ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାସ୍ଥିତ ମୁଖ୍ୟ ଛକ ଦେଇ ଯାଇଥିବା ଭୋଜପୁର ରାସ୍ତା କଡ଼ରେ ୨ ବର୍ଷରୁ ଅଧିକ ହେବ ଏକ ବିଦ୍ୟୁତ୍‌ ଖୁଣ୍ଟ ଝୁଲନ୍ତା ଅବସ୍ଥାରେ ରହିଛି। ଏ ନେଇ ଅଞ୍ଚଳବାସୀ ବାରମ୍ବାର ବିଦ୍ୟୁତ୍‌ ବିଭାଗ ଅଧିକାରୀଙ୍କ ଦୃଷ୍ଟିଆକର୍ଷଣ କରି ଆସୁଥିଲେ ସୁଦ୍ଧା କୌଣସି ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ଖୁଣ୍ଟକୁ ବଦଳାଇ ଦିଆଯିବ ବୋଲି ବିଦ୍ୟୁତ୍‌ ବିଭାଗ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?