ବିନା ମେକଅପ୍‌ରେ ବି ସୁନ୍ଦର ଲାଗୁଛନ୍ତି ଆଲିଆ: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ରେ କ୍ୟୁଟନେସ୍‌ ପାଇଁ ବେଶ୍‌ ପରିଚିତ ଆଲିଆ ଭଟ୍ଟଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋଟି ତାଙ୍କ ଭଉଣୀ ସାହିନ ଭଟ୍ଟ ଇନଷ୍ଟାଗ୍ରାମରେ ଅପଲୋଡ କରିବା ପରେ ଆଲିଆଙ୍କ ପ୍ରଶଂସକମାନେ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫଟୋରେ ଆଲିଆ ବିନା ମେକଅପ୍‌ରେ ସ୍ମାଇଲିଂ ଫେସ୍‌ରେ ଖୁବ୍‌ ସୁନ୍ଦର ଲାଗୁଥିବା କେତେଜଣ ସୋସିଆଲ ମିଡିଆ ୟୁଜର୍ସ କମେଣ୍ଟ କରିଛନ୍ତି। ଏବେ କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ବଲିଉଡ୍‌ ଫିଲ୍ମର ଶୁଟିଂ ବନ୍ଦ ଥିବାରୁ ପ୍ରାୟ ସବୁ ସେଲିବ୍ରିଟି ଘରେ ରହିଛନ୍ତି। ଏହି ସମୟରେ ପୂର୍ବରୁ ଆଲିଆ ଚକୋଲେଟ୍‌ କେକ୍‌ ସହ ଅନ୍ୟ ରୋଷେଇ କରିବାର କିଛି ଭିଡିଓ ମଧ୍ୟ ଦେଖିବାକୁ ମିଳିଥିଲା। ଯାହା ଦର୍ଶକେ ପସନ୍ଦ ବି କରିଥିଲେ। ଏବେ ପ୍ରାୟ ସବୁ ସେଲିବ୍ରିଟି ଘରେ ରହି ବିଭିନ୍ନ କାମ କରିବା ସହ କିଛି ନା କିଛି ଭିଡିଓ ସୋସିଆଲ ମିଡିଆରେ ଅପଲୋଡ କରିବା ଫଳରେ ଏହା ଦର୍ଶକଙ୍କୁ ଭିନ୍ନ ପ୍ରକାର ମନୋରଞ୍ଜନ ଯୋଗାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଳଦ୍ୱୀପରେ ପରିବାର ସହ ଛୁଟି କାଟୁଛନ୍ତି ବଲିଉଡର ଏହି ଚର୍ଚ୍ଚିତ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରକୁଲ ପ୍ରୀତ ସିଂ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍‌ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି।...

ରିଲିଜ୍‌ ହେବ ବିଦ୍ୟାଙ୍କ ଅଭିନୀତ ଫିଲ୍ମ ‘ଶକୁନ୍ତଳା ଦେବୀ’

ମୁମ୍ବାଇ: ବଲିଉଡ୍‌ର ଡାର୍ଟି ଗର୍ଲ ବିଦ୍ୟା ବଲାନଙ୍କ ମୋଷ୍ଟ ଆଓ୍ବେଟେଡ ଫିଲ୍ମ ‘ଶକୁନ୍ତଳା ଦେବୀ’ର ରିଲିଜ୍‌ ଡେଟ୍‌କୁ ନେଇ ନିର୍ମାତା କିଛି ସୂଚନା ଦେଇଛନ୍ତି। ଗୁରୁବାର...

‘ଗୁପ୍ତ ସମ୍ପର୍କ’ର ଶ୍ରୀୟା

ଦୁଇବର୍ଷ ତଳେ ଓଡ଼ିଆ ଯାତ୍ରାଜଗତକୁ ଆସିଥିଲା ଗୋଟିଏ ନାଟକ ‘ଗୁପ୍ତ ସମ୍ପର୍କ’। ଏହି ନାଟକକୁ ନବଘନ ରାଉଳ ରଚନା କରିଥିବା ବେଳେ ଏହାର ନିର୍ଦ୍ଦେଶନା ଦେଇଥିଲେ...

ବିବାହ କରିବେନି ଆଲିଆ-ରଣବୀର!

ମୁମ୍ବାଇ: ବି-ଟାଉନର ଚର୍ଚ୍ଚିତ ଯୋଡି ତଥା ବଲିଉଡ୍‌ ଅଭିନେତା ରଣବୀର କପୁର ଓ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି।...

ଏହି ଅଭିନେତାଙ୍କୁ ‘ପାପାଜୀ’ ଡାକନ୍ତି ସ୍ତ୍ରୀ

ଅଭିନେତା ତଥା ମଡେଲ ମିଲିନ୍ଦ ସୋମେନ୍‌ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। କେତେବେଳେ ସେ ନିଜ ଫିଟନେସ୍‌ ପାଇଁ ତ, ଆଉ କେତେବେଳେ ସ୍ତ୍ରୀ ଅଙ୍କିତା କୁଅଁରଙ୍କ...

ବଙ୍କିମଙ୍କ ନୂଆ ମିଶନ

କିଛି ନୂଆ କଥା କରିବା ସମସ୍ତଙ୍କ ଦ୍ୱାରା ସମ୍ଭବ ହୁଏନା। ସେଥିପାଇଁ ଦରକାର ଦୁଃସାହସ, ଅଙ୍ଗୀକାରବଦ୍ଧତା ତଥା ନିଜ ଉପରେ ପ୍ରଚଣ୍ଡ ଆତ୍ମବିଶ୍ୱାସ। ସେମିତି ଜଣେ...

୭୬ ବର୍ଷରେ ବି ଝିଅମାନଙ୍କୁ ଟକ୍କର ଦେଉଛନ୍ତି ତନୁଜା

ବଲିଉଡ୍‌ର ୭୬ ବର୍ଷିୟା ଭେଟେରାନ ଅଭିନେତ୍ରୀ ତନୁଜାଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ନୀଳ ରଙ୍ଗର ଏକ...

ଆରପାରିରେ ବିଶିଷ୍ଟ ଫିଲ୍ମ ନିର୍ଦ୍ଦେଶକ ମନମୋହନ ମହାପାତ୍ର

ଭୁବନେଶ୍ୱର, ୧୩।୧: ବିଶିଷ୍ଟ ଫିଲ୍ମ ନିର୍ମାତା ଏବଂ ନିର୍ଦ୍ଦେଶକ ମନମୋହନ ମହାପାତ୍ରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୬୯ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରର ଏକ...

Seven Jackpot
Advertisement


Archives

Model This Week

Why Dharitri