ବିପଦ ଅବସ୍‌ତାରେ ବିଦ୍ୟୁତ ଖୁଁଟା: ଗାଁବାସୀକୁ ଘାରୁଛେ କ୍ଷୟକ୍ଷତିର ଭଏ

ଦେଓଗାଁ,୧୧ା୭(ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡ଼ାର ପଁଚେତ୍‌ର ଶିରାବାହାଲ ଆର ସାଲେପାଲି ପଁଚେତ୍‌ ସଦରରେ ବହୁତ୍‌ଟେ ପୁରନା ବିଦ୍ୟୁତ ଖୁଁଟା ବିପଦ୍‌ ଅବସ୍‌ତାରେ ରହିଛେ। ଯେନ୍‌ଟା ଧନ୍‌ଜୀବନ୍‌ ଉପରେ ବିପଦ୍‌ ସୁରୁଷ୍‌ଟି କରୁଛେ। ଏନ୍‌ତାଥି ଗାଁବାସୀ ବି ଭଏଭିତ ଅବସ୍‌ତାରେ ରହୁଛନ୍‌। କେତେବେଲେ କାହାର ଉପରେ ଇ ବିଦ୍ୟୁତ୍‌ ଲୁହା ଖୁଁଟା ପଡ଼ବା ଆର ଜୀବନ୍‌ ଯିବା କିଛି କହି ନାଇଁହୁଏ। ବହୁତ୍‌ ଦିନୁ ଲାଗିଥିବାର ଇ ପୁରନା ଲୁହା ଖୁଁଟାମାନ ତଲିଫାଲୁ ମୁରଚା ଖାଇ ଅଧାତିଆ ଛିଡ଼ି ବିପଦ୍‌ ଅବସ୍‌ତାରେ ରହିଛେ। ଇ ବାବ୍‌ଦେ ବିଭାଗିୟ ଅଧ୍‌କାରୀମାନକୁ ବାରବାର ଅଭିଯୋଗ କଲେ ବି କଥାଟାକେ ଖାମଖିଆଲି ହିସାବେ ନେଉଛନ୍‌। ଯେନ୍‌ଥିରଲାଗି ସାଧାରନରେ ଅସନ୍‌ତୋଷ ଭାବ୍‌ ଦେଖ୍‌ବାକେ ମିଲୁଛେ। ଇ ବାବ୍‌ଦେ ଦେଓଗାଁ ବିଦ୍ୟୁତ ଗ୍ରୀଡର ଯନ୍ତ୍ରୀ ଅଂଶୁମାନ ସାହୁକୁଁ ପଚରାଲରୁ ଅଭିଯୋଗ ଆସିଛେ, ଦିନେ ଦୁଇଦିନ ଭିତରେ ଖୁଁଟା ବଦଲାବାର ବେବସ୍‌ତା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ତୃତୀୟ ରାଜ୍ୟ ସ୍ତରୀୟ ପୋଲିସ ସନ୍ତରଣ ଓ କ୍ରସ କଣ୍ଟ୍ରି ପ୍ରତିଯୋଗିତାର ଶୁଭାରମ୍ଭ

​ସମ୍ବଲପୁର,୨୭।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ୩ୟ ରାଜ୍ୟ ପୋଲିସ ସନ୍ତରଣ ଓ କ୍ରସକଣ୍ଟ୍ରି ପ୍ରତିଯୋଗିତାର ଶୁଭାରମ୍ଭ ହୋଇଯାଇଛି । ଡିଜିପିଙ୍କ ମାର୍ଗଦର୍ଶନ ଓ ପ୍ରେରଣାରେ ରାଜ୍ୟର ବିଭିନ୍ନ ସ୍ଥାନରେ…

ସରକାରୀ ଅର୍ଥ ହରିଲୁଟ୍‌ ମାମଲା: ଦୁଇ ଯନ୍ତ୍ରୀ ଦୋଷୀ ସାବ୍ୟସ୍ତ ପରେ ମିଳିଲା ଏହି ଦଣ୍ଡ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକର ଦୁଇଜଣ ପୂର୍ବତନ ଯନ୍ତ୍ରୀ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମାନେଶ୍ୱର ବ୍ଲକର ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ…

ଭିସୁଟ୍‌ରେ ରାଗିଂ ଅଭିଯୋଗ, ଅର୍ଥଦଣ୍ଡରେ ଦଣ୍ଡିତ ହେଲେ ୪ ବରିଷ୍ଠ ଛାତ୍ର

ସମ୍ବଲପୁର,୨୩।୪(ପ୍ରମୋଦ ବହିଦାର): ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ରେ ରାଗିଙ୍ଗ ଅଭିଯୋଗ । ଅଭିଯୁକ୍ତ ଛାତ୍ରଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇଛି ।…

ବଢ଼ିଲା ସ୍କୁଲ ଛୁଟି ଅବଧି

ସମ୍ବଲପୁର,୨୨।୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ହଜିଯାଇଥିବା ୧୧୪ ଫୋନ୍‌ ଉଦ୍ଧାର କରି ମାଲିକଙ୍କୁ ହସ୍ତାନ୍ତର କଲା ପୋଲିସ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଚଳାଯାଇ ବିଭିନ୍ନ ସ୍ଥାନରୁ ହଜିଯାଇଥିବା ମୋବାଇଲଗୁଡ଼ିକୁ ଉଦ୍ଧାର କରାଯାଇଛି। ସମୁଦାୟ ୧୧୪ଟି ମୋବାଇଲ ଜବତ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri