ବଢୁଛି ଋଷିକୁଲ୍ୟାର ଜଳସ୍ତର: ଆତଙ୍କିତ ଅବସ୍ଥାରେ ୩ ପଞ୍ଚାୟତବାସୀ

ଶେରଗଡ଼,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ତିନି ପଞ୍ଚାୟତ ପିତ୍ତଳ, ତହଁର, ବ୍ରାହ୍ମଣ ଦେଇ ଋଷିକୁଲ୍ୟା ନଦୀ ପ୍ରବାହିତ ହେଉଛି। ଏବେ ନଦୀର ଜଳସ୍ତର ବଢିବାରେ ଲାଗିଛି। ବ୍ରାହ୍ମଣଛାଇକୁ ସଂଯୋଗ କରୁଥିବା ଏକ ପୋଲର ତଳ ଭାଗକୁ ଲାଗି ଜଳ ପ୍ରବାହିତ ହେଉଛି। ଫଳରେ ଉକ୍ତ ୩ ପଞ୍ଚାୟତବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସ୍ଥାନୀୟ ତହସିଲଦାର ଡ. ଦୟାସିନ୍ଧୁ ପରିଡା ଓ ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳ ପରିଦର୍ଶନ କରିଥିବା ଜଣାପଡ଼ିଛି। ପାଣି ବଢିବା ଦ୍ୱାରା ତିନି ପଞ୍ଚାୟତର ସମସ୍ତ ଗ୍ରାମ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଆଗମନରେ ଛତୁର ପସରା

କୋଳିମାଟି, ୧୧ା୭-(ଡି.ଏନ.ଏ.)-ବର୍ଷା ଦିନରେ ଆଗମନରେ ପାହାଡ଼ିଆ ଅଞ୍ଚଳରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ସୁନ୍ଦର ହୋଇଥିବାଳେ ଖାଇବାକୁ ମଧ୍ୟ  ସୁଆଦିଆ ହୋଇଥାଏ। ଗାଁରୁ...

ଗାଁରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଟିଟିଲାଗଡ଼, ୮।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଡୁଙ୍ଗରୁିଗୁଡା ଅନ୍ତର୍ଗତ ସମ୍ବଳ ଶକ୍ତି କୃଷକ ଉପତ୍ାଦକ କମ୍ପାନୀ ଆନୁକୂଲ୍ୟ ତଥା ଆଶା ଅନୁଷ୍ଠାନ କୁରସୁଡଙ୍କ...

ସାବୁନ ବାଣ୍ଟିଲେ ଅଙ୍ଗନୱାଡି, ଆଶାକର୍ମୀ

ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)-ଲୋକେ ଠିକ ଭାବେ ସାମାଜିକ ଦୂରତ୍ୱ ଅବଲମ୍ବନ କରୁ ନ ଥିବାରୁ କନ୍ଧମାଳ ଏସ୍‌ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ...

ଜବରଦଖଲରେ ଶ୍ମଶାନ ଜମି

ରସୁଲପୁର,୧୦ା୬(ଡି.ଏନ.ଏ.): ରସୁଲପୁର ବ୍ଲକ୍‌ ନରସିଂହପୁର ପଞ୍ଚାୟତ ଅଧୀନ ହରିପୁର ଗ୍ରାମର ଏକ ଶ୍ମଶାନ ଜମି ଜବରଦଖଲ ହୋଇଛି। ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ଉଦ୍ଦିଷ୍ଟ ଉକ୍ତ ଜମିକୁ...

ଗାଁ ଦାଣ୍ଡରେ ପରିବା ବିକାଳିଙ୍କୁ ହତ୍ୟା

ଠାକୁରମୁଣ୍ଡା,୩୦।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡ଼ିହା ଥାନା ସାତକୋଶିଆ ପଞ୍ଚାୟତ ପ୍ରଧାନସାହି ଗାଁ ରାସ୍ତାରେ ଗୁରୁବାର ରାତିରେ ଜଣେ ପରିବା ବିକାଳିଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା...

୨୦ରେ ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ

ଧାମନଗର, ୧୩ା୪: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଉପାଧ୍ୟକ୍ଷ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୦ ତାରିଖରେ...

ବିଇଡି ପରୀକ୍ଷା ଘୁଞ୍ଚାଇବା ନେଇ କୁଳସଚିବଙ୍କୁ ଦାବିପତ୍ର

ବ୍ରହ୍ମପୁର ଅଫିସ,୨୮ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଇଡି ମହାବିଦ୍ୟାଳୟଗୁଡିକର ଦ୍ୱିତୀୟ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି ହୋଇଛିା ଏନେଇ ଶନିବାର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ...

ଜମି ଚିହ୍ନଟ ସତ୍ତ୍ୱେ କାର୍ଯ୍ୟ ଆରମ୍ଭ ହୋଇନି

ପୁରୀ ଅଫିସ,୨୭।୫: ଏକବିଂଶ ଶତାବ୍ଦୀରେ ସମାଜ ପାଇଁ ବିଜ୍ଞାନର ଗୁରୁତ୍ୱ ବଢ଼ିଯାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ବିଜ୍ଞାନ ସମ୍ବନ୍ଧୀୟ ତଥ୍ୟ ଜାଣିବା ଜରୁରୀ ହୋଇପଡ଼ିଛି। ଏଥିପାଇଁ...

Advertisement
Archives

Model This Week