ବିନା ମେକ୍‌ଅପ୍‌ରେ ନୁସରତ୍‌, ଫଟୋ ଭାଇରାଲ

ମୁମ୍ବାଇ: ତୃଣମୂଳ କଂଗ୍ରେସ ଏମ୍‌ପି ତଥା ବଙ୍ଗଳା ଫିଲ୍ମର ଜଣାଶୁଣା ଅଭିନେତ୍ରୀ ନୁସରତ୍‌ ଜହାଁ ସୋସିଆଲ ମିଡିଆରେ ନିଜର ଫଟୋକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବିବାହ ଫଟୋଠାରୁ ଆରମ୍ଭ କରି କୌଣସି ପାର୍ଟି ହେଉ କିମ୍ବା କୌଣସି ଫିଲ୍ମ ଶୁଟିଂ ହେଉ ସୋସିଆଲ ମିଡିଆରେ ଫଟୋ ଶେୟାର କରି ନୁସରତ୍‌ ଫ୍ୟାନ୍‌ଙ୍କ ନିକଟତର ହୋଇଥାନ୍ତି। ଏବେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେବାରେ ଲାଗିଛି।

ଏବେ ଯେଉଁ ଫଟୋ ଶେୟାର କରିଛନ୍ତି, ତାହା ଅନ୍ୟ ଫଟୋ ଠାରୁ ଟିକେ ଭିନ୍ନ। କାରଣ ସବୁବେଳେ ମେକ୍‌ଅପ୍‌ରେ ଥିବା ନୁସ୍‌ରତଙ୍କୁ ଦେଖିଆସିଛନ୍ତି। ଏବେ ଶେୟାର ହୋଇଥିବା ଫଟୋରେ ବିନା ମେକ୍‌ଅପ୍‌ରେ ନଜର ଆସିଛନ୍ତି। ଫଟୋଟିରେ ସେ ବହୁତ ଷ୍ଟାଇଲିଶ୍‌ ଏବଂ ସୁନ୍ଦର ଦିଶୁଛନ୍ତି। ଫଟୋଟିକୁ ଲୋକେ ମଧ୍ୟ ବେଶ୍‌ ପସନ୍ଦ କରିଛନ୍ତି। ଏହା କୌଣସି ଶୁଟିଂ ଲୋକେସନ୍‌ର ଫଟୋ। ଯାହା ବି ହେଉନା କାହିଁକି ନୁସରତ୍‌ଙ୍କ ବିନା ମେକ୍‌ଅପ୍‌ ଫଟୋ ଫ୍ୟାନ୍‌ମାନଙ୍କ ହୃଦୟକୁ ଛୁଇଁଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri