ବିପଦସଙ୍କୁଳ ଅବସ୍ଥାରେ କନାଝୁରୁ ପୋଲ, ତୁରନ୍ତ ମରାମତି ଦାବି

କୋଟଗଡ,୧୦ା୯(ଡି.ଏନ.ଏ.)- କୋଟଗଡ ବ୍ଲକ ସୁବର୍ଣ୍ଣଗିରି ରାସ୍ତାରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣ ହୋଇଥିବା କନାଝୁରୁ ନାଳ ପୋଲ ଏବେ ବିପଦଶଙ୍କୁଳ ଅବସ୍ଥାରେ ରହିଛି। ଲଗାଣ ବର୍ଷାରେ ପୋଲର ଦୁଇପାର୍ଶ୍ୱ ଧୋଇଯାଇଛି। ପୋଲ ଉପରେ ସୁବର୍ଣ୍ଣଗିରି, ବାଣ୍ଡିଗୁଡା, ରଡା, ବାନ୍ଦାଗୁଡା, ସାରତୁଲର ବହୁ ଗ୍ରାମବାସୀ ଯିବା ଆସିବା କରିଥାନ୍ତି। ମାଟି ଧୋଇ ଯାଇଥିବାରୁ ଯାନବାହନ ଚଳାଚଳ ବ୍ୟାହତ ହେବାସହ ଅଞ୍ଚଳବାସୀ ଯାତାୟାତ ପାଇଁ ଭୟ କରୁଛନ୍ତି। ତୁରନ୍ତ ବିଭାଗୀୟ ପ୍ରଶାସନ ମରାମତି କରିବାକୁ ପୂର୍ବତନ ସରପଞ୍ଚ ପରାସର ପାଟ୍ଟମାଝୀ, ପୂର୍ବତନ ସମିତିସଭ୍ୟା ସୁରେଖା ପାଟ୍ଟମାଝୀ ମହାରାଜା ବଡସେଟ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲି ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁ ନାହାନ୍ତି ଅମାନିଆ: ପୋଲିସ ପ୍ରଶାସନ ଉପସ୍ଥିତ ରହିବାକୁ ସାଧାରଣରେ ଦାବି

ବିଜେପୁର,୧୦।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୁଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ କଟକଣାକୁ ୩୦ଯାଏ ବଢ଼ାଇ ଦେଇଛନ୍ତି। ସାମାଜିକ...

ପୋଲ ଉପରେ ପାଣି, ବାଡ଼ ଦେଇ ବସିଲା ପ୍ରଶାସନ

ନନ୍ଦାହାଣ୍ଡି,୧୫।୮(ଡି.ଏନ୍‌.ଏ): ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଦହଣା ଏବଂ ଡଙ୍ଗରଭେଜା ସୀମାରେ ପ୍ରବାହିତ...

ବ୍ଲକସ୍ତରୀୟ କୃଷକ ସମ୍ପର୍କ ମେଳା

ବନ୍ତ,୧୮।୧(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଶେଉଳଗଡ଼ିଆ କୃଷି ଫାର୍ମଠାରେ କୃଷି ବିଭାଗ ପକ୍ଷରୁ ଶନିବାର ଏକ ବ୍ଲକସ୍ତରୀୟ କୃଷକ ସମ୍ପର୍କ ମେଳା ଅନୁଷ୍ଠିତ ହୋଇଯାଇଛି...

ରୁଷୀୟ ପର୍ଯ୍ୟଟକଙ୍କ ସନ୍ଦେହଜନକ ମୃତ୍ୟୁ

ରାୟଗଡ଼ା,୨୩।୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ବୁଲିବାକୁ ଆସିଥିବା ଜଣେ ରୁଷୀୟ ପର୍ଯ୍ୟଟକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେହେଲେ ରୁଷିଆର ଭ୍ଲାଡ଼ିମିର ବିଦାନୋଭ(୬୨)। ଗତ ୨୧ ତାରିଖରେ ବିଦାନୋଭ...

ସ୍ତ୍ରୀଙ୍କୁ ନେଉଥିଲେ ମେଡିକାଲ, ପିଟିଲା ଟ୍ରକ୍‌

ପାଟଣା,୨୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ନଂ. ଜାତୀୟ ରାଜପଥରେ ବୁଧବାର ଘଟିଛି ଏକ ଦୁର୍ଘଟଣା। ସକାଳୁ ମଙ୍ଗଳପୁର ଛକ ଏଞ୍ଜେଲ ଢାବା...

ଟ୍ରେନ୍‌ ଚଳାଚଳ ବାତିଲ ନେଇ ଅସନ୍ତୋଷ

କେନ୍ଦୁଝର,୨ା୧୧(ସ୍ବ.ପ୍ର.): ଚକ୍ରଧରପୁର ଡିଭିଜନର ଡାଙ୍ଗୁଆପଶି ୟାର୍ଡରେ ତୃତୀୟ ଲାଇନ କାର୍ଯ୍ୟକ୍ଷମ ହେବାକୁ ଯାଉଥିବାରୁ ଉକ୍ତ ଲାଇନ ଦେଇ ଚଲାଚଳ କରୁଥିବା ଏବଂ କେନ୍ଦୁଝର ଜିଲାରେ ଏକାଧିକ...

ଅଧିକାରୀଙ୍କୁ ତାଲା ପକାଇଲେ ହିତାଧିକାରୀ

ଯୋଡା,୧୧୭।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅଧୀନ ଚମକପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ହିତାଧିକାରୀମାନେ ସେମାନଙ୍କର ୪ମାସର ବକେୟା ଭତ୍ତା ନ ପାଇ ପଞ୍ଚାୟତ ନିର୍ବାହୀ...

ଅଙ୍ଗନଓ୍ବାଡି କେନ୍ଦ୍ର ରୋଷେଇଘରୁ ମୃତଦେହ ମିଳିବା ଘଟଣା: ପୋଲିସ-ଜନତା ମୁହାଁମୁହିଁ

ଚିତ୍ରକୋଣ୍ଡା, ୧୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ରାଜୁ ହାନ୍ତାଳ ନାମକ...

Advertisement
Archives

Model This Week