ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ: ମରାମତି ଲାଗି ଦାବି

କୋଟଗଡ଼,୧୦।୯( ଡି.ଏନ.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଥିବା କନାଝୁରୁ ନାଳ ପୋଲ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମାଣ ହୋଇଥିବା ଏହି ପୋଲର ଦୁଇ ପାର୍ଶ୍ୱ ଲଗାଣ ବର୍ଷାରେ ଧୋଇଯାଇଥିବା ବେଳେ ମାଟି ଧସି ରାସ୍ତାର ଅଧାଭାଗ ଦବି ଗର୍ତ୍ତ ସୃଷ୍ଟି ହୋଇଛି। ଏହି ପୋଲ ଉପରେ ସୁବର୍ଣ୍ଣଗିରି, ବାଣ୍ଡିଗୁଡ଼ା, ରଡ଼ା, ବାନ୍ଦାଗୁଡ଼ା, ସାରତୁଲ ଗ୍ରାମବାସୀ ନିର୍ଭରଶୀଳ ଥିବାବେଳେ ଯାନବାହନ ଚଳାଚଳରେ ବାଧା ଉପୁଜିଛି। ଉକ୍ତ ରାସ୍ତାର ମରାମତି ଲାଗି ବିଭାଗୀୟ ପ୍ରଶାସନ ପଦକ୍ଷେପ ନେବାକୁ ପୂର୍ବତନ ସରପଞ୍ଚ ପରାସର ପାଟମାଝି, ପୂର୍ବତନ ସମିତି ସଭ୍ୟା ସୁରେଖା ପାଟମାଝି, ମହାରାଜା ବଡ଼ସେଟ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ ହେବ ବୌଦ୍ଧବିହାର

ଭଣ୍ଡାରିପୋଖରୀ, ୮।୧୧(ଡି.ଏନ.ଏ)  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁରଠାରେ ରହିଛି ପ୍ରାଚୀନ ବୌଦ୍ଧବିହାର। ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହି...

ଉଦ୍‌ଘାଟନକୁ ବିତିଲାଣି ଅଢ଼େଇବର୍ଷ : କାମରେ ଲାଗୁନି ବିଜୁ ଯାତ୍ରୀ ନିବାସ

ପାରାଦୀପ,୧୩।୮(ସ୍ବ.ପ୍ର.): ପାରାଦୀପକୁ ବର୍ଷତମାମ ବହୁ ପର୍ଯ୍ୟଟକ, ଦେଶ ବିଦେଶର ବହୁ ଛାତ୍ରୀଛାତ୍ର ଓ ଅନ୍ୟ ଅତିଥିମାନେ ଆସୁଛନ୍ତି। ମାତ୍ର ଦୁର୍ଭାଗ୍ୟର ବିଷୟ ସେମାନଙ୍କ ରହଣୀ ପାଇଁ...

ପୁଣି ଓଡ଼ିଶାମୁହାଁ ଛତିଶଗଡ଼ ହାତୀପଲ

ରାଇଘର, ୬।୧(ଡି.ଏନ୍‌.ଏ.): ଛତିଶଗଡ଼ରୁ ପୁଣି ହାତୀପଲ ଓଡ଼ିଶାମୁହାଁ ହୋଇଛନ୍ତି। ସେମାନଙ୍କୁ ରୋକିବାକୁ ରାଇଘର ବନ ବିଭାଗ ପ୍ରୟାସ ଚଳାଇଛି। ବନ ବିଭାଗ କର୍ମଚାରୀ ଲୋକଙ୍କୁ ସଚେତନ...

ଲୋଭର ବଶବର୍ତ୍ତୀ ନ ହୋଇ ଯୁବକ ଫେରାଇଲେ ୨୨ ହଜାର ଟଙ୍କା

ସୁନ୍ଦରଗଡ,୧୯।୧୦(ଡି.ଏନ୍‌.ଏ.)-ଆଜି ବିଞ୍ଚିଛି ମାନବିକତା। ଲୋଭର ବଶବର୍ତ୍ତୀ ନ ହୋଇ ଜଣେ ଯୁବକ ଶହେ କି ହଜାରେ ନୁହେଁ ଏକାବେଳେ ୨୨ ହଜାର ଟଙ୍କା ରାସ୍ତାରୁ ପାଇଥିଲେ...

ଅସୁରକ୍ଷିତ ବନ୍ୟପ୍ରାଣୀ: ସାତକୋଶିଆ ସଂରକ୍ଷିତ ଜଙ୍ଗଲରୁ କୁଟୁରା ଶିକାର; ୩ଜଣ ଶିକାରୀ ସହ ମାଂସ ଜବତ

ଠାକୁରମୁଣ୍ଡା, ୨୪।୪(ଡି.ଏନ୍‌.ଏ.): ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ ୧୨ ତଳବନ୍ଧ ନାଳ ନିକଟରେ ଗୁରବାର ରାତିରେ...

ଚିକିତ୍ସା ସହାୟତା ପାଇଁ ନିବେଦନ, ଧରିତ୍ରୀ ଖବରକୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୧୩।୫: ବରଗଡ଼ ଜିଲା ପାଇକମାଲ ଥାନା ଯୋଗୀନ୍ଦ୍ରନାଥପୁର ଗ୍ରାମର ଭାନୁମତୀ ଓ ଉଦ୍ଧବ ଗୁଣ୍ଡିଙ୍କ ଏକବର୍ଷର ଶିଶୁକନ୍ୟା ନିକିତାଙ୍କ ଶରୀର ଦିନକୁ ଦିନ ବଙ୍କେଇ...

ସଙ୍ଗରୋଧ କେନ୍ଦ୍ରରୁ ଲୁଚି ପଳାଇଲେ ଯୁବକ

ବଡଗାଁ, ୬।୪ (ଡି.ଏନ.ଏ.)-ସୁନ୍ଦରଗଡ ଜିଲା ବଡଗାଁ ବ୍ଲକ ଅନ୍ତର୍ଗତ ବରଙ୍ଗାକଛାର ଗ୍ରାମର ସ୍କୁଲରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରରୁ ରବିବାର ସନ୍ଧ୍ୟାରେ ଜଣେ ଯୁବକ ପାଚେରୀ ଡେଇଁ...

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ୨ ବର୍ଷର ବାଳକ ଆର୍ଚିସମାନ

ବଡ଼ମ୍ବା,୧୧।୯(ସ୍ବ.ପ୍ର.): ଇଂଲିଶ୍‌ ଶବ୍ଦକୁ ଓଡ଼ିଆରେ ଅନୁବାଦ କରିବା ସହ ବିଭିନ୍ନ ଖାଦ୍ୟ ପଦାର୍ଥ ତଥା ଜିନିଷର ନାମକୁ ଇଂଲିଶ୍‌ରେ କହି ଇଣ୍ଡିଆ ବୁକ ଅଫ୍‌ ରେକର୍ଡରେ...

Advertisement
Archives

Model This Week