Posted inଜାତୀୟ

ବିପକ୍ଷ ମେଳିରେ ଯୋଗଦେବ ନାହିଁ ଏଏପି

ନୂଆଦିଲ୍ଲୀ,୧୩।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରୁଥିବା ବିରୋଧୀଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ସୋମବାର ଦିଲ୍ଲୀରେ ଆୟୋଜିତ ବୈଠକରେ ଆମ୍‌ ଆଦମୀ ପାର୍ଟି(ଏଏପି) ଯୋଗଦେବ ନାହିଁ ବୋଲି କହିଛି। ଏହା ପୂର୍ବରୁ ଏହି ବୈଠକରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଯୋଗଦେବ ନାହିଁ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସ୍ପଷ୍ଟ କରିଥିବା ବେଳେ ବିଏସ୍‌ପି ସୁପ୍ରିମୋ ମାୟାବତୀ ମଧ୍ୟ କହିଥିଲେ କି ବିରୋଧୀ ମେଳିରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମଧ୍ୟ ଯୋଗ ଦେବ ନାହିଁ। ସୂଚନାଯୋଗ୍ୟ, ସିଏଏକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଏହାକୁ ନେଇ କଂଗ୍ରେସ ସମାନ ବିଚାରଧାରା ଥିବା ରାଜନୈତିକ ଦଳଙ୍କୁ ନେଇ ଏକ ବୈଠକ ଡକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୬ ମାସ ତିଷ୍ଠିବନି ସୁବିଧାବାଦୀ ମେଣ୍ଟ’

ରାଞ୍ଚି,୨୩ା୧୧(ପି.ଟି.): ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ସୁବିଧାବାଦୀ ମେଣ୍ଟ ହୋଇଛି। ଏହା ୬ରୁ ୮ ମାସ ତିଷ୍ଠିବ ନାହିଁ ବୋଲି ବରିଷ୍ଠ ଭାଜପା ନେତା...

ରେଳଲାଇନ୍‌ କଡ଼ରେ ଛିଡ଼ା ହୋଇଥିବା ୪ ଯାତ୍ରୀଙ୍କୁ ଧକ୍କା ଦେଲା ରାଜଧାନୀ ଏକ୍ସପ୍ରେସ୍‌

ଲକ୍ଷ୍ନୌ,୧୦।୬: ଉତ୍ତରପ୍ରଦେଶ ଇଟଓ୍ବାଠାରେ ସୋମବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ଇଟଓ୍ବାଠାରେ ଅଓ୍ବଧ ଏକ୍ସପ୍ରେସ୍‌କୁ ରୋକି ଲୁପ୍‌ ଲାଇନ୍‌ରେ ରାଜଧାନୀ ଏକ୍ସପ୍ରେସ୍‌କୁ ପାସ୍‌ କରାଯାଉଥିବାବେଳେ...

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୧।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଦିଲ୍ଲୀରୁ ଆସିଲା ଖୁସି ଖବର: କରୋନାକୁ ହରାଇଲେ ୮୨ବର୍ଷୀୟ ବ୍ୟକ୍ତି

ନୂଆଦିଲ୍ଲୀ,୭।୪: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଦିଲ୍ଲୀରେ ଏପର୍ଯ୍ୟନ୍ତ କରୋନାରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ଯେଉଁଥିରେ...

ଚୋରା ସୁନା କାରବାର: ଚେର ଲମ୍ବିଛି ମ୍ୟାନ୍‌ମାର୍‌ରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୭: ମ୍ୟାନ୍‌ମାର୍‌-ଭାରତ ସୀମାରେ ବେଧଡ଼କ ଚୋରା ସୁନା କାରବାର ଜାରି ରହିଛି। ଏହି କାରବାରର ଚେର ସୀମାବର୍ତ୍ତୀ ଅଞ୍ଚଳରୁ ରାଜଧାନୀ ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ଇମ୍ଫାଲରେ...

କରୋନାକୁ ଜିତିଲେ ୯୪ ବର୍ଷିୀୟ ମହିଳା

ନୂଆଦିଲ୍ଲୀ, ୧୪ା୫: ମହାରାଷ୍ଟ୍ରର ସାଙ୍ଗ୍‌ଲି ଜିଲାରେ ଜଣେ ୯୪ ବର୍ଷୀୟ ବୃଦ୍ଧା କରୋନାକୁ ପରାସ୍ତ କରିଛନ୍ତି। ସାଙ୍ଗ୍‌ଲିର ମିରାଜ୍‌ ସରକାରୀ ହସ୍ପିଟାଲରେ ସେ ଭୂତାଣୁ ଆକ୍ରାନ୍ତ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ

ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର...

ଅର୍ଥନୀତି ନେଇ ମୁହଁ ଖୋଲିଲେ ମନମୋହନ ସିଂହ: ତ୍ରୁଟିପୂର୍ଣ୍ଣ ପରିଚାଳନାରୁ ମାନ୍ଦାବସ୍ଥା

ନୂଆଦିଲ୍ଲୀ,୨ା୯: ଦେଶର ଅର୍ଥନୀତି ଏବେ ଚିନ୍ତାଜନକ ସ୍ଥିତିରେ ରହିଛି। ମୋଦି ସରକାରଙ୍କ ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁ ଅର୍ଥନୀତି ମାନ୍ଦାବସ୍ଥାର ବୁଢ଼ିଆଣି ଜାଲରେ ଛନ୍ଦି ହୋଇଯାଇଛି ବୋଲି...

Advertisement
Archives

Model This Week