୀ,୨୦।୪: ପେଟ୍ରୋଲିୟମ ଡିଲର୍ସ ଆସୋସିଏଶନ ପକ୍ଷରୁ ଏକ ବଡ ଘୋଷଣା କରାଯାଇଛି। ଆସୋସିଏଶନର ଅଧ୍ୟକ୍ଷ ଅଜୟ ବଂଶଲ କହିଛନ୍ତି ଯେ, ପେଟ୍ରୋଲ ପମ୍ପଗୁଡିକରେ କାମ କରୁଥିବା କର୍ମଚାରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ବିନା ମାସ୍କରେ ଆସୁଥିବା ଗ୍ରାହଙ୍କୁ ପେଟ୍ରୋଲ ପମ୍ପରେ ଇନ୍ଧନ ନ ଦେବା ଲାଗି ନିଷ୍ପତ୍ତି ହୋଇଛି। ଅର୍ଥାତ୍‌ ଯେଉଁ ଲୋକମାନେ ମାସ୍କ ଲଗାଇ ପେଟ୍ରୋଲ ପମ୍ପ ଆସିବେ ନାହିଁ ସେମାନଙ୍କୁ ପେଟ୍ରୋଲ ଡିଜେଲ ପକାଇବା ସୁବିଧା ପମ୍ପରେ ମିଳିବ ନାହିଁ। ପେଟ୍ରୋଲ ପମ୍ପଗୁଡିକ ଜରୁରୀ ସେବା ମଧ୍ୟରେ ରହିଥିବାରୁ ଏହାକୁ ଲକ୍‌ଡାଉନ ପରିସରରୁ ବାଦ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଉଡି ଯାତ୍ରା ସମୟରେ ହେଲିକପ୍ଟରରୁ ଫୁଲ ପକାଇବାର ବ୍ୟବସ୍ଥା କଲେ ଯୋଗୀ ସରକାର

ଲକ୍ଷ୍ନୌ,୪।୭: ଶ୍ରାବଣ ମାସ ପାଖେଇ ଆସୁଥିବା ବେଳେ ଏହି ସମୟରେ ହଜାର ହଜାର ଶିବଭକ୍ତ କାଉଡି ଯାତ୍ରାରେ ବାହାରିବେ। ଏହି ସମୟରେ କାଉଡି ଯାତ୍ରାରେ ଯାଉଥିବା...

ହିଜାବ ପିନ୍ଧିଥିବା ଶିକ୍ଷୟତ୍ରୀଙ୍କୁ ପରୀକ୍ଷା ଡ୍ୟୁଟି ମନା

ବେଙ୍ଗାଲୁରୁ,୪।୪:କର୍ନାଟକରେ ହିଜାବ ପିନ୍ଧିଥିବା ଶିକ୍ଷୟତ୍ରୀଙ୍କୁ ପରୀକ୍ଷା ଡ୍ୟୁଟିରୁ ବାଦ୍‌ ଦିଆଯିବ ବୋଲି କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ହିଜାବ ପିନ୍ଧିଥିବା...

ଯମୁନା ଏକ୍ସପ୍ରେସ୍‌ଓ୍ବେ ପାଲଟିଛି ମରଣ ଯନ୍ତା: ୭ ବର୍ଷରେ ନେଲାଣି ୮ଶହରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୧।୯: ଦିଲ୍ଲୀକୁ ଆଗ୍ରା ସହିତ ସଂଯୋଗ କରୁଥିବା ଯମୁନା ଏକ୍ସପ୍ରେସ୍‌୍‌ଓ୍ବେ ମରଣ ଯନ୍ତା ପାଲଟିଛି। ୧୬୫ କିମି ଦୀର୍ଘ ଏହି ଏକ୍ସପ୍ରେସ୍‌୍‌ଓ୍ବେରେ ଗତ ୭ ବର୍ଷ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ କରାଯାଇଛି। ଦିଲ୍ଲୀର ଯମୁନା ନଦୀ କୂଳରେ...

ସୁପ୍ରମିକୋର୍ଟଙ୍କ ନିଷ୍ପତ୍ତି ପରେ ପ୍ରତିକ୍ରିୟା ରଖିଲେ ସୁଶାନ୍ତଙ୍କ ପରିବାର

ମୁମ୍ବାଇ,୧୯।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ବୁଧବାର ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏହି ମାମଲାର ତଦନ୍ତ ପାଇଁ ସିବିଆଇକୁ କୋର୍ଟ ନିର୍ଦ୍ଦେଶ...

୭୬.୮୦ ସ୍ତରରେ ଟଙ୍କା

ନୂଆଦିଲ୍ଲୀ,୧୭।୪ : ଡଲାର ତୁଳନାରେ ଟଙ୍କା ଲଗାତର ଖସୁଥିବା ନଜରକୁ ଆସିଛି। ଗୁରୁବାର ମଧ୍ୟ ଏହି ଧାରା ଲାଗି ରହିଛି। ଏହି ସମୟରେ ଡଲାର ତୁଳନାରେ...

ପୋଲିସର ଗୁଣ୍ଡାରାଜ: ମହିଳାଙ୍କୁ ବେଲ୍‌ଟରେ ନିସ୍ତୁକ ପିଟିଲେ

ଫରିଦାବାଦ,୨୮।୫: ହରିୟାଣା ଫରିଦାବାଦରୁ ଅମାନବିକତା ଓ ନିଷ୍ଠୁରତା ଶେଷ ସୀମାର ଏକ ଚିତ୍ର ସାମ୍‌ନାକୁ ଆସିଛି। ଜଣେ ପୋଲିସ କନେଷ୍ଟବଳ ମହିଳାଙ୍କୁ ବେଲ୍‌ଟରେ ମାଡ଼ମାରୁଥିବା ଦେଖିବାକୁ...

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି...

Advertisement
Archives

Model This Week