Posted inଖେଳ

ବିପର୍ଯ୍ୟୟ ସତ୍ତ୍ୱେ ୨୩୦ ରନ୍‌ର ଟାର୍ଗେଟ ଛିଡ଼ା କଲା ଭାରତ

ହାମିଲଟନ,୨୨।୩: ଚଳିତ ଆଇସିସି ମହିଳା ଦିନିକିଆ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଉଥିବା କର ବା ମର ମ୍ୟାଚ୍‌ରେ ବାଂଲାଦେଶ ଆଗରେ ୨୩୦ ରନ୍‌ର ଟାର୍ଗେଟ ଛିଡ଼ା କରିଛି ଟିମ୍‌ ଇଣ୍ଡିଆ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳକୁ ୭୪ ରନ୍‌ର ଜବରଦସ୍ତ ଆରମ୍ଭ ଦେଇଥିଲା ସ୍ମ୍ରିତି ମନ୍ଧାନା(୩୦) ଏବଂ ଶେଫାଳୀ ବର୍ମ(୪୨)ଙ୍କ ଓପନିଂ ଯୋଡ଼ି। କିନ୍ତୁ ଦଳ ମାତ୍ର ୫ ବଲରେ ୩ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ମଧ୍ୟକ୍ରମରେ ୟଶତିକା ଭାଟିଆ (୫୦ ରନ୍‌, ୨ ଚୌକା) ଏବଂ ରିଚା ଘୋଷ (୨୬) ସ୍ଥିତି ସମ୍ଭାଳିଥିଲେ। ଶେଷ ଆଡ଼କୁ ପୂଜା ବସ୍ତ୍ରକାର (୨୭) ଏବଂ ସ୍ନେହ ରାଣା (୨୭)ଙ୍କ ଯୋଗୁ ଭାରତ ୫୦ ଓଭରରେ ୭ ଉଇକେଟ ହରାଇ ୨୨୯ ରନ୍‌ କରିବାକୁ ସକ୍ଷମ ହୋଇଛି। ଅନ୍ୟପକ୍ଷରେ ବାଂଲାଦେଶ ପାଇଁ ରିତୁ ମୋନି ୩ ଏବଂ ନାହିଦା ଆକତର ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri