ବିପଦ ସଂକେତ ଊର୍ଦ୍ଧ୍ୱରେ ଜଳକା: ଦିନ୨ଟା ସୁଦ୍ଧା ଜଳସ୍ତର ୬.୧୭ ମିଟର

ବସ୍ତା,୧୯।୮(ସ୍ବ.ପ୍ର.): ବିପଦ ସଂକେତ ଊର୍ଦ୍ଧ୍ୱରେ ବାଲେଶ୍ୱର ଜିଲାର ଜଳକା ନଦୀ ପ୍ରବାହିତ ହେଉଛି। ମଥାନୀଠାରେ ଜଳ ସ୍ତରର ବିପଦ ସଂକେତ ୫.୫୦ ମିଟର ଥିବା ବେଳେ.େସାମବାର ଦିନ ୨ଟା ସୁଦ୍ଧା ଏଠାରେ ଜଳସ୍ତର  ୬.୧୭ ମିଟର ହୋଇଥିବା ବିଭାଗୀୟ ସୂତ୍ରରୁ ଜଣାପଡିଛି । ଏ ନେଇ ନଦୀର ଆଖପାଖ କିଛି ଚାଷଜମିରେ ବନ୍ୟାପାଣି ମାଡିଥିବାବେଳେ ସେଭଳି ବଡ ଧରଣର ବନ୍ୟା ଆଶଙ୍କା ନ ଥିବା ଜଣାଯାଇଛି । ତେବେ ସମୁଦ୍ର ଜୁଆରିଆ ଥିବାରୁ ବନ୍ୟାପାଣି ନିଷ୍କାସିତ ହେବାରେ ଆଂଶିକ ବିଳମ୍ବ ହେଉଛି । ରବିବାର ଠାରୁ ବର୍ଷା ନ ଥିବା ଯୋଗୁ ପାଣି ଅଧିକ ବଢ଼ି ନ ପାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଶ ଚକିଆ ଟ୍ରକ୍‌ରୁ ମିଳିଲା ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ

କେନ୍ଦୁଝର,୧୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦରଥାନା ଅନ୍ତର୍ଗତ ଠାକୁରଡ଼ିହି ଛକ ନିକଟରୁ ଏକ ଦଶ ଚକିଆ ଟ୍ରକରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ...

୨ ସପ୍ତାହରେ ୨ କମ୍ପାନୀର ଶୁଭ କାର୍ଯ୍ୟକ୍ରମ ସ୍ଥଗିତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୩: କଳିଙ୍ଗନଗର ଶିଳ୍ପାଞ୍ଚଳରେ ଗତ ୨ ସପ୍ତାହ ମଧ୍ୟରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ୨ କାରଖାନା ଶୁଭ ଦେଇ ନ ପାରି...

ନିଶା କବଳରେ ଯୁବପିଢ଼ି

ଖୋର୍ଦ୍ଧା ଅଫିସ,୨୬ା୧୧: ଖୋର୍ଦ୍ଧାରେ ନିଶା କାରବାର ବଢିଚାଲିଛି। ସହରରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଚେର ଲମ୍ବିଛି। ବାଲେଶ୍ୱର, ଭୁବନେଶ୍ୱର ପ୍ରଭୃତି ସ୍ଥାନରୁ ବ୍ରାଉନସୁଗାର ଆସୁଛି। ବିଶେଷକରି ବେକାର...

ଡାକ୍ତରଖାନାରେ ଦଲାଲି, ଔଷଧ ଦୋକାନୀ ଗିରଫ

ଆସିକା,୨୭ା୯(ଡି.ଏନ୍‌.ଏ.): ଆସିକା ସବଡିଭିଜିନାଲ୍‌ ହସପିଟାଲକୁ ଆସୁଥିବା ରୋଗୀଙ୍କୁ ଭୂଆଁ ବୁଲାଇ ନିଜ ଔଷଧ ଦୋକାନକୁ ନେଉଥିବା ଏବଂ ମନଇଛା ଔଷଧ ଦେଇ ଲୁଟୁଥିବା ଅଭିଯୋଗରେ ପୋଲିସ...

ଲଙ୍କାଗୁଣ୍ଡ ପକାଇ ୧.୬୬ଲକ୍ଷ ଲୁଟ୍‌ ଅଭିଯୋଗ

ଚାନ୍ଦବାଲି, ୮।୭ (ଡି.ଏନ.ଏ.) – ଭଦ୍ରକ ଜିଲା ମତୋ-ମାଧପୁର ରାସ୍ତାରେ ସୋମବାର ଅପରାହ୍ନରେ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ...

ଫାର୍ମହାଉସରେ ବନବିଭାଗର ଚଢାଉ: ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ

ଭବାନୀପାଟଣା,୧୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରେଞ୍ଜ ବୁରାଟ ଗାଁରେ ଏକ ଫାର୍ମହାଉସ୍‌ ଭିତରୁ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ବନ ବିଭାଗ ଜବତ କରିଛି। ଏହି...

ମହାସିଂହ ପଞ୍ଚାୟତରେ ୨୯ଲକ୍ଷ ଟଙ୍କା ଘୋଟାଲା

ଫୁଲବାଣୀ ଅଫିସ, ୫ା୩- କନ୍ଧମାଳ ଜିଲାକୁ ଦୁର୍ନୀତି ପିଛା ଛାଡୁନାହିଁ । ସବୁଠୁ ବଡକଥା ଦୁର୍ନୀତି ନେଇ ଅଭିଯୋଗ ଆସିଲାପରେ ତଦନ୍ତ ହେଉଛି କିନ୍ତୁ କାର୍ଯ୍ୟାନୁଷ୍ଠାନ...

ରାସ୍ତାରେ ଯାଉଥିବା ବେଳେ ମାଡ଼ିଗଲା କଣ୍ଟେନର

ପୋଲସରା,୨୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ଷ୍ଟେଟବ୍ୟାଙ୍କ ସମ୍ମୁଖରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି।...

Advertisement
Archives

Model This Week