ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ପ୍ରତିବାଦ : ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ ରଖିଲେ ୫ଟି ପଞ୍ଚାୟତର ଲୋକେ

କୋରାପୁଟ/ଅନକାଡେଲି,୨୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ଅନ୍ତର୍ଗତ ଲମତାପୁଟ ବ୍ଲକର ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପର ପେରିଫେରି ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟାବସ୍ଥା ନେଇ ସଂପୃକ୍ତ ୫ଟି ପଞ୍ଚାୟତର ଲୋକେ ବୁଧବାର ଠାରୁ ଚଳାଇଥିବା ଆନ୍ଦୋଳନ ଗୁରବାର ସ୍ଥଗିତ ରଖିଛନ୍ତି। ମାଛକୁଣ୍ଡ ଜଳବିଦ୍ୟୁତ କର୍ତ୍ତୃପକ୍ଷଙ୍କ ଦ୍ୱାରା କର୍ମଚାରୀଙ୍କ ପରି ସମସ୍ତ ପେରିଫେରି ଅଞ୍ଚଳବାସୀଙ୍କୁ ମାଗଣା ସ୍ବାସ୍ଥ୍ୟ ସୁବିଧା ଏବଂ ସେମାନଙ୍କୁ ମାଗଣା ଆମ୍ବୁଲାନ୍ସ ସୁବିଧା ପ୍ରଦାନ ନେଇ ଜଳବିଦ୍ୟୁତ୍‌ର ମୁଖ୍ୟଯନ୍ତ୍ରୀ ଗୁରୁବାର ଉକ୍ତ ପଞ୍ଚାୟତର ଲୋକପ୍ରତିନିଧି ଓ ଗ୍ରାମବାସୀଙ୍କ ସହିତ ଦୀର୍ଘ ସମୟ ଧରି ଆଲୋଚନା କରିବା ସହ ଏନେଇ ଲିଖିତ ପ୍ରତିଶ୍ରୁତି ଦେଇଛନ୍ତି। ପରେ ଅଞ୍ଚଳବାସୀ ଆନ୍ଦୋଳନ ସ୍ଥଗିତ ରଖିଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?