ବିପଦ ସଂକେତ ଊର୍ଦ୍ଧ୍ୱରେ ଜଳକା: ଦିନ୨ଟା ସୁଦ୍ଧା ଜଳସ୍ତର ୬.୧୭ ମିଟର

ବସ୍ତା,୧୯।୮(ସ୍ବ.ପ୍ର.): ବିପଦ ସଂକେତ ଊର୍ଦ୍ଧ୍ୱରେ ବାଲେଶ୍ୱର ଜିଲାର ଜଳକା ନଦୀ ପ୍ରବାହିତ ହେଉଛି। ମଥାନୀଠାରେ ଜଳ ସ୍ତରର ବିପଦ ସଂକେତ ୫.୫୦ ମିଟର ଥିବା ବେଳେ.େସାମବାର ଦିନ ୨ଟା ସୁଦ୍ଧା ଏଠାରେ ଜଳସ୍ତର  ୬.୧୭ ମିଟର ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାପଡିଛି । ଏ ନେଇ ନଦୀର ଆଖପାଖ କିଛି ଚାଷଜମିରେ ବନ୍ୟାପାଣି ମାଡିଥିବାବେଳେ ସେଭଳି ବଡ ଧରଣର ବନ୍ୟା ଆଶଙ୍କା ନ ଥିବା ଜଣାଯାଇଛି । ତେବେ ସମୁଦ୍ର ଜୁଆରିଆ ଥିବାରୁ ବନ୍ୟାପାଣି ନିଷ୍କାସିତ ହେବାରେ ଆଂଶିକ ବିଳମ୍ବ ହେଉଛି । ରବିବାର ଠାରୁ ବର୍ଷା ନ ଥିବା ଯୋଗୁ ପାଣି ଅଧିକ ବଢ଼ି ନ ପାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କୋଟଗଡ଼,୧୮ା୮ (ଡି.ଏନ୍‌.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍‌ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ...

ସିସିଏଙ୍କ ମାଡ଼ରେ ଛାତ୍ର ଆହତ

ଫୁଲବାଣୀ ଅଫିସ,୧ା୧୨- ଟିକାବାଲି ବ୍ଲକ ଛତିଝର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହଷ୍ଟେଲରେ ରହି ପଢ଼ୁଥିବା ଜଣେ ଛାତ୍ର ସିସିଏ(କୁକ୍‌ କମ୍‌ ଆଟେଣ୍ଡାଣ୍ଟ)ଙ୍କ ମାଡରେ ଆହତ...

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା: ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା, କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଶୁକ୍ରବାର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଜିଲାରେ...

ଖୋର୍ଦ୍ଧାରୋଡ୍‌ ରେଲୱେ ପକ୍ଷରୁ ହାଓଡ଼ାକୁ ଅଣ୍ଡା ପରିବହନ

ଜଟଣୀ,୬ା୪(ଡି.ଏନ୍‌.ଏ.): ଦେଶସାରା ଲକ୍‌ଡାଉନ୍‌ ଘୋଷଣା ଯୋଗୁ ରେଲୱେର ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଛି। ହେଲେ ରେଲୱେ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପରିବାହନ ଜାରି ରହିଛି।...

ସଚେତନତା ପାଇଁ ମାସ୍କ ବଣ୍ଟନ

ଚିତ୍ରଡା,୧୪ା୪(ଡି.ଏନ୍‌.ଏ.)- କରୋନା ସଚେତନତା ପାଇଁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଚିତ୍ରଡା ପଞ୍ଚାୟତ ଅଧୀନ ଡିମୁରଡିହା ଗ୍ରାମର ତନୁ ମହାନ୍ତ ଲୋକଙ୍କୁ ମାଗଣାରେ ମାସ୍କ ବାଣ୍ଟି...

୫୪ ଦିନ ପରେ ଗାଁକୁ ଫେରିଲା ମୃତଦେହ

ବାଣପୁର, ୨।୨(ଡି.ଏନ୍‌.ଏ): ପରିବାର ପ୍ରତିପୋଷଣ ପାଇଁ ଅଧିକ ରୋଜଗାର ଆଶାରେ ସୁଦୂର ସାଉଦି ଆରବକୁ ଯାଇଥିବା ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ବାଁଳେଇ ଗ୍ରାମର ଜଣେ...

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା...

ରୋଗପୋକ ଉପଦ୍ରବରେ ଉଜୁଡ଼ିଲା ଧାନଫସଲ, ଚିନ୍ତାରେ ବରଗଡ଼ ଜିଲାର ଚାଷୀ

ବରଗଡ଼ ଅଫିସ,୨୪।୯- ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲା ଚାଷୀଙ୍କ ପିଛା ଛାଡୁ ନାହିଁ ସମସ୍ୟା। ଏବେ ଧାନ ଫସଲରେ ନାନା ରୋଗପୋକର ଉପଦ୍ରବ ଜିଲାର...

Advertisement


Archives

Model This Week