Posted inଜାତୀୟ

ବିପଦରେ ଗଣତନ୍ତ୍ର: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୧୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଗୁରୁବାର କଡ଼ା ସମାଲୋଚନା କରିଛନ୍ତି। ଦେଶରେ ଗଣତନ୍ତ୍ର ବିପଦରେ ପଡ଼ିଥିବା ସୋନିଆ କହିଛନ୍ତି। ଏହା ସହିତ ସରକାରଙ୍କୁ ମିଳିଥିବା ଜନାଦେଶର ଦୂରୋପଯୋଗ କରାଯାଉଥିବା ସେ ଅଭିଯୋଗ କରିଛନ୍ତି। କଂଗ୍ରେସ ମୁଖ୍ୟାଳୟରେ ଆୟୋଜିତ ଏକ ବୈଠକରେ ସୋନିଆ ଏହା କହିଛନ୍ତି। ଦେଶର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଥିବାବେଳେ ସରକାର ପ୍ରତିଶୋଧ ମୂଳକ ରାଜନୀତି କରିବାରେ ବ୍ୟସ୍ତ ରହିଥିବା ସେ କହିଛନ୍ତି। ଏପରି କରି ମୁଖ୍ୟ ସମସ୍ୟାଠାରୁ ଲୋକଙ୍କ ଧ୍ୟାନ ହଟାଇବା ଲାଗି ସରକାର ପ୍ରୟାସ କରୁଥିବା ସୋନିଆ ଅଭିଯୋଗ ଆଣିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri